-+91-9937148622 |

prerana_bgr@rediffmail.com |

  Sunday 4th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||      ‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   (03-Oct-2026)       ||      ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   (03-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   (03-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   (03-Oct-2026)       ||      ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ    (03-Oct-2026)       ||      ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା    (03-Oct-2026)       ||      ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   (03-Oct-2026)       ||      ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (03-Oct-2026)       ||      ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ    (03-Oct-2026)       ||      ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   (03-Oct-2026)       ||      ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   (03-Oct-2026)       ||      ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   (03-Oct-2026)       ||      ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   (03-Oct-2026)       ||      *ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   (03-Oct-2026)       ||      ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ର ଦ୍ୱିତୀୟ ଦିବସ    (03-Oct-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   (02-Oct-2026)       ||     

HOME   ରାଜ୍ୟ

ପାଟଣାଗଡ ବ୍ଲକର ବିଭିନ୍ନ ଗ୍ରାମରେ ନକଲି ଶସ୍ତା ସାର ବିକ୍ରୀ, ସାର ପ୍ରୟୋଗ କରି ଏବେ ଚିନ୍ତାରେ ଚାଷୀ

01-Aug-2024



ବଲାଙ୍ଗୀର/ପାଟଣାଗଡ଼(ପ୍ରେରଣା ଖବର): ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ଉପଖଣ୍ଡର ବିଭିନ୍ନ ଅଞ୍ଚଳରେ  ଦିନକୁ ଦିନ ସାରର କଳାବେପାରୀଙ୍କ ପ୍ରାଦୁର୍ଭାବ ବୃଦ୍ଧି ପାଇବାରେ ଲାଗି ଥିବା ବେଳେ ଜିଲ୍ଲା ପ୍ରଶାସନ ନିଦାବିଷ୍ଣୁ ପାଲଟିଛନ୍ତି l ରାଜ୍ୟ ବାହାରର ଅଣଓଡ଼ିଆ ବେପାରୀ ମାନେ ଗତ ଜୁନ୍ ମାସରେ ପାଟଣାଗଡ଼ ବ୍ଲକର ବିଭିନ୍ନ ଗାଁଗଣ୍ଡାରେ ବୁଲି ଚାଷୀ ମାନଙ୍କ ସରଳତାର ସୁଯୋଗ ନେଇ କମ ଦରରେ ସାର ବିକ୍ରୟ କରିଥିବା ବେଳେ ଆଜି ଏହି ଶସ୍ତା ସାର ପ୍ରୟୋଗ କରିଥିବା ଚାଷୀ ମାନେ ମୁଣ୍ଡରେ ହାତ ଦେଇ ବସିଛନ୍ତି l ଏହି ସାର ପ୍ରୟୋଗ କରିଥିବା ଜମିରେ ନା ଫସଲ ର ଅମଳ ବଢିଛି ନା ଶସ୍ୟର ଗୁଣାତ୍ମକ ମାନ ବୃଦ୍ଧି ପାଇଛି l ଅଣଓଡିଆ ବେପାରୀଙ୍କ ନକଲି ସାର ପ୍ରୟୋଗ କରି ବିଚରା ଚାଷୀ ଠକାମିର ଶିକାର ହୋଇଛି l ବେଶ କିଛି ବର୍ଷ ହେଲା ଏହି ବେପାରୀ ମାନେ ନିୟମିତ ଭାବରେ ଏପରି କାରବାର ଚଳାଇ ଆସିଥିବା ଚାଷୀ ମାନେ ଅଭିଯୋଗ କରିଛିନ୍ତି l ସୂଚନାକୁ ପ୍ରକାଶ ଯେ, ସୁଦୂର ହରିୟାନା ରୁ ଆସିଥିବ ବିଭିନ୍ନ ସାର କମ୍ପାନୀର ଏଜେଣ୍ଟ ମାନେ ପାଟଣାଗଡ଼ ଅଞ୍ଚଳରେ ଠକାମି ର ଜାଲ ବିଛାଇ ଥିଲେ l ପାଟଣାଗଡ ବ୍ଲକ ଭାଲୁଜୁରୀ,ଉଲବା ଭଇଁଷା, ଠକପଡା, ଟେଣ୍ଡlପଦର ଆଦି ଗ୍ରାମରେ ଏହି ନକଲି ସାର ବେପାରୀ ମାନେ ଚାଷୀ ମାନଙ୍କୁ ବିଭିନ୍ନ ପ୍ରଲୋଭନ ଦେଖାଇ ସାର ବିକ୍ରି କରୁଥିବା ଚାଷୀ ମାନେ ଅଭିଯୋଗ କରିଛନ୍ତି l ଭାଲୁଜୁରୀ ଗାଁ ରେ ଏହି  କିଛି ଗ୍ରାମବାସୀ ମୋବାଇଲ୍ ରେ ଏ ମାନଂକର ଫଟୋ ଉଠାଇବା ପରେ ଏମାନେ ଭୟରେ ସେଠାରୁ ଛାଡି ଚାଲି ଯାଇଥିଲେ l ସାର ବେପାରୀଙ୍କ ଏହି ସାର ପ୍ରୟୋଗ କରିବା ପରେ ଯେତେବେଳେ ଫସଲ ଅମଳରେ କୌଣସି ଆଖିଦୃଶିଆ ପରିବର୍ତ୍ତନ ଦେଖିବାକୁ ମିଳିଲା ନାହିଁ, ସେତେବେଳେ ଚାଷୀ କ୍ଷତି ସହିବା ସୁନିଶ୍ଚିତ ହୋଇଯାଇଥିଲା l ଏହି ଅସାଧୁ ବେପାରୀଙ୍କ ଯୋଗୁଁ ପାଟଣାଗଡ଼ ଅଞ୍ଚଳର ଲାଇସେନ୍ସପ୍ରାପ୍ତ ସାର ବ୍ୟବସାୟୀ ମାନେ ଅନେକ କ୍ଷତିର ସମ୍ମୁଖୀନ ହେଉଛନ୍ତି l ଏହି ନକଲି ସାର୍ ବେପାରୀ ମାନଙ୍କ ... କବଳରୁ  ଚାଷୀ ମାନଙ୍କୁ ରକ୍ଷା କରିବା ପାଇଁ ଜନମତ ପ୍ରକାଶ ପାଇଛି l ଏପରି ଅସାଧୁ ବେପାରୀ ଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ବଲାଙ୍ଗୀର ଜିଲ୍ଲା କୃଷି ଅଧିକାରୀ ସ୍ଵତନ୍ତ୍ର ଦୃଷ୍ଟି ଦେବାକୁ ଦାବି ହେଉଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   03-Oct-2026
  ଜିଲ୍ଲା  
କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   03-Oct-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   03-Oct-2026
  ଜିଲ୍ଲା  
‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   03-Oct-2026
  ଜିଲ୍ଲା  
ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   03-Oct-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   03-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   03-Oct-2026
  ରାଜ୍ୟ  
ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ   03-Oct-2026
  ଜିଲ୍ଲା  
ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା   03-Oct-2026
  ଜିଲ୍ଲା  
ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   03-Oct-2026
  ଜିଲ୍ଲା  
ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   03-Oct-2026

You Might Also Like