-+91-9937148622 |

prerana_bgr@rediffmail.com |

  Tuesday 28th April 2026 |

| | | |

R.N.I. Regd No. ODIODI/2010/46693

Breaking News

ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ♦️ ମହାକାଳୀ ୱାରିଅର୍ସ ଚମ୍ପିୟାନ୍, ସ୍କାୟ ଲିଜେଣ୍ଡ ରନର୍ସ ଅପ୍   (28-Apr-2026)       ||      ଶାଖା କେନାଲ ପାର୍ଶ୍ଵ ରେ ଡ୍ରେନ ନିର୍ମାଣ ପାଇଁ ଦାବି   (27-Apr-2026)       ||      ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ମେ ୯ରେ    (27-Apr-2026)       ||      ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ କମିଟିର ଦ୍ୱିତୀୟ ଅନ୍ତରୀଣ ରିପୋର୍ଟ ପ୍ରଦାନ କରାଯାଇଛି   (27-Apr-2026)       ||      ବଲାଙ୍ଗୀର ଜିଲ୍ଲାର ବୋହୂ ଡ. ସଂଗୀତା ମିଶ୍ରଙ୍କୁ ରାଜ୍ୟସ୍ତରୀୟ ସମ୍ମାନ    (27-Apr-2026)       ||      ଦୁଇ ନେତାଙ୍କ ଏହି ଭେଟ କେବଳ ଏକ ସାଧାରଣ ଭେଟ ନା ୟା ପଛରେ କୌଣସି ରାଜନୈତିକ କାରଣ ରହିଛି    (27-Apr-2026)       ||      ରାଣ୍ଡିମହୁଲ ଛପନ ପ୍ରହାର ନାମଯଜ୍ଞର ଚତୁର୍ଥ ଦିବସ    (27-Apr-2026)       ||      ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (27-Apr-2026)       ||      ଜନଗଣନା କାର୍ଯ୍ୟରେ ନିୟୋଜିତ ଗଣନାକାରୀମାନଙ୍କ ମନୋବଳ ବୃଦ୍ଧି କଲେ ଜିଲ୍ଲାପାଳ    (27-Apr-2026)       ||      ଡହ ଡହ ଖରାରେ ଲୋକଙ୍କ ତୃଷା ମେଣ୍ଟାଇବାକୁ ଆସିଲା ସାମାଜିକ ଅନୁଷ୍ଠାନ ବିଙ୍ଗ ହ୍ୟୁମାନ ♦️ ପୁରୁଣା ବସଷ୍ଟାଣ୍ଡ ନିକଟରେ ଜଳଛତ୍ର ଉଦଘାଟିତ    (27-Apr-2026)       ||      ଅଚାନକ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପରିଦର୍ଶନ କଲେ ବିଧାୟକ ତଥା ଅନଗୁଳ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଅଶୋକ ମହାନ୍ତି    (27-Apr-2026)       ||      ସଂଗୀତ ମହାବିଦ୍ୟାଳୟ ପଞ୍ଚମ ର ମାସାନ୍ତ ରବିବାସରୀୟ ସଂଗୀତ ସାନ୍ଧ୍ୟ    (27-Apr-2026)       ||      କଟକ: ଗୋମାତାଙ୍କୁ ରାଷ୍ଟ୍ର-ମାତା ଘୋଷଣା ଦାବି   (27-Apr-2026)       ||      ଓଡିଶା ଭିଜିଲାନ୍ସର ବନ ବିଭାଗ କଟକର ୪୨ ମୌଜା ଥାନା ଅଧୀନରେ ବେଆଇନ କରତକଳ ଉପରେ ଚଢାଉ କରିଛି   (27-Apr-2026)       ||      ପାଳଲହଡ଼ା ବନାଞ୍ଚଳ ପକ୍ଷରୁ ବନ ସୁରକ୍ଷା ସମିତି ଓ ଗ୍ରାମ ବାସୀ ମାନଙ୍କୁ ଜଙ୍ଗଲ ସୁରକ୍ଷା ଉପଦ୍ରବ ନିରୋଧ ଉପକରଣ ବଣ୍ଟନ   (27-Apr-2026)       ||      “ମାଟି ଏକ, ମଣିଷ ଏକ… କିନ୍ତୁ ପରିଚୟ କାହିଁକି ଭିନ୍ନ? ପହରିଆଙ୍କ ଅସ୍ତିତ୍ୱ ଆଜି ନୀରବ କ୍ରନ୍ଦନରେ ଡୁବିଯାଇଛି”   (27-Apr-2026)       ||      ବରୀରେ “ଗୋ ସମ୍ମାନ ଆହ୍ୱାନ” ଅଭିଯାନରେ ସାମୂହିକ ନିବେଦନ ପତ୍ର ପ୍ରଦାନ।   (27-Apr-2026)       ||      ଓସିଏ ରାଜ୍ୟ ପାନେଲ୍‌ରେ ଅମ୍ପାୟାର ପାଇଁ ଚୟନ ହେଲେ ବିଶ୍ବଜିତ   (27-Apr-2026)       ||      ଉତ୍କଳ ନବରତ୍ନ ସମ୍ମାନ ରେ ସମ୍ୱର୍ଦ୍ଧିତ ହେଲେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼ ନୃପ ରାଜ ସାହୁ   (26-Apr-2026)       ||      ବରୀ କନ୍ତକାର ସେତୁ: ବାଡ଼ା ନିର୍ମାଣ ନକରି ପଥଚାରୀଙ୍କୁ ବିପଦ ମୁହଁକୁ ଠେଲୁଛି ପୂର୍ତ୍ତ ବିଭାଗ   (26-Apr-2026)       ||     

