-+91-9937148622 |

prerana_bgr@rediffmail.com |

  Monday 27th April 2026 |

| | | |

R.N.I. Regd No. ODIODI/2010/46693

Breaking News

ଶାଖା କେନାଲ ପାର୍ଶ୍ଵ ରେ ଡ୍ରେନ ନିର୍ମାଣ ପାଇଁ ଦାବି   (27-Apr-2026)       ||      ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ମେ ୯ରେ    (27-Apr-2026)       ||      ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ କମିଟିର ଦ୍ୱିତୀୟ ଅନ୍ତରୀଣ ରିପୋର୍ଟ ପ୍ରଦାନ କରାଯାଇଛି   (27-Apr-2026)       ||      ବଲାଙ୍ଗୀର ଜିଲ୍ଲାର ବୋହୂ ଡ. ସଂଗୀତା ମିଶ୍ରଙ୍କୁ ରାଜ୍ୟସ୍ତରୀୟ ସମ୍ମାନ    (27-Apr-2026)       ||      ଦୁଇ ନେତାଙ୍କ ଏହି ଭେଟ କେବଳ ଏକ ସାଧାରଣ ଭେଟ ନା ୟା ପଛରେ କୌଣସି ରାଜନୈତିକ କାରଣ ରହିଛି    (27-Apr-2026)       ||      ରାଣ୍ଡିମହୁଲ ଛପନ ପ୍ରହାର ନାମଯଜ୍ଞର ଚତୁର୍ଥ ଦିବସ    (27-Apr-2026)       ||      ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (27-Apr-2026)       ||      ଜନଗଣନା କାର୍ଯ୍ୟରେ ନିୟୋଜିତ ଗଣନାକାରୀମାନଙ୍କ ମନୋବଳ ବୃଦ୍ଧି କଲେ ଜିଲ୍ଲାପାଳ    (27-Apr-2026)       ||      ଡହ ଡହ ଖରାରେ ଲୋକଙ୍କ ତୃଷା ମେଣ୍ଟାଇବାକୁ ଆସିଲା ସାମାଜିକ ଅନୁଷ୍ଠାନ ବିଙ୍ଗ ହ୍ୟୁମାନ ♦️ ପୁରୁଣା ବସଷ୍ଟାଣ୍ଡ ନିକଟରେ ଜଳଛତ୍ର ଉଦଘାଟିତ    (27-Apr-2026)       ||      ଅଚାନକ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପରିଦର୍ଶନ କଲେ ବିଧାୟକ ତଥା ଅନଗୁଳ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଅଶୋକ ମହାନ୍ତି    (27-Apr-2026)       ||      ସଂଗୀତ ମହାବିଦ୍ୟାଳୟ ପଞ୍ଚମ ର ମାସାନ୍ତ ରବିବାସରୀୟ ସଂଗୀତ ସାନ୍ଧ୍ୟ    (27-Apr-2026)       ||      କଟକ: ଗୋମାତାଙ୍କୁ ରାଷ୍ଟ୍ର-ମାତା ଘୋଷଣା ଦାବି   (27-Apr-2026)       ||      ଓଡିଶା ଭିଜିଲାନ୍ସର ବନ ବିଭାଗ କଟକର ୪୨ ମୌଜା ଥାନା ଅଧୀନରେ ବେଆଇନ କରତକଳ ଉପରେ ଚଢାଉ କରିଛି   (27-Apr-2026)       ||      ପାଳଲହଡ଼ା ବନାଞ୍ଚଳ ପକ୍ଷରୁ ବନ ସୁରକ୍ଷା ସମିତି ଓ ଗ୍ରାମ ବାସୀ ମାନଙ୍କୁ ଜଙ୍ଗଲ ସୁରକ୍ଷା ଉପଦ୍ରବ ନିରୋଧ ଉପକରଣ ବଣ୍ଟନ   (27-Apr-2026)       ||      “ମାଟି ଏକ, ମଣିଷ ଏକ… କିନ୍ତୁ ପରିଚୟ କାହିଁକି ଭିନ୍ନ? ପହରିଆଙ୍କ ଅସ୍ତିତ୍ୱ ଆଜି ନୀରବ କ୍ରନ୍ଦନରେ ଡୁବିଯାଇଛି”   (27-Apr-2026)       ||      ବରୀରେ “ଗୋ ସମ୍ମାନ ଆହ୍ୱାନ” ଅଭିଯାନରେ ସାମୂହିକ ନିବେଦନ ପତ୍ର ପ୍ରଦାନ।   (27-Apr-2026)       ||      ଓସିଏ ରାଜ୍ୟ ପାନେଲ୍‌ରେ ଅମ୍ପାୟାର ପାଇଁ ଚୟନ ହେଲେ ବିଶ୍ବଜିତ   (27-Apr-2026)       ||      ଉତ୍କଳ ନବରତ୍ନ ସମ୍ମାନ ରେ ସମ୍ୱର୍ଦ୍ଧିତ ହେଲେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼ ନୃପ ରାଜ ସାହୁ   (26-Apr-2026)       ||      ବରୀ କନ୍ତକାର ସେତୁ: ବାଡ଼ା ନିର୍ମାଣ ନକରି ପଥଚାରୀଙ୍କୁ ବିପଦ ମୁହଁକୁ ଠେଲୁଛି ପୂର୍ତ୍ତ ବିଭାଗ   (26-Apr-2026)       ||      ସାଂସ୍କୃତିକ ଅନୁଷ୍ଠାନ କଳାଶ୍ରୀ ଆର୍ଟ ଏକାଡେମୀ  ଆନୁକୂଲ୍ୟରେ ଉନବିଂଶ ସର୍ବଭାରତୀୟ ଯୋଗିନୀ  ମହୋତ୍ସବ    (26-Apr-2026)       ||     

