-+91-9937148622 |

prerana_bgr@rediffmail.com |

  Sunday 4th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||      ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||      ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||      ‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   (03-Oct-2026)       ||      ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   (03-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   (03-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   (03-Oct-2026)       ||      ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ    (03-Oct-2026)       ||      ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା    (03-Oct-2026)       ||      ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   (03-Oct-2026)       ||      ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (03-Oct-2026)       ||      ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ    (03-Oct-2026)       ||      ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   (03-Oct-2026)       ||      ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   (03-Oct-2026)       ||      ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   (03-Oct-2026)       ||      ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   (03-Oct-2026)       ||      *ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   (03-Oct-2026)       ||     

HOME   ଜିଲ୍ଲା

" ଡ଼.ସଦାନନ୍ଦ ଅଗ୍ରୱାଲ ଜଣେ ବହୁମୁଖୀ ପ୍ରତିଭାର ଅଧିକାରୀ ଥିଲେ "

01-Aug-2024



ତରଭା- ଡ଼. ସଦାନନ୍ଦ ଅଗ୍ରୱାଲ ଓଡ଼ିଶାର ଜଣେ ସ୍ବନାମଧନ୍ୟ ଲିପିତତ୍ତ୍ୱବିଦ, ମହିମାଧର୍ମର ଗବେଷକ, ଐତିହାସିକ ଥିବା ସହିତ ଜଣେ ବହୁମୁଖୀ ପ୍ରତିଭାର ଅଧିକାରୀ ଥିଲେ l ସେ ଏହି ଅଂଚଳର ସାମାଜିକ, ସାଂସ୍କୃତିକ, ଧାର୍ମିକ ଅନୁଷ୍ଠାନ ଗୁଡିକର ଦିଗଦର୍ଶକ ଥିଲେ l ସେ ତାଙ୍କ ଜୀବନରେ କଲେଜ ପାଠ ପଢ଼ିବାର ସୁଯୋଗ ପାଇନଥିଲେ କିନ୍ତୁ ନିଜ ଅଧ୍ୟବସାୟ ବଳରେ ଅନେକ ଗୁଡିଏ ଗବେଷଣାଲବ୍ଧ ପୁସ୍ତକ ରଚନା କରିଥିଲେ ଯାହାକି ଆଜି ବିଶ୍ୱବିଦ୍ୟାଳୟମାନଙ୍କରେ କ୍ଲାସ

