-+91-9937148622 |

prerana_bgr@rediffmail.com |

  Saturday 3rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||      ‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   (03-Oct-2026)       ||      ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   (03-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   (03-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   (03-Oct-2026)       ||      ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ    (03-Oct-2026)       ||      ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା    (03-Oct-2026)       ||      ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   (03-Oct-2026)       ||      ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (03-Oct-2026)       ||      ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ    (03-Oct-2026)       ||      ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   (03-Oct-2026)       ||      ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   (03-Oct-2026)       ||      ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   (03-Oct-2026)       ||      ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   (03-Oct-2026)       ||      *ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   (03-Oct-2026)       ||      ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ର ଦ୍ୱିତୀୟ ଦିବସ    (03-Oct-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   (02-Oct-2026)       ||      ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   (02-Oct-2026)       ||     

HOME   ଜିଲ୍ଲା

《ବିଜେପୁର କଲେଜରେ ସମଲପୁରୀ ଦିନ ପାଳନ》

02-Aug-2024



ବିଜେପୁର:(ନିରଞ୍ଜନ ତ୍ରିପାଠୀ)-ବରଗଡ ଜିଲ୍ଲା ବିଜେପୁର ମହାବିଦ୍ୟାଳୟର ଅଧ୍ୟକ୍ଷ  ପ୍ରଦୀପ କୁମାର ମିଶ୍ରଙ୍କ ସଭାପତିତ୍ୱରେ ସମଲପୁରୀ ଦିନ ପାଳିତ ହୋଇଯାଇଛି। ଶ୍ରୀମାନ ମିଶ୍ର କଲେଜରେ ଅଧ୍ୟୟନରତ ଛାତ୍ରଛାତ୍ରୀ ମାନଙ୍କୁ ନିଜର ମାଁ ମାଟି ଓ ଭାଷାକୁ ସାମଗ୍ରିକ ଜୀବନରେ ସମ୍ମାନ ଜଣାଇ ଅଗ୍ରସର ହେବାକୁ ଆହ୍ୱାନ ଦେଇଥିଲେ।୨୦୨୪-୨୫ ଶିକ୍ଷାବର୍ଷରେ ଯୋଗଦେଇ ଥିବା +୨ ପ୍ରଥମ ବର୍ଷ ଓ +୩ ପ୍ରଥମ ବର୍ଷର ନବାଗତ ଛାତ୍ରଛାତ୍ରୀ ମାନଙ୍କୁ ସ୍ୱାଗତ ଜଣାଇବା ସହିତ ଗୁଣାତ୍ମକ ଶିକ୍ଷା ଗ୍ରହଣ କରି ମହାବିଦ୍ୟାଳୟ ଟେକ ଓ ସମାଜରେ ପ୍ରତିଷ୍ଠିତ ହେବାପାଇଁ ପରାମର୍ଶ ଦେଇଥିଲେ। ଏକ୍ରମରେ ଏକ ସଭାର ଆୟୋଜନ ହୋଇଥିଲା। ସଭାରେ ମୁଖ୍ୟବକ୍ତା ଭାବେ ମହାବିଦ୍ୟାଳୟର ସଂସ୍କୃତ ବିଭାଗର ପ୍ରଧ୍ୟାପକ ମହେନ୍ଦ୍ର ପଧାନ ଯୋଗଦେଇ ସମଲପୁରୀ ଦିନ ପାଳନର ଲକ୍ଷ୍ୟ ଓ ଉଦ୍ଦେଶ୍ୟ ସମ୍ପର୍କରେ ଅଭିଭାଷଣ ପ୍ରଦାନ କରିଥିଲେ। ଦ୍ୱିତୀୟ ଅଧିବେଶନରେ ଇଂରାଜୀ ବିଭାଗର ଅଧ୍ୟାପିକା ଶ୍ରୀମତୀ ପ୍ରତିକ୍ଷା ସେଠ୍ ଓ କ୍ରିଡ଼ା ଶିକ୍ଷକ ସାନନ୍ଦ ସେଠ୍ ଙ୍କ ତତ୍ତ୍ଵାବଧାନରେ ମହାବିଦ୍ୟାଳୟର ଛାତ୍ରଛାତ୍ରୀ ମାନେ ସାଂସ୍କୃତିକ କାର୍ଯ୍ୟକ୍ରମ ସମ୍ବଲପୁରୀ ନୃତ୍ୟ ପରିବେଷଣ କରିଥିଲେ। ମହାବିଦ୍ୟାଳୟର ପ୍ରଧ୍ୟାପକ, ଅଧ୍ୟାପକ, ଅଧ୍ୟାପିକା, ସମସ୍ତ କର୍ମଚାରୀ ଓ ବିଶେଷ କରି କଲେଜର ଛାତ୍ରଛାତ୍ରୀ ମାନେ ବହୁ ସଂଖ୍ୟାରେ ଯୋଗଦାନ କରିଥିଲେ। ସାଂସ୍କୃତିକ ସଂସଦର ଉପସଭାପତି ସରୋଜ କୁମାର ପାଣିଗ୍ରାହୀ ସଭା କାର୍ଯ୍ୟ ସଂଯୋଜନା କରିଥିଲାବେଳେ, ସଂସଦର ଅନ୍ୟତମ ଉପସଭାପତି  ଅକ୍ଷୟ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ।

●《◇◇◇◇◇◇◇◇◇◇》●


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   03-Oct-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   03-Oct-2026
  ଜିଲ୍ଲା  
‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   03-Oct-2026
  ଜିଲ୍ଲା  
ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   03-Oct-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   03-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   03-Oct-2026
  ରାଜ୍ୟ  
ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ   03-Oct-2026
  ଜିଲ୍ଲା  
ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା   03-Oct-2026
  ଜିଲ୍ଲା  
ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   03-Oct-2026
  ଜିଲ୍ଲା  
ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   03-Oct-2026
  ଜିଲ୍ଲା  
ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   03-Oct-2026

You Might Also Like