HOME   ରାଜ୍ୟ

ରାସ୍ତା କଡ଼ରେ ପରିଶ୍ରା କରିବା ପଡ଼ିଲା ମହଙ୍ଗା, ଅଜଣା ଗାଡି ଧକ୍କାରେ ଜଣେ ମୃତ

02-Aug-2024



ରାୟପୁର ୧୬ ନମ୍ବର ରାଜ୍ୟ ରାଜପଥରେ ପଡୁଥିବା ବଲାଙ୍ଗୀର ଜିଲ୍ଲା ସିନ୍ଧେକେଲା ଥାନା ଅନ୍ତର୍ଗତ ଶୁଣ୍ଢିମୂଣ୍ଡା - ବଡପଡା ଗାଁ ମଧ୍ୟରେ ସଡ଼କ ଦୁର୍ଘଟଣାରେ ଜଣେ ମୃତ। ଘଟଣାନୁଯାଇ ବୁଧବାର ରାତି ପ୍ରାୟ ୧୦ ଟା ସମୟରେ ବାଲବେଙ୍ଗ ଗ୍ରାମର ସୋମନାଥ ଜାନୀ(୪୦) ଓ ଆକାଶ ରଣା (୨୭) ଏକ ୟମାହା ଏଫଜେଡ ବାଇକ୍ ନମ୍ବର ସି ଜି ୦୪ ଏଚକେ ୨୭୫୬ ରେ ଖଡ଼ିଆଳ ପଟକୁ ଯାଉଥିବା ସମୟରେ ପରିଶ୍ରା କରିବାପାଇଁ ଶୁଣ୍ଢିମୂଣ୍ଡା - ବଡପଡା ମଧ୍ୟରେ ବାଇକ୍ ରଖି ଜଣେ ରାସ୍ତାର ବାମପଟେ ଓ ଜଣେ ଡାହାଣ ପଟକୁ ପରିଶ୍ରା ଯାଇଥିଲେ। ସେହି ସମୟରେ କୌଣସି ଏକ ଟ୍ରକ ଓ ବୋଲେରୋ ଓଭରଟେକ କରୁଥିବା ସମୟରେ ସୋମନାଥକୁ ପିଟି ଦେଇଥିବା ଯୋଗୁଁ ଘଟଣାସ୍ଥଳରେ ହିଁ ମୃତ୍ୟୁ ହୋଇଥିବା ସୁଚନା ମିଳିଛି । ଖବରପାଇ ସିନ୍ଧେକେଲା ପୋଲିସ ଘଟଣାସ୍ଥଳକୁ ପହଞ୍ଚି ଶବ ଜବତ କରି ବ୍ୟବଚ୍ଛେଦ ପରେ ପରିବାର ବର୍ଗଙ୍କୁ ହସ୍ତାନ୍ତର କରିଥିବା ଉକ୍ତ କେସର ଆଇଓ ଅଭୟ ପ୍ରଧାନଙ୍କ ଠାରୁ ସୁଚନା ମିଳିଛି।

