-+91-9937148622 |

prerana_bgr@rediffmail.com |

  Sunday 4th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||      ‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   (03-Oct-2026)       ||      ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   (03-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   (03-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   (03-Oct-2026)       ||      ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ    (03-Oct-2026)       ||      ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା    (03-Oct-2026)       ||      ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   (03-Oct-2026)       ||      ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (03-Oct-2026)       ||      ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ    (03-Oct-2026)       ||      ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   (03-Oct-2026)       ||      ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   (03-Oct-2026)       ||      ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   (03-Oct-2026)       ||      ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   (03-Oct-2026)       ||      *ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   (03-Oct-2026)       ||      ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ର ଦ୍ୱିତୀୟ ଦିବସ    (03-Oct-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   (02-Oct-2026)       ||     

HOME   ଜିଲ୍ଲା

କେରଳ ଭୂସ୍ଖଳନ ରେ ପ୍ରାଣ ହରେଇଥିବା ଲୋକଙ୍କୁ ସ୍ୱାମୀ ବିବେକାନନ୍ଦ ପବ୍ଲିକ ସ୍କୁଲ ତରଫରୁ ଶ୍ରଦ୍ଧାଞ୍ଜଳି

01-Aug-2024



କଳାହାଣ୍ଡି  (ତ୍ରିନାଥ ବେଶ୍ରା )
  ଭବାନୀପାଟଣା ସ୍ଥାନୀୟ ତାରିଣୀ ମନ୍ଦିର ସ୍ଥିତ ସ୍ୱାମୀ ବିବେକାନନ୍ଦ ପବ୍ଲିକ ସ୍କୁଲ ପରିସର ରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ରେ କେରଳ  ଭୂସ୍ଖଳନ ରେ ପ୍ରାଣ ହରେଇଥିବା ଲୋକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି | ୱାୟନାଡ଼ ଭୂସ୍ଖଳନ ରେ 150 ରୁ ଉର୍ଦ୍ଧ ଲୋକ ପ୍ରାଣ ହରାଇଥିବା ବେଳେ ଶତାଧିକ ନିଖୋଜ ଥିବା ଖବର ଆସୁଛି, ପ୍ରାଣ ହରେଇଥିବା ଲୋକଙ୍କ ଅମର ଆତ୍ମା ର ସଦଗତି ନିମନ୍ତେ ମହମ ବତୀ ଜାଳି ୨ମିନଟ ନିରବ ପ୍ରାର୍ଥନା କରାଯାଇଥିଲା |ଏହି ପ୍ରାକୃତିକ ବିପର୍ଯୟ ରେ ଓଡିଶାରୁ ଦୁଇଜଣ ଡାକ୍ତର  ଜଣେ ମୃତ ଆଉଜଣେ ନିଖୋଜ ଥିବା ସୂଚନା ଆସୁଛି | ପରିବେଶ ପ୍ରଦୂଷିତ ହେଲେ ପ୍ରକୃତି ନାନା ଭାବେ ତାର କ୍ରୋଧ ପ୍ରକାଶ କରେ ଏବଂ ଏ ସୃଷ୍ଟି ର ସ୍ଥାନେ ସ୍ଥାନେ ଦେଖାଦିଏ ପ୍ରାକୃତିକ ବିପଦ ଏହା ଜ୍ୱଳନ୍ତ ଉଦାହରଣ ବୋଲି ସ୍କୁଲ ର ପ୍ରତିଷ୍ଠାତା ତଥା ଅଧ୍ୟକ୍ଷ ଡ଼. ଶିବରାମ ନାୟକ ଶ୍ରଦ୍ଧାଞ୍ଜଳି ବକ୍ତବ୍ୟ ରେ କହିଥିଲେ | ସ୍କୁଲର ସମସ୍ତ ଛାତ୍ରଛାତ୍ରୀ ଉପସ୍ଥିତ ଥିବା ବେଳେ ଶିକ୍ଷୟିତ୍ରୀ ଚଞ୍ଚଳା ଶର୍ମା, ଚନ୍ଦ୍ରପ୍ରଭା ମିଶ୍ର, ସାଧନା ପ୍ରଧାନ, ସୁରଶ୍ମିତା ତ୍ରିପାଠୀ, ସରିତା ବାଗେଲ, କଲ୍ୟାଣୀ ବାଗ ଓ ବୃଷବ ଦାଶ କାର୍ଯ୍ୟକ୍ରମ ରେ ସହଯୋଗ କରିଥିଲେ ଓ ଶିକ୍ଷକ ସମ୍ପଦ ମୁଣ୍ଡ  ସଭା ପରିଚାଳନା କରିଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   03-Oct-2026
  ଜିଲ୍ଲା  
କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   03-Oct-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   03-Oct-2026
  ଜିଲ୍ଲା  
‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   03-Oct-2026
  ଜିଲ୍ଲା  
ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   03-Oct-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   03-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   03-Oct-2026
  ରାଜ୍ୟ  
ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ   03-Oct-2026
  ଜିଲ୍ଲା  
ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା   03-Oct-2026
  ଜିଲ୍ଲା  
ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   03-Oct-2026
  ଜିଲ୍ଲା  
ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   03-Oct-2026

You Might Also Like