-+91-9937148622 |

prerana_bgr@rediffmail.com |

  Tuesday 28th April 2026 |

| | | |

R.N.I. Regd No. ODIODI/2010/46693

Breaking News

ଶାଖା କେନାଲ ପାର୍ଶ୍ଵ ରେ ଡ୍ରେନ ନିର୍ମାଣ ପାଇଁ ଦାବି   (27-Apr-2026)       ||      ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ମେ ୯ରେ    (27-Apr-2026)       ||      ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ କମିଟିର ଦ୍ୱିତୀୟ ଅନ୍ତରୀଣ ରିପୋର୍ଟ ପ୍ରଦାନ କରାଯାଇଛି   (27-Apr-2026)       ||      ବଲାଙ୍ଗୀର ଜିଲ୍ଲାର ବୋହୂ ଡ. ସଂଗୀତା ମିଶ୍ରଙ୍କୁ ରାଜ୍ୟସ୍ତରୀୟ ସମ୍ମାନ    (27-Apr-2026)       ||      ଦୁଇ ନେତାଙ୍କ ଏହି ଭେଟ କେବଳ ଏକ ସାଧାରଣ ଭେଟ ନା ୟା ପଛରେ କୌଣସି ରାଜନୈତିକ କାରଣ ରହିଛି    (27-Apr-2026)       ||      ରାଣ୍ଡିମହୁଲ ଛପନ ପ୍ରହାର ନାମଯଜ୍ଞର ଚତୁର୍ଥ ଦିବସ    (27-Apr-2026)       ||      ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (27-Apr-2026)       ||      ଜନଗଣନା କାର୍ଯ୍ୟରେ ନିୟୋଜିତ ଗଣନାକାରୀମାନଙ୍କ ମନୋବଳ ବୃଦ୍ଧି କଲେ ଜିଲ୍ଲାପାଳ    (27-Apr-2026)       ||      ଡହ ଡହ ଖରାରେ ଲୋକଙ୍କ ତୃଷା ମେଣ୍ଟାଇବାକୁ ଆସିଲା ସାମାଜିକ ଅନୁଷ୍ଠାନ ବିଙ୍ଗ ହ୍ୟୁମାନ ♦️ ପୁରୁଣା ବସଷ୍ଟାଣ୍ଡ ନିକଟରେ ଜଳଛତ୍ର ଉଦଘାଟିତ    (27-Apr-2026)       ||      ଅଚାନକ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପରିଦର୍ଶନ କଲେ ବିଧାୟକ ତଥା ଅନଗୁଳ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଅଶୋକ ମହାନ୍ତି    (27-Apr-2026)       ||      ସଂଗୀତ ମହାବିଦ୍ୟାଳୟ ପଞ୍ଚମ ର ମାସାନ୍ତ ରବିବାସରୀୟ ସଂଗୀତ ସାନ୍ଧ୍ୟ    (27-Apr-2026)       ||      କଟକ: ଗୋମାତାଙ୍କୁ ରାଷ୍ଟ୍ର-ମାତା ଘୋଷଣା ଦାବି   (27-Apr-2026)       ||      ଓଡିଶା ଭିଜିଲାନ୍ସର ବନ ବିଭାଗ କଟକର ୪୨ ମୌଜା ଥାନା ଅଧୀନରେ ବେଆଇନ କରତକଳ ଉପରେ ଚଢାଉ କରିଛି   (27-Apr-2026)       ||      ପାଳଲହଡ଼ା ବନାଞ୍ଚଳ ପକ୍ଷରୁ ବନ ସୁରକ୍ଷା ସମିତି ଓ ଗ୍ରାମ ବାସୀ ମାନଙ୍କୁ ଜଙ୍ଗଲ ସୁରକ୍ଷା ଉପଦ୍ରବ ନିରୋଧ ଉପକରଣ ବଣ୍ଟନ   (27-Apr-2026)       ||      “ମାଟି ଏକ, ମଣିଷ ଏକ… କିନ୍ତୁ ପରିଚୟ କାହିଁକି ଭିନ୍ନ? ପହରିଆଙ୍କ ଅସ୍ତିତ୍ୱ ଆଜି ନୀରବ କ୍ରନ୍ଦନରେ ଡୁବିଯାଇଛି”   (27-Apr-2026)       ||      ବରୀରେ “ଗୋ ସମ୍ମାନ ଆହ୍ୱାନ” ଅଭିଯାନରେ ସାମୂହିକ ନିବେଦନ ପତ୍ର ପ୍ରଦାନ।   (27-Apr-2026)       ||      ଓସିଏ ରାଜ୍ୟ ପାନେଲ୍‌ରେ ଅମ୍ପାୟାର ପାଇଁ ଚୟନ ହେଲେ ବିଶ୍ବଜିତ   (27-Apr-2026)       ||      ଉତ୍କଳ ନବରତ୍ନ ସମ୍ମାନ ରେ ସମ୍ୱର୍ଦ୍ଧିତ ହେଲେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼ ନୃପ ରାଜ ସାହୁ   (26-Apr-2026)       ||      ବରୀ କନ୍ତକାର ସେତୁ: ବାଡ଼ା ନିର୍ମାଣ ନକରି ପଥଚାରୀଙ୍କୁ ବିପଦ ମୁହଁକୁ ଠେଲୁଛି ପୂର୍ତ୍ତ ବିଭାଗ   (26-Apr-2026)       ||      ସାଂସ୍କୃତିକ ଅନୁଷ୍ଠାନ କଳାଶ୍ରୀ ଆର୍ଟ ଏକାଡେମୀ  ଆନୁକୂଲ୍ୟରେ ଉନବିଂଶ ସର୍ବଭାରତୀୟ ଯୋଗିନୀ  ମହୋତ୍ସବ    (26-Apr-2026)       ||     

