-+91-9937148622 |

prerana_bgr@rediffmail.com |

  Sunday 30th August 2026 |

| | | |

R.N.I. Regd No. ODIODI/2010/46693

Breaking News

ନୀଳଜି ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଫୁଟିଲା କ୍ରୀଡ଼ା ପ୍ରତିଭାର ରଙ୍ଗ, ଜୋନାଲ ସ୍ତରୀୟ କ୍ରୀଡ଼ା ମହୋତ୍ସବରେ ଉତ୍ସାହରେ ମାତିଲେ ଛାତ୍ରଛାତ୍ରୀ   (30-Aug-2026)       ||      ଜାତୀୟ କ୍ରୀଡ଼ା ଦିବସ ପାଳିତ   (30-Aug-2026)       ||      ଧବଲେଶ୍ୱରଙ୍କ ପୁଷ୍ପ ଶୃଙ୍ଗାର   (29-Aug-2026)       ||      ୟୋନେକ୍ସ ସନରାଇଜ ଲେଭେଲ-୩ ଜିଲ୍ଲା ବ୍ୟାଡ ମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଯାପିତ  ନିୟତି ପଦ୍ମିନୀ କୁ ଦ୍ୱିମୁକୁଟ, ୧୭ ବର୍ଷରୁ କମ୍ ବାଳକରେ ମାନସ ବେହେରା ଓ ୧୫ ବର୍ଷରୁ କମ୍ ବାଳକ ରେ ନଭ୍ୟାନ୍ସ ନନ୍ଦ ଚମ୍ପିୟାନ   (29-Aug-2026)       ||      ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ ଟାଉନବସ୍ ଚଳାଚଳ ପାଇଁ ଦାବୀ   (29-Aug-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (29-Aug-2026)       ||      ବାର୍ଷିକ ସାଧାରଣ କ୍ରୀଡା ଯୋଜନା ବୈଠକ ଅନୁଷ୍ଠିତ    (29-Aug-2026)       ||      ଜର୍ଜ ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ   (29-Aug-2026)       ||      ପ୍ରଫେସର ପ୍ରହଲ୍ଲାଦ ପ୍ରଧାନଙ୍କ ୧୧୬ ତମ ଜୟନ୍ତୀ ସମାରୋହ    (29-Aug-2026)       ||      ଲୁହ ଓ କୋହ"କବିତା ସଙ୍କଳନ ଲୋକାର୍ପିତ   (29-Aug-2026)       ||      ଜାତୀୟ କ୍ରୀଡା ଦିବସ ଅବସରରେ  କୃତୀ କ୍ରୀଡ଼ାବିତଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି   (29-Aug-2026)       ||      ସୂଚନା ଓ ଲୋକସମ୍ପର୍କ ବିଭାଗରେ ନୂତନ ନିର୍ଦ୍ଦେଶକଙ୍କ ଯୋଗଦାନ   (29-Aug-2026)       ||      ଗଙ୍ଗାଧର ସାହିତ୍ୟରେ ମାନବିକତା, ପ୍ରକୃତି ଓ ଆଦର୍ଶ ଜୀବନର ବାର୍ତ୍ତା ବରିଷ୍ଠ ନାଗରିକ ପରିଷଦ, ଧନକଉଡ଼ା ପକ୍ଷରୁ ସ୍ୱଭାବ କବିଙ୍କ ଜୟନ୍ତୀ ପାଳିତ   (29-Aug-2026)       ||      ଜଗନ୍ନାଥ କଲୋନୀ ଶାଖାରେ ଆର୍‌ଏସ୍‌ଏସ୍‌ର ରକ୍ଷାବନ୍ଧନ ଉତ୍ସବ ସ୍ୱୟଂସେବକଙ୍କ ସହ ବୃକ୍ଷକୁ ବନ୍ଧାଗଲା ରକ୍ଷାସୂତ୍ର   (29-Aug-2026)       ||      ସତ ସମ୍ପର୍କ ଅନୁଷ୍ଠାନକୁ ପରିବାର ଭଲି ଆତ୍ମିୟ କରେ *ପଶ୍ଚିମାଞ୍ଚଳ ଏକତା ମଞ୍ଚ ପକ୍ଷରୁ ରକ୍ଷା ବନ୍ଧନ*   (29-Aug-2026)       ||      *ସହର ରେ ନିର୍ମାଣ ଧୀନ ବିଭିନ୍ନ ପ୍ରକଳ୍ପ ପରିଦର୍ଶନ କଲେ ସୁବର୍ଣ୍ଣପୁର ଜିଲ୍ଲାପାଳ*-   (29-Aug-2026)       ||      ନୁଆଦିଲ୍ଲୀରେ ଓଡ଼ିଆ ଛାତ୍ର ସଙ୍ଗଠନ ଦ୍ୱାରା ନିଆରା ଢଙ୍ଗରେ ରକ୍ଷା ବନ୍ଧନ ପାଳନ   (29-Aug-2026)       ||      ପବିତ୍ର ରାକ୍ଷୀ ପୂର୍ଣ୍ଣିମା ଅବସରରେ ସୁଭଦ୍ରା ଯୋଜନାର ପଞ୍ଚମ କିସ୍ତି ଟଙ୍କା ପ୍ରଦାନ କାର୍ଯ୍ୟକ୍ରମ   (29-Aug-2026)       ||      କାନୁଟ୍ କେଜିବିଭିରେ ଅନିୟମିତତା, ମେସ୍ ରୁ ବାଟମାରଣା ଅଭିଯୋଗ    (29-Aug-2026)       ||      ବରପାଲି ଜନ୍ମମାଟିରେ ସ୍ଵଭାବ କବି ଗଙ୍ଗାଧର ମେହେରଙ୍କ ରାଜ୍ୟ ସ୍ତରିୟ ଜୟନ୍ତୀ ପାଳିତ , ମନ୍ତ୍ରୀ ସୂର୍ଯ୍ୟ ବଂଶୀ ସୁରଜଙ୍କ ଯୋଗଦାନ   (29-Aug-2026)       ||     