HOME   ଜିଲ୍ଲା

ମାନସିକ ରୋଗୀଙ୍କ ପାଇଁ ସଚେତନତା ଶିବିର

01-Aug-2024



ହରଭଙ୍ଗା(ଦେବବ୍ରତ ଦାଶଙ୍କ ରିପୋର୍ଟ):-ମାନସିକ ରୋଗୀଙ୍କୁ ସମ୍ପୂର୍ଣ୍ଣ ସୁସ୍ଥ ତଥା ସମାଜର ମୁଖ୍ୟ ସ୍ରୋତରେ ସାମିଲ କରିବାକୁ ବ୍ଲକ ପ୍ରଶାସନ ଓ ୱାସିଡ଼ିଏ ସ୍ବେଚ୍ଛାସେବୀ ସଂସ୍ଥା ପକ୍ଷରୁ ଏକ ଶିବିର ଅନୁଷ୍ଠିତ ହୋଇଯାଇଛି । ୱାସିଡ଼ିଏ ବାଉଁଶୁଣି ଓ ବିଏନଏ ମାଙ୍ଗାଲୋର ର ମିଳିତ ଉଦ୍ୟମରେ  ମାନସିକ ଅସୁସ୍ଥତା ବ୍ୟକ୍ତି ମାନଙ୍କ ପାଇଁ ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ମିଶନ ଶକ୍ତି ସଭା ଗୃହରେ ଏହି ଶିବିର ଅନୁଷ୍ଠିତ ହୋଇଯାଇଛି।  ହରଭଙ୍ଗା ବିଡ଼ିଓ ଶରତ ଚନ୍ଦ୍ର ସେଠିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଶିବିରରେ ଡାକ୍ତର ରଜତ ମହାନନ୍ଦିଆ ସମେତ ବ୍ଲକ ପ୍ରାଣୀ ଚିକିତ୍ସକ, ବ୍ୟାଙ୍କ ମିତ୍ର, ସ୍ୱୟଂ ସହାୟକ

ଦଳର ନେତ୍ରୀ ପ୍ରମୁଖ ସାମିଲ ହୋଇଥିଲେ।   ବ୍ଲକ୍ ରେ ଥିବା ମାନସିକ ଅସୁସ୍ଥତା ବ୍ୟକ୍ତି ମାନଙ୍କ ସ୍ଥିତି ବିଷୟରେ ଆଲୋଚନା କରିବା ସହ କିଭଳି ଆଗାମୀ ଦିନରେ ୱାସିଡ଼ିଏ ଓ 

