-+91-9937148622 |

prerana_bgr@rediffmail.com |

  Sunday 4th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||      ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||      ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||      ‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   (03-Oct-2026)       ||      ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   (03-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   (03-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   (03-Oct-2026)       ||      ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ    (03-Oct-2026)       ||      ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା    (03-Oct-2026)       ||      ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   (03-Oct-2026)       ||      ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (03-Oct-2026)       ||      ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ    (03-Oct-2026)       ||      ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   (03-Oct-2026)       ||      ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   (03-Oct-2026)       ||      ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   (03-Oct-2026)       ||      ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   (03-Oct-2026)       ||      *ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   (03-Oct-2026)       ||     

HOME   ଜିଲ୍ଲା

ଭୈରବ ମହା ବିଦ୍ୟାଳୟ ରେ +୨ର ନୂତନ ଛାତ୍ରଛାତ୍ରୀଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା

01-Aug-2024



ନବରଙ୍ଗପୁର (ମିହିର ଶଙ୍କର ପାତ୍ର,)
ଡାବୁଗାଁ ଭୈରବ ମହାବିଦ୍ୟାଳୟ କୂ କୋରାପୁଟର ଏକ ଅଗ୍ରଣୀ ଅନୁଷ୍ଠାନ ଭାବେ ଗଢ଼ି ତୋଳିବା ପାଇଁ ଅଧ୍ୟକ୍ଷଙ୍କ ପ୍ରୟାସ।ଆଜି ଦିନ 12ଘଣ୍ଟା ସମୟରେ ଭୈରବ ମହା ବିଦ୍ୟାଳୟ ରେ +୨ରେ ନୂତନ ଭାବେ ନାମ ଲେଖାଇ ଥିବା ଯୁକ୍ତ ଦୁଇ ବିଜ୍ଞାନ, ବାଣିଜ୍ୟ ଓ କଳାର ନୂତନ ଛାତ୍ରଛାତ୍ରୀ ମାନଙ୍କୁ ସ୍ଵାଗତ କରିଥିଲେ ଏବଂ ସୁନ୍ଦର ଭବିଷ୍ୟତ ଗଢି ତୋଳିବା ପାଇଁ ଶୃଙ୍ଖଳିତ ଭାବେ ଶିକ୍ଷା ଗ୍ରହଣ କରିବା ସହିତ ସୁଚରିତ୍ର ଗଠନ କରିବାର ଗୁରୁ ଦାୟିତ୍ବ ନେବା ପାଇଁ ପିଲାମାନଙ୍କୁ  ଭୌରବ ମହାବିଦ୍ୟାଳୟ ର ଅଧକ୍ଷ ରମେଶ ଚନ୍ଦ୍ର ନହକ ପରାମର୍ଶ ଦେଇଥିଲେ ।ଏହି କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର ସମସ୍ତ ଅଧ୍ୟାପକ ଓ ଅଧ୍ୟାପିକାମାନେ ଉପସ୍ଥିତ ଥିବା ସହିତ ନୂତନ ଭାବେ ନାମ ଲେଖାଇ ଥିବା ଶତାଧିକ ଛାତ୍ରଛାତ୍ରୀଙ୍କ ସହ କିଛି ଅଭିଭାବକ ଯୋଗଦାନ କରିଥିଲେ I ଆଗାମୀ ଦିନରେ ମହାବିଦ୍ୟାଳୟକୁ ସବୁଦିଗରୁ ସରସ ସୁନ୍ଦର କରିବା ସହ ଅବିଭକ୍ତ କୋରାପୁଟର ଏକ ଅଗ୍ରଣୀ ଅନୁଷ୍ଠାନ ଭାବେ ଗଢ଼ି ତୋଳିବା ପାଇଁ ଅଧ୍ୟକ୍ଷ ସମସ୍ତଙ୍କୁ ସହଯୋଗ ପାଇଁ ଅନୁରୋଧ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ   04-Oct-2026
  ଜିଲ୍ଲା  
ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   04-Oct-2026
  ଜିଲ୍ଲା  
ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   03-Oct-2026
  ଜିଲ୍ଲା  
କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   03-Oct-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   03-Oct-2026
  ଜିଲ୍ଲା  
‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   03-Oct-2026
  ଜିଲ୍ଲା  
ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   03-Oct-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   03-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   03-Oct-2026
  ରାଜ୍ୟ  
ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ   03-Oct-2026
  ଜିଲ୍ଲା  
ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା   03-Oct-2026

You Might Also Like