HOME   ଜିଲ୍ଲା

ଗବେଷକ ଶ୍ରୀରଙ୍ଗ ନାୟକ ଓ ଡଃ.ବାୟାମନ୍ୟୁ ଚର୍ଚ୍ଚି ସମ୍ବର୍ଦ୍ଧିତ

30-Dec-2020



ବୁଗୁଡ଼ା (ଡ଼ଃ.କୁମୁଦ ଚନ୍ଦ୍ର ବେହେରା)ଗ୍ରାମାଞ୍ଚଳରେ ପ୍ରକୃତ ସାହିତ୍ୟିକ ଅବସ୍ଥାନ କରନ୍ତି ସେମାନଙ୍କୁ ଉଚିତ୍g ସମ୍ମାନ ମିଳୁନାହିଁ, କିନ୍ତୁ ଗବେଷଣା ମୁଳକ ଲେଖା ରଚନା କରି ବେଶ୍ ଖ୍ୟାତି ଅର୍ଜନ କରିଛନ୍ତି। କିନ୍ତୁ ସେମାନଙ୍କୁ ସରକାରୀ ସ୍ତରରେ ଚିହ୍ନଟ କରି ପ୍ରୋତ୍ସାହନ ପ୍ରଦାନ କରାଯାଇ ପାରିନାହିଁ । ସେମାନଙ୍କୁ ଆବିଷ୍କାର କରି ଲୋକଲୋଚନକୁ ଆଣି ପାରିଲେ ଓଡ଼ିଶା ସାହିତ୍ୟ ଏକାଡେମୀର ଗୈାରବ ବୃଦ୍ଧି ଘଟିବ ବୋଲି ବୁଗୁଡ଼ା ନିକଟସ୍ଥ ମାଣିତରା ବିଜ୍ଞାନ ମହାବିଦ୍ୟାଳୟ ଠାରେ ଅନୁଷ୍ଠିତ ଓଡ଼ିଆ ଭାଷା ସାହିତ୍ୟ କଳା ଓ ସଂସ୍କୃତି ଗବେଷଣା ପ୍ରତିଷ୍ଠାନ "ଘୁମୁସର ର ସ୍ବର" ବାଲିପଦର ପକ୍ଷରୁ ଆୟୋଜିତ ୯୪ତମ ସାହିତ୍ୟ ଆସର ଓ ସମ୍ବର୍ଦ୍ଧନା ସଭାରେ ବିଭିନ୍ନ ଅତିଥି ମତବ୍ୟକ୍ତ କରିଥିଲେ। ପ୍ରତିଷ୍ଠାନର ସଭାପତି ଡ଼କ୍ଟର ବି.ପ୍ରକାଶ ଚନ୍ଦ୍ର ପାତ୍ରଙ୍କ ପୌରହିତ୍ୟରେ ଅନୁଷ୍ଠିତ ଏହି ସଭାରେ ପୋଲସରା ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ଼ ଅଧ୍ୟକ୍ଷ ଶ୍ରୀକାନ୍ତ ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ବିଶିଷ୍ଟ ଗବେଷକ ଶ୍ରୀରଙ୍ଗ ନାୟକ ଓ ଡଃ.ବାୟାମନ୍ୟୁ ଚର୍ଚ୍ଚିଙ୍କୁ ସମ୍ବର୍ଦ୍ଧିତ କରିଥିଲେ।ବିଶିଷ୍ଟ ଗବେଷକ ଡକ୍ଟର ପ୍ରଦିପ୍ତ ଚନ୍ଦ୍ର ସିଂହ ମୁଖ୍ୟବକ୍ତା ଭାବେ ଯୋଗଦେଇ ସାର ଗର୍ଭକ ବକ୍ତବ୍ୟ ପ୍ରଦାନ କରିଥିଲେ। " ଘୁମୁସର ର ସ୍ୱର" ର ସମ୍ପାଦକ ରତ୍ନାକର ମହାରଣା ଅତିଥି ପରିଚୟ ଓ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ। ସମ୍ମାନୀତ ଅତିଥି ଭାବେ ଦକ୍ଷିଣ ଓଡ଼ିଶା ସାହିତ୍ୟ ସମ୍ମିଳନୀର ମହାସଚିବ ଦଣ୍ଡପାଣି ମହାପାତ୍ର,କବି ଅନନ୍ତକର, ଅଶୋକ ନନ୍ଦ, ଅନୀଲ କୁମାର ମହାରଣା, ଅନୁପ କୁମାର ପଣ୍ଡା, ଇଂ.ଲକ୍ଷ୍ମୀ ପ୍ରସାଦ ନାୟକ, ରବି ପଲାଇ, ଜିଲ୍ଲା ପରିଷଦ ସଦସ୍ୟା ଭୁବନେଶ୍ୱରୀ ଖଟେଇ , ସରପଞ୍ଚ ଶାନ୍ତିଲତା ନାୟକ,ସମିତି ସଭ୍ୟା ସୁଜାତା କୁମାରୀ ପ୍ରଧାନ ଯୋଗଦେଇ ଘୁମୁସର ର ଐତିହ୍ୟ ସମ୍ପର୍କରେ ଆଲୋଚନା କରିଥିଲେ। ଦ୍ଵୀତୀୟ ଅଧିବେଶନର କବିତା ପାଠୋତ୍ସବରେ ଅଧ୍ୟାପକ ଦିଲ୍ଲୀପ କୁମାର ଆଚାର୍ଯ୍ୟ ସଂଯୋଜନା କରିଥିବା ବେଳେ ନେତାଜୀ ବିଷୋୟୀ। ,ବାଳକୃଷ୍ଣ ପଟ୍ଟନାୟକ, ଶୁରେଶ ଚନ୍ଦ୍ର ପାଢ଼ୀ,ବସନ୍ତ ବିଷୋୟୀ, କାର୍ତ୍ତିକଶ୍ବର ପ୍ରଧାନ, ଭାସ୍କର ରାଉତ,ଏ.