(ସିନ୍ଧେକେଲାରୁ ଅନୀଲ କୁମାର ତ୍ରିପାଠୀଙ୍କ ରିପୋର୍ଟ)

《■■■■■■■■■■》


News Comment




Photo in News

Advertisment
Lastest News
  ଜିଲ୍ଲା  
ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ♦️ ମହାକାଳୀ ୱାରିଅର୍ସ ଚମ୍ପିୟାନ୍, ସ୍କାୟ ଲିଜେଣ୍ଡ ରନର୍ସ ଅପ୍   28-Apr-2026
  ଜିଲ୍ଲା  
ଶାଖା କେନାଲ ପାର୍ଶ୍ଵ ରେ ଡ୍ରେନ ନିର୍ମାଣ ପାଇଁ ଦାବି   27-Apr-2026
  ଜିଲ୍ଲା  
ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ମେ ୯ରେ   27-Apr-2026
  ଜିଲ୍ଲା  
ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ କମିଟିର ଦ୍ୱିତୀୟ ଅନ୍ତରୀଣ ରିପୋର୍ଟ ପ୍ରଦାନ କରାଯାଇଛି   27-Apr-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାର ବୋହୂ ଡ. ସଂଗୀତା ମିଶ୍ରଙ୍କୁ ରାଜ୍ୟସ୍ତରୀୟ ସମ୍ମାନ   27-Apr-2026
  ଜିଲ୍ଲା  
ଦୁଇ ନେତାଙ୍କ ଏହି ଭେଟ କେବଳ ଏକ ସାଧାରଣ ଭେଟ ନା ୟା ପଛରେ କୌଣସି ରାଜନୈତିକ କାରଣ ରହିଛି   27-Apr-2026
  ଜିଲ୍ଲା  
ରାଣ୍ଡିମହୁଲ ଛପନ ପ୍ରହାର ନାମଯଜ୍ଞର ଚତୁର୍ଥ ଦିବସ   27-Apr-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   27-Apr-2026
  ଜିଲ୍ଲା  
ଜନଗଣନା କାର୍ଯ୍ୟରେ ନିୟୋଜିତ ଗଣନାକାରୀମାନଙ୍କ ମନୋବଳ ବୃଦ୍ଧି କଲେ ଜିଲ୍ଲାପାଳ   27-Apr-2026
  ରାଜ୍ୟ  
ଡହ ଡହ ଖରାରେ ଲୋକଙ୍କ ତୃଷା ମେଣ୍ଟାଇବାକୁ ଆସିଲା ସାମାଜିକ ଅନୁଷ୍ଠାନ ବିଙ୍ଗ ହ୍ୟୁମାନ ♦️ ପୁରୁଣା ବସଷ୍ଟାଣ୍ଡ ନିକଟରେ ଜଳଛତ୍ର ଉଦଘାଟିତ   27-Apr-2026
  ଜିଲ୍ଲା  
ଅଚାନକ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପରିଦର୍ଶନ କଲେ ବିଧାୟକ ତଥା ଅନଗୁଳ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଅଶୋକ ମହାନ୍ତି   27-Apr-2026
  ଜିଲ୍ଲା  
ସଂଗୀତ ମହାବିଦ୍ୟାଳୟ ପଞ୍ଚମ ର ମାସାନ୍ତ ରବିବାସରୀୟ ସଂଗୀତ ସାନ୍ଧ୍ୟ   27-Apr-2026

You Might Also Like