ବିଏନଆଇ ର ସହଯୋଗରେ ମାନସିକ ଅସୁସ୍ଥତା ବ୍ୟକ୍ତି ମାନେ ସମସ୍ତ ସୁବିଧା ସୁଯୋଗ ପାଇ ପାରିବେ ତତ୍ ସମ୍ବନ୍ଧୀୟ ଆଲୋଚନା କରିବା ସହ ଉପସ୍ଥିତ ବିଭାଗୀୟ ଅଧିକାରୀ ନିଜର ମତାମତ ରଖିଥିଲେ । ଶିବିରକୁ କର୍ମୀ ଙ୍କ ତତ୍ତ୍ଵାବଧାନରେ ରେ ଅନୁଷ୍ଠିତ ୱାସିଡ଼ିଏ ର  ହରଭଙ୍ଗା ବ୍ଲକ୍ ର ସଂଯୋଜକ ଗିରିଶ ମେହେର ପରିଚାଳନା କରିଥିବା ବେଳେ ତୋଫାନ ପରିଡ଼ା, ସୁପ୍ରିତି ଦେହୁରୀ, ପୂର୍ଣ୍ଣିମା ରାୟ ପ୍ରମୂଖ ସହଯୋଗ କରିଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ଶାଖା କେନାଲ ପାର୍ଶ୍ଵ ରେ ଡ୍ରେନ ନିର୍ମାଣ ପାଇଁ ଦାବି   27-Apr-2026
  ଜିଲ୍ଲା  
ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ମେ ୯ରେ   27-Apr-2026
  ଜିଲ୍ଲା  
ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ କମିଟିର ଦ୍ୱିତୀୟ ଅନ୍ତରୀଣ ରିପୋର୍ଟ ପ୍ରଦାନ କରାଯାଇଛି   27-Apr-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାର ବୋହୂ ଡ. ସଂଗୀତା ମିଶ୍ରଙ୍କୁ ରାଜ୍ୟସ୍ତରୀୟ ସମ୍ମାନ   27-Apr-2026
  ଜିଲ୍ଲା  
ଦୁଇ ନେତାଙ୍କ ଏହି ଭେଟ କେବଳ ଏକ ସାଧାରଣ ଭେଟ ନା ୟା ପଛରେ କୌଣସି ରାଜନୈତିକ କାରଣ ରହିଛି   27-Apr-2026
  ଜିଲ୍ଲା  
ରାଣ୍ଡିମହୁଲ ଛପନ ପ୍ରହାର ନାମଯଜ୍ଞର ଚତୁର୍ଥ ଦିବସ   27-Apr-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   27-Apr-2026
  ଜିଲ୍ଲା  
ଜନଗଣନା କାର୍ଯ୍ୟରେ ନିୟୋଜିତ ଗଣନାକାରୀମାନଙ୍କ ମନୋବଳ ବୃଦ୍ଧି କଲେ ଜିଲ୍ଲାପାଳ   27-Apr-2026
  ରାଜ୍ୟ  
ଡହ ଡହ ଖରାରେ ଲୋକଙ୍କ ତୃଷା ମେଣ୍ଟାଇବାକୁ ଆସିଲା ସାମାଜିକ ଅନୁଷ୍ଠାନ ବିଙ୍ଗ ହ୍ୟୁମାନ ♦️ ପୁରୁଣା ବସଷ୍ଟାଣ୍ଡ ନିକଟରେ ଜଳଛତ୍ର ଉଦଘାଟିତ   27-Apr-2026
  ଜିଲ୍ଲା  
ଅଚାନକ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପରିଦର୍ଶନ କଲେ ବିଧାୟକ ତଥା ଅନଗୁଳ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଅଶୋକ ମହାନ୍ତି   27-Apr-2026
  ଜିଲ୍ଲା  
ସଂଗୀତ ମହାବିଦ୍ୟାଳୟ ପଞ୍ଚମ ର ମାସାନ୍ତ ରବିବାସରୀୟ ସଂଗୀତ ସାନ୍ଧ୍ୟ   27-Apr-2026
  ଜିଲ୍ଲା  
କଟକ: ଗୋମାତାଙ୍କୁ ରାଷ୍ଟ୍ର-ମାତା ଘୋଷଣା ଦାବି   27-Apr-2026

You Might Also Like