-+91-9937148622 |

prerana_bgr@rediffmail.com |

  Saturday 3rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ    (03-Oct-2026)       ||      ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା    (03-Oct-2026)       ||      ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   (03-Oct-2026)       ||      ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (03-Oct-2026)       ||      ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ    (03-Oct-2026)       ||      ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   (03-Oct-2026)       ||      ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   (03-Oct-2026)       ||      ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   (03-Oct-2026)       ||      ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   (03-Oct-2026)       ||      *ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   (03-Oct-2026)       ||      ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ର ଦ୍ୱିତୀୟ ଦିବସ    (03-Oct-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   (02-Oct-2026)       ||      ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   (02-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   (02-Oct-2026)       ||      ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   (02-Oct-2026)       ||      ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   (02-Oct-2026)       ||      ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   (02-Oct-2026)       ||      ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    (02-Oct-2026)       ||     

HOME   ରାଜ୍ୟ

ପଦ ହରାଇଲେ ଖୁଣ୍ଟିଗୋରା ସରପଞ୍ଚ ! ନିର୍ବାଚନ ପର୍ଯ୍ଯନ୍ତ ସରପଞ୍ଚ ଦାୟିତ୍ବରେ ନାଏବ ସରପଞ୍ଚ ! {ନିର୍ଦ୍ଦେଶ ଦେଲେ ଜିଲ୍ଲାପାଳ} !

02-Aug-2024



କଣ୍ଟାମାଳ《ଜୟକୁମାରମହାରଣା》: କଣ୍ଟାମାଳ ବ୍ଲକ ଖୁଣ୍ଟିଗୋରା ସରପଞ୍ଚଙ୍କ ୩ଟି ସନ୍ତାନ ଥିବାରୁ ପ୍ରତିପକ୍ଷ କରିଥିବା ଅଭିଯୋଗର ଶୁଣାଣି କରି ମାନ୍ୟବର କୋର୍ଟ ସରପଞ୍ଚଙ୍କୁ ପଦଚ୍ୟୁତ କରିଛନ୍ତି । ସୂଚନା ଅନୁସାରେ ଗତ ୨୦୨୨ରେ ଅନୁଷ୍ଠିତ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ କଣ୍ଟାମାଳ ବ୍ଲକ ଖୁଣ୍ଟିଗୋରା ପଞ୍ଚାୟତର ସରପଞ୍ଚ ରୂପେ  ଶ୍ରୀମତୀ ସୁନୀତା ମାଝୀ ବିଜୟ ଲାଭ କରିଥିଲେ । ଶ୍ରୀମତୀ ମାଝୀଙ୍କୁ ସରପଞ୍ଚ ଭାବରେ ପ୍ରଶାସନ ବିଜୟ ଘୋଷଣା କଲା ପରେ ପ୍