-+91-9937148622 |

prerana_bgr@rediffmail.com |

  Saturday 3rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||      ‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   (03-Oct-2026)       ||      ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   (03-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   (03-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   (03-Oct-2026)       ||      ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ    (03-Oct-2026)       ||      ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା    (03-Oct-2026)       ||      ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   (03-Oct-2026)       ||      ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (03-Oct-2026)       ||      ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ    (03-Oct-2026)       ||      ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   (03-Oct-2026)       ||      ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   (03-Oct-2026)       ||      ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   (03-Oct-2026)       ||      ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   (03-Oct-2026)       ||      *ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   (03-Oct-2026)       ||      ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ର ଦ୍ୱିତୀୟ ଦିବସ    (03-Oct-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   (02-Oct-2026)       ||     

HOME   ମହାନଗର

ନନ୍ଦନକାନନକୁ ଜଗିବେ ଓଡିଶା ଶିଳ୍ପ ସୁରକ୍ଷା ବାହିନୀ

02-Aug-2024



ଭୁବନେଶ୍ଵର (ବିଶ୍ୱରଞ୍ଜନ ବିଶ୍ଵାଳ): ଏଣିକି ନନ୍ଦନକାନନର ସୁରକ୍ଷା ଦାୟିତ୍ୱ ନେଇଛି ଓଆଇଏସଏଫ ବା ଓଡିଶା ଶିଳ୍ପ ସୁରକ୍ଷା ବାହିନୀ | ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଏବଂ ରାଜ୍ୟ ବଟାନିକାଲ ଗାର୍ଡେନର ସୁରକ୍ଷାକୁ ମଜବୁତ କରିବା ପାଇଁ ଓଆଇଏସଏଫର ଏକ ପ୍ଲାଟୁନ୍ ଯବାନ ନିୟୋଜିତ ହୋଇଛନ୍ତି | ଏମାନଙ୍କ ମଧ୍ୟରେ ଜଣେ ଇନ୍ସପେକ୍ଟର, ୪ ଜଣ ସବ୍ ଇନ୍ସପେକ୍ଟର ଏବଂ ୩୦ କନଷ୍ଟେବଳଙ୍କ ସହିତ ଏହା ଏକ ୩୫ ଜଣିଆ ଟିମ | ୩୦ ଜୁଲାଇରେ ନନ୍ଦନକାନନ ଏବଂ OISF ମଧ୍ୟରେ ଗୋଟିଏ ଏମଓୟୁ ସ୍ୱାକ୍ଷରିତ ହୋଇଥିଲା | ଆଜିଠାରୁ ଏହି ଫୋର୍ସ ଅନ୍ତର୍ଭୁକ୍ତ l ଉଲ୍ଲେଖ ଥାଉ କି ଗତ ଏପ୍ରିଲରେ ନନ୍ଦନକାନନ ପ୍ରାଣୀଉଦ୍ୟାନରେ ଦୁର୍ବୃତ୍ତଙ୍କ ଗୁଣ୍ଡାରାଜ ଦେଖିବାକୁ ମିଳିଥିଲା। ଦୁଇ ଦୁର୍ବୃତ୍ତ ନନ୍ଦନକାନନ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟରେ ପଶି ଖଣ୍ଡାମୁନରେ ଭୟ ଓ ଆତଙ୍କ ସୃଷ୍ଟି କରିବା ସହ ବ୍ୟାପକ ଭଙ୍ଗାରୁଜା କରିଥିଲେ । ଏଥିସହ ସେମାନେ ଉପନିର୍ଦ୍ଦେଶକଙ୍କୁ ଆକ୍ରମଣ ଉଦ୍ୟମ କରିଥିଲେ । ତେବେ ଖୋଦ୍‌ ସରକାରୀ କାର୍ଯ୍ୟାଳୟରେ ପଶି ଦୁର୍ବୃତ୍ତ ଏପରି କାଣ୍ଡ ଘଟାଇଥିଲେ ହେଁ ନିକଟରେ ଥିବା ନନ୍ଦନକାନନ ଥାନା ପୁଲିସ ଟେର ପାଇନଥିଲା। ସେହି ସମୟରେ ନନ୍ଦନକାନନ ଥାନା ପୁଲିସକୁ ଫୋନ କରାଯାଇଥିଲା। ମାତ୍ର ପୁଲିସ ପିସିଆର୍‌ ଭ୍ୟାନ ପ୍ରାଣୀଉଦ୍ୟାନ ଫାଟକ ବାହାରେ କିଛି ସମୟ ଧରି ଛିଡ଼ା ହୋଇ ଦେଖଣାହାରୀ ସାଜିଥିଲା। ଏହି ଘଟଣା ପରେ ପୁଲିସ ମାମଲା ରୁଜୁ କରି ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   03-Oct-2026
  ଜିଲ୍ଲା  
କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   03-Oct-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   03-Oct-2026
  ଜିଲ୍ଲା  
‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   03-Oct-2026
  ଜିଲ୍ଲା  
ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   03-Oct-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   03-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   03-Oct-2026
  ରାଜ୍ୟ  
ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ   03-Oct-2026
  ଜିଲ୍ଲା  
ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା   03-Oct-2026
  ଜିଲ୍ଲା  
ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   03-Oct-2026
  ଜିଲ୍ଲା  
ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   03-Oct-2026

You Might Also Like