HOME   ରାଜ୍ୟ

ଉଦଯାପିତ ହେଲା ବାର୍ଷିକ ଫୁଟବଲ ପ୍ରତିଯୋଗିତା, ଭାଲୁରୁଗାଁ କୁ ହରାଇ ତଳପଡା ଚାମ୍ପିୟନ

02-Aug-2024



କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ କାଶିନିପଦର ଗ୍ରାମପଞ୍ଚାୟତ ବରେବାଟା ଠାରେ ଥିବା ମିନିଷ୍ଟାଡିୟମ ପରିସରରେ ଅନୁଷ୍ଠିତ ହୋଇଥିବା ପ୍ରଥମ ବାର୍ଷିକ ଲିଗ୍ ଫୁଟବଲ ପ୍ରତିଯୋଗିତା ଉଦଯାପିତ ହୋଇଯାଇଛି I  ଦୀର୍ଘଦିନ ଧରି ଗ୍ରାମାଞ୍ଚଳ ଦକ୍ଷ ଖେଳାଳି ନେଇ ଅନୁଷ୍ଠିତ ହୋଇଥିଲା I ଚକାଡୋଳା କ୍ଲବ ପ୍ରଥମ ବାର୍ଷିକ ଫୁଟବଲ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିବାବେଳେ ଚଳିତବର୍ଷ ମଧ୍ୟ୍ୟ ଏହି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା I ତେବେ ଏହି ପ୍ରତିଯୋଗିତାରେ ଉଦଯାପନୀ ଉତ୍ସବ ରେ ମୁଖ୍ୟ ଅତିଥି ଶ୍ରୀମତୀ ପ୍ରତିମା କହଁର ସମ୍ମାନିତ ଅତିଥି ଶ୍ରୀମତୀ ଇନ୍ଦିରା କହଁର ବହୁ ଗଣ୍ୟମାନ୍ୟ ବ୍ୟକ୍ତି ସମ୍ମାନିତ ଅତିଥି ଭାବରେ ଯୋଗ ଦେଇଥିଲେ I ସାତ ଦିନ  ଧରି ଏହି ପ୍ରତିଯୋଗିତାରେ ବରେବାଟା ଚକାଡୋଳା  ଫୁଟବଲ କ୍ଳବ ର ସଭାପତି  ଶ୍ରୀ ଘାସିରାମ କହଁର, ସମ୍ପାଦକ ପ୍ରଦିପ କହଁର, ସହ ସମ୍ପାଦକ ଗୋବିନ୍ଦ କହଁର , ସଦସ୍ୟ  କିନେଶ୍ଵର କହଁର, ପିତବାସ କହଁର, ଦିଲିପ କହଁର,କୋନେଷ୍ଠଭଲ୍ ବିକାଶ କୁମାର ବିଶୋଇ ସୁଧିର ଖମାରୀ, ପ୍ରଦିପ କହଁର, ସୁଶିଲ କହଁର , ଯୁବ ସାମ୍ବାଦିକ ମୃତ୍ୟୁଞ୍ଜୟ ଦିଗାଲ ଓ ଟୁଇଟର ମ୍ୟାନ୍ ସୁନାଶିର ଦିଗାଲ ଙ୍କ ସହ ସମସ୍ତ ସଦସ୍ୟ ଉପସ୍ଥିତ ରହି ସହଯୋଗ କରିଥିଲେ I ସାତଦିନଧରି  ଖେଳକୁ ଜିଲ୍ଲା ର ଜଣାଶୁଣା ରେଫରୀ ପ୍ରଫୁଲ୍ଲ କହଁର ଙ୍କ ସହ ରାକେଶ ଦିଗାଲ,  ଅଚ୍ୟୁତାନନ୍ଦ କହଁର ଖେଳ ପରିଚାଳନା କରିଥିଲେ I ସାତଦିନ ଧରି ଫିରିଙ୍ଗିଆ ବ୍ଲକ ର ବଛାବଛା ଆଠଟି  ଟିମ ଭଗନେଇଥିବା ବେଳେ ଭାଲୁରୁଗାଁ   ଟିମ୍ ସହ ତଲପଡା ଟିମ୍ ମଧ୍ୟ୍ୟରେ ଫାଇନାଲ ଖେଳ ଅନୁଷ୍ଠିତ ହୋଇଥିଲା I ଉଭୟ ଦଳର ଖେଳ ସଂଘର୍ଷ ପୁର୍ଣ ଥିବା ବେଳେ ଏକ ଶୂନ ଗୋଲରେ  ଭାଲୁରୁଗାଁ ଟିମ୍ କୁ ହରାଇ ତଲପଡା ଫୁଟବଲ ଟିମ୍ ଚାମ୍ପିୟନ ହୋଇଥିଲା I ଖେଳ ଶେଷରେ ଉଭୟ ବିଜେତା ଓ ଉପବିଯେତ ଦଳକୁ ଆୟୋଜକ କମିଟି ତରଫରୁ ଅତିଥି ମାନେ ଟ୍ରଫି ସହ ଆର୍ଥିକ ରାଶି ଦେଇ ପୁରସ୍କୃତ କରିଥିଲେ I