ପ୍ରଶାନ୍ତ କମାର ଆଚାରୀ,ଜି.ରାଜେଶ୍ବର ପାତ୍ର, ରତ୍ନାକର ମହାରଣା,ଇ. ନୀଳାଞ୍ଚଳ ପାତ୍ର, କାହ୍ନୁ ଚରଣ ଦାଶ, ରାଜେନ୍ଦ୍ର ପଣ୍ଡା ପ୍ରମୁଖ ପଚାଶରୁ ଉର୍ଦ୍ଧ୍ବ କବି କବିତା ପାଠ କରିଥିଲେ। ଶେଷରେ ଖଲି ପରିଡା ଉପସଂହାର ବକ୍ତବ୍ୟ ପ୍ରଦାନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନୀଳଜି ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଫୁଟିଲା କ୍ରୀଡ଼ା ପ୍ରତିଭାର ରଙ୍ଗ, ଜୋନାଲ ସ୍ତରୀୟ କ୍ରୀଡ଼ା ମହୋତ୍ସବରେ ଉତ୍ସାହରେ ମାତିଲେ ଛାତ୍ରଛାତ୍ରୀ   30-Aug-2026
  ଜିଲ୍ଲା  
ଜାତୀୟ କ୍ରୀଡ଼ା ଦିବସ ପାଳିତ   30-Aug-2026
  ଜିଲ୍ଲା  
ଧବଲେଶ୍ୱରଙ୍କ ପୁଷ୍ପ ଶୃଙ୍ଗାର   29-Aug-2026
  ଜିଲ୍ଲା  
ୟୋନେକ୍ସ ସନରାଇଜ ଲେଭେଲ-୩ ଜିଲ୍ଲା ବ୍ୟାଡ ମିଣ୍ଟନ ଚମ୍ପିୟାନସିପ୍ ଉଦ୍‌ଯାପିତ  ନିୟତି ପଦ୍ମିନୀ କୁ ଦ୍ୱିମୁକୁଟ, ୧୭ ବର୍ଷରୁ କମ୍ ବାଳକରେ ମାନସ ବେହେରା ଓ ୧୫ ବର୍ଷରୁ କମ୍ ବାଳକ ରେ ନଭ୍ୟାନ୍ସ ନନ୍ଦ ଚମ୍ପିୟାନ   29-Aug-2026
  ଜିଲ୍ଲା  
ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ ଟାଉନବସ୍ ଚଳାଚଳ ପାଇଁ ଦାବୀ   29-Aug-2026
  ଜିଲ୍ଲା  
ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   29-Aug-2026
  ଜିଲ୍ଲା  
ବାର୍ଷିକ ସାଧାରଣ କ୍ରୀଡା ଯୋଜନା ବୈଠକ ଅନୁଷ୍ଠିତ   29-Aug-2026
  ରାଜ୍ୟ  
ଜର୍ଜ ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ   29-Aug-2026
  ଜିଲ୍ଲା  
ପ୍ରଫେସର ପ୍ରହଲ୍ଲାଦ ପ୍ରଧାନଙ୍କ ୧୧୬ ତମ ଜୟନ୍ତୀ ସମାରୋହ   29-Aug-2026
  ଜିଲ୍ଲା  
ଲୁହ ଓ କୋହ"କବିତା ସଙ୍କଳନ ଲୋକାର୍ପିତ   29-Aug-2026
  ରାଜ୍ୟ  
ଜାତୀୟ କ୍ରୀଡା ଦିବସ ଅବସରରେ  କୃତୀ କ୍ରୀଡ଼ାବିତଙ୍କୁ ସମ୍ବର୍ଦ୍ଧିତ କଲେ ଡିଜିପି   29-Aug-2026
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ବିଭାଗରେ ନୂତନ ନିର୍ଦ୍ଦେଶକଙ୍କ ଯୋଗଦାନ   29-Aug-2026

You Might Also Like