କୋର୍ସ ଭାବରେ ଛାତ୍ର ଛାତ୍ରୀ ମାନେ ପାଠ ପଢୁଛନ୍ତି l ଡ଼. ଅଗ୍ରୱାଲ ମାତ୍ର ମାଟ୍ରିକ ପଢିଥିଲେ ହେଁ ବିଶ୍ଵଭାରତୀ ଶାନ୍ତି ନିକେତନ, ଓଡିଶା ସଂସ୍କୃତି ବିଶ୍ୱ ବିଦ୍ୟାଳୟ ଭଳି ଶିକ୍ଷନୁଷ୍ଠାନକୁ ଭିଜିଟିଙ୍ଗ ପ୍ରଫେସର ଭାବରେ ପାଠ ପଢାଇ ଯାଉଥିଲେ l ମୁଖ୍ୟତଃ ପୁରାତନ ଶିଳାଲିପି, ତାମ୍ରପତ୍ର ଉତ୍ୟାଦି ପାଠୋଦ୍ଧାରରେ ସେ ସିଦ୍ଧହସ୍ତ ଥିଲେ ବୋଲି ଆଜି ମହର୍ଷି ବୁଦ୍ଧରାମ ମହାବିଦ୍ୟାଳୟ ଠାରେ ଆୟୋଜିତ ସ୍ବର୍ଗତ ଆଗ୍ରୱାଲ ଙ୍କ 7ମ ତିରୋଧାନ ଦିବସରେ ଅତିଥିଗଣ ମତବ୍ୟକ୍ତ କରିଛନ୍ତି l ଏମବିଆର ଡିଗ୍ରୀ କଲେଜ ଓ ସଦାନନ୍ଦ ଅଗ୍ରୱାଲ ସ୍ମୃତି କମିଟୀ ର ମିଳିତ ଆନୁକୂଲ୍ୟରେ ଅନୁଷ୍ଠିତ ସୃତିସଭାରେ କଲେଜ ପରିଚାଳନା କମିଟିର ସଭାପତି ବାଳଗୋପାଳ ପଣ୍ଡା ଅଧ୍ୟକ୍ଷତା କରିଥିବା ବେଳେ ମୁଖ୍ୟ ଅତିଥି ଭାବରେ ତରଭା ବ୍ଲକ ଅଧ୍ୟକ୍ଷ ସରୋଜ କମ୍ପ, ସମ୍ମାନିତ ଅତିଥି ଭାବରେ ସୋନପୁ୍ର ଯୁବ ରେଡକ୍ରସ ସୋସାଇଟିର ଜିଲ୍ଲା ସଂଯୋଜକ ଉମାକାନ୍ତ ନାଗ, ଭୀମଭୋଇ ସମାଧିପୀଠ ଟ୍ରଷ୍ଟ ଖଲିଆପାଲିର ମେନେଜିଙ୍ଗ ଟ୍ରଷ୍ଟି ଛାତ୍ରଧାରୀ ଅଗ୍ରୱାଲ, ବଲାଙ୍ଗୀର ମାରୱାଡି ସମ୍ବେଳନ ର ସଭାପତି ସଞ୍ଜୟ ଅଗ୍ରୱାଲ, ପାଇକବାହାଲ ପଂଚାୟତର ସରପଞ୍ଚ ଗଣନାଥ ସାହୁ ଓ ମୁଖ୍ୟବକ୍ତା ଭାବରେ ସୋହେଲା କଲେଜର ଅବସରପ୍ରାପ୍ତ ଅଧ୍ୟକ୍ଷ ଡ଼. ଟେକଚନ୍ଦ ଦୂୱାନ ଯୋଗଦେଇଥିଲେ l ସ୍ମୃତି କମିଟିର ସିଦ୍ଧlର୍ଥ    ଅଗ୍ରୱାଲ, ସ୍ବର୍ଗତ ଅଗ୍ରୱାଲଙ୍କ ବନ୍ଧୁ ନାରାୟଣ ଝାଙ୍କର, ସନ୍ତୋଷ ଦାସ, କଲେଜର ଅଧ୍ୟକ୍ଷ ସଚିଦାନନ୍ଦ ରଥ ପ୍ରମୁଖ ସ୍ବର୍ଗତ ଆଗ୍ରୱାଲଙ୍କ ସ୍ମୃତି ଚlରଣ କରିଥିଲେ l କାର୍ଯ୍ୟକ୍ରମକୁ ସାମ୍ବାଦିକ ପୂର୍ଣଚନ୍ଦ୍ର ପଣ୍ଡା ସଂଯୋଜନା କରିଥିବା ବେଳେ ଶେଷରେ କଲେଜର ଇଂରାଜୀ ଅଧ୍ୟାପକ ଉମାକାନ୍ତ ନାଗ ଧନ୍ୟବାଦ ଅର୍ପଣ କରିଥିଲେ l ପ୍ରଥମେ ସ୍ବର୍ଗତ ସଦାନନ୍ଦ ଅଗ୍ରୱାଲ ଙ୍କ ଫୋଟୋ ଚିତ୍ରରେ ମାଲ୍ୟାର୍ପଣ ଓ ପ୍ରଦୀପ ପ୍ରଜ୍ବଳନ କରାଯାଇ ଅତିଥିଗଣ ଶ୍ରଦ୍ଧlଞ୍ଜଳି ଜ୍ଞାପନ କରାଯାଇଥିଲା l ଅନ୍ୟମାନଙ୍କ ମଧ୍ୟରେ କଲେଜ ପରିଚାଳନା କମିଟି ର ନାରଦ ପୁଜାହାରୀ, ଚୈତନ୍ୟ ବାରିକ, ମହାଦେବ ଜେନା, ହୃଷିକେଶ ପlତ୍ର, ସ୍ବର୍ଗତ ଆଗ୍ରୱାଲଙ୍କ ସହଧର୍ମିଣୀ ଶ୍ରୀମତୀ ତାରା ଅଗ୍ରୱାଲ, ବୋହୁ

ଚଞ୍ଚଳ ଅଗ୍ରୱାଲ, ଭଣଜା ଗୌତମ ଅଗ୍ରୱାଲ, ମନୋଜ ଅଗ୍ରୱାଲ,ଯୁକ୍ତ ଦୁଇ ମହାବିଦ୍ୟାଳୟ ଓ ଡିଗ୍ରୀ କଲେଜର ଅଧ୍ୟାପକ ଓ କର୍ମଚାରିଗଣ ତଥା ଛାତ୍ର ଛାତ୍ରୀ ଉପସ୍ଥିତ ଥିଲେ l ଏହି ଅବସରରେ ଆୟୋଜିତ ରକ୍ତଦାନ ଶିବିରରେ 30 ୟୁନିଟ ରକ୍ତ ସଂଗ୍ରହ କରାଯାଇଥିବା ବେଳେ ପଣ୍ଡାପାଲି ନେତ୍ର ନିକେତନ ପକ୍ଷରୁ ଆୟୋଜିତ ମାଗଣା ଚକ୍ଷ୍ୟୁ ଚିକିତ୍ସା ଶିବିରରେ 76 ଜଣ ରୋଗୀଙ୍କ ଚକ୍ଷୁ  ପରୀକ୍ଷl କରାଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ   04-Oct-2026
  ଜିଲ୍ଲା  
ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   04-Oct-2026
  ଜିଲ୍ଲା  
ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   03-Oct-2026
  ଜିଲ୍ଲା  
କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   03-Oct-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   03-Oct-2026
  ଜିଲ୍ଲା  
‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   03-Oct-2026
  ଜିଲ୍ଲା  
ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   03-Oct-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   03-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   03-Oct-2026
  ରାଜ୍ୟ  
ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ   03-Oct-2026
  ଜିଲ୍ଲା  
ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା   03-Oct-2026

You Might Also Like