《《《《《《《《《《《》》》》》》》》》《《《《l

(କନ୍ଧମାଳ ଜିଲ୍ଲାରୁ ମୃତ୍ୟୁଞ୍ଜୟ ଦିଗାଲଙ୍କ ରିପୋର୍ଟ )


News Comment




Photo in News

Advertisment
Lastest News
  ଜିଲ୍ଲା  
ଶାଖା କେନାଲ ପାର୍ଶ୍ଵ ରେ ଡ୍ରେନ ନିର୍ମାଣ ପାଇଁ ଦାବି   27-Apr-2026
  ଜିଲ୍ଲା  
ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ମେ ୯ରେ   27-Apr-2026
  ଜିଲ୍ଲା  
ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ କମିଟିର ଦ୍ୱିତୀୟ ଅନ୍ତରୀଣ ରିପୋର୍ଟ ପ୍ରଦାନ କରାଯାଇଛି   27-Apr-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାର ବୋହୂ ଡ. ସଂଗୀତା ମିଶ୍ରଙ୍କୁ ରାଜ୍ୟସ୍ତରୀୟ ସମ୍ମାନ   27-Apr-2026
  ଜିଲ୍ଲା  
ଦୁଇ ନେତାଙ୍କ ଏହି ଭେଟ କେବଳ ଏକ ସାଧାରଣ ଭେଟ ନା ୟା ପଛରେ କୌଣସି ରାଜନୈତିକ କାରଣ ରହିଛି   27-Apr-2026
  ଜିଲ୍ଲା  
ରାଣ୍ଡିମହୁଲ ଛପନ ପ୍ରହାର ନାମଯଜ୍ଞର ଚତୁର୍ଥ ଦିବସ   27-Apr-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   27-Apr-2026
  ଜିଲ୍ଲା  
ଜନଗଣନା କାର୍ଯ୍ୟରେ ନିୟୋଜିତ ଗଣନାକାରୀମାନଙ୍କ ମନୋବଳ ବୃଦ୍ଧି କଲେ ଜିଲ୍ଲାପାଳ   27-Apr-2026
  ରାଜ୍ୟ  
ଡହ ଡହ ଖରାରେ ଲୋକଙ୍କ ତୃଷା ମେଣ୍ଟାଇବାକୁ ଆସିଲା ସାମାଜିକ ଅନୁଷ୍ଠାନ ବିଙ୍ଗ ହ୍ୟୁମାନ ♦️ ପୁରୁଣା ବସଷ୍ଟାଣ୍ଡ ନିକଟରେ ଜଳଛତ୍ର ଉଦଘାଟିତ   27-Apr-2026
  ଜିଲ୍ଲା  
ଅଚାନକ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପରିଦର୍ଶନ କଲେ ବିଧାୟକ ତଥା ଅନଗୁଳ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଅଶୋକ ମହାନ୍ତି   27-Apr-2026
  ଜିଲ୍ଲା  
ସଂଗୀତ ମହାବିଦ୍ୟାଳୟ ପଞ୍ଚମ ର ମାସାନ୍ତ ରବିବାସରୀୟ ସଂଗୀତ ସାନ୍ଧ୍ୟ   27-Apr-2026
  ଜିଲ୍ଲା  
କଟକ: ଗୋମାତାଙ୍କୁ ରାଷ୍ଟ୍ର-ମାତା ଘୋଷଣା ଦାବି   27-Apr-2026

You Might Also Like