-+91-9937148622 |

prerana_bgr@rediffmail.com |

  Sunday 4th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   (04-Oct-2026)       ||      ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||      ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||      ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||      ‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   (03-Oct-2026)       ||      ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   (03-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   (03-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   (03-Oct-2026)       ||      ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ    (03-Oct-2026)       ||      ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା    (03-Oct-2026)       ||      ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   (03-Oct-2026)       ||      ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (03-Oct-2026)       ||      ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ    (03-Oct-2026)       ||      ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   (03-Oct-2026)       ||      ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   (03-Oct-2026)       ||      ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   (03-Oct-2026)       ||      ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   (03-Oct-2026)       ||     

HOME   ଜିଲ୍ଲା

କଣ୍ଟାମାଳ ବ୍ଲକରେ ବିଦ୍ୟାଳୟସ୍ତରୀୟ ଶିକ୍ଷା ଶପଥକୁ ଅଣଦେଖା

01-Aug-2024



କଣ୍ଟାମାଳ(ଜୟ କୁମାର ମହାରଣା)ସମ୍ପ୍ରତି ଜୁଲାଇ 22 ତାରିଖରୁ 28 ତାରିଖ ପର୍ଯ୍ୟନ୍ତ ସମସ୍ତ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବିଦ୍ୟାଳୟ ସ୍ତରୀୟ ଶିକ୍ଷା ଶପଥ ପାଳନ ନିମନ୍ତେ ଓସେପା ପକ୍ଷରୁ ଚିଠି ନଂ 6351 ତାରିଖ 16/7/2024 ରେ ନିର୍ଦ୍ଦେଶନାମା ଆସିଥିଲା l ହେଲେ ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକର ହାତଗଣତି ନିର୍ଦ୍ଧିଷ୍ଟ କେତୋଟି ବିଦ୍ୟାଳୟକୁ ଛାଡି ଦେଲେ ସିଂହ ଭାଗ ବିଦ୍ୟାଳୟ ଏଭଳି ନିର୍ଦ୍ଧେଶନାମାକୁ ଅଣଦେଖା କରି ଥିବା ଦେଖିବାକୁ ମିଳିଛି l
ନିର୍ଦେଶ ଅନୁଯାୟୀ ଜୁଲାଇ 22 ତାରିଖରୁ 28 ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଦିନ ବିଭିନ୍ନ କାର୍ଯ୍ୟସୂଚୀକୁ ନେଇ ଏହି ଦିବସ ପାଳନ ପାଇଁ ଓସେପା ପକ୍ଷରୁ କୁହା ଯାଇଥିଲା l କାର୍ଯ୍ୟସୂଚୀ ଅନୁଯାୟୀ 22 ତରିଖରେ ଶିକ୍ଷଣ ସାମଗ୍ରୀ ଦିବସ, 23 ତାରିଖର ଏଫ.ଏଲ.ଏନ ଦିବସ, 24 ତାରିଖରେ କ୍ରୀଡା ଦିବସ, 25 ତାରିଖରେ ସାଂସ୍କୃତିକ ଦିବସ, 26 ତାରିଖରେ ଦକ୍ଷତା ଓ ଡିଜିଟାଲ ପ୍ରୋତ୍ସାହନ ଦିବସ, 27 ତାରିଖରେ ଇକୋ କ୍ଲବ / ସ୍କୁଲ ପୋଷଣ ଦିବସ ସେହିପରି 28 ତାରିଖ ଶେଷ ଦିନରେ ସମ୍ପ୍ରଦାୟ ଯୋଗଦାନ ଦିବସ ପାଳନ କରିବାକୁ କୁହା ଯାଇଥିଲା l ଏହି ସମସ୍ତ ଦିବସ ପାଳନ ପାଇଁ ବିଦ୍ୟାଳୟକୁ ପ୍ରଦାନ କରା ଯାଇଥିବା ଗଚ୍ଛିତ ଅନୁଦାନରୁ ବ୍ୟୟ କରିବାକୁ ଲିଖିତ ନିର୍ଦେଶ ଦିଆ ଯାଇଥିଲେ ହେଁ ଶତାଧିକ ବିଦ୍ୟାଳୟ ଏଭଳି ଏକ ସମ୍ବେଦନଶୀଳ ଓ ସୁଦୂରପ୍ରସାରୀ କାର୍ଯ୍ୟକ୍ରମକୁ ଅଣଦେଖା କରି ଥିବା ବେଳେ ଏହିସବୁ କାର୍ଯ୍ୟକ୍ରମର ସୁପରିଚାଳନ କରିବା ଦିଗରେ ଗୋଷ୍ଠୀ ଶିକ୍ଷା ଅଧିକାରୀ ସୁଦ୍ଧା ଆଦୌ ଗୁରୁତ୍ୱ ଦେଉ ନଥିବା ଅଭିଯୋଗ ହେଉଛି l

卐卐卐卐卐卐卐卐卐卐卐卐卐


News Comment




Photo in News

Advertisment
Lastest News
  ଜିଲ୍ଲା  
ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ   04-Oct-2026
  ଜିଲ୍ଲା  
ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   04-Oct-2026
  ଜିଲ୍ଲା  
ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   03-Oct-2026
  ଜିଲ୍ଲା  
କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   03-Oct-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   03-Oct-2026
  ଜିଲ୍ଲା  
‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   03-Oct-2026
  ଜିଲ୍ଲା  
ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   03-Oct-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   03-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   03-Oct-2026
  ରାଜ୍ୟ  
ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ   03-Oct-2026

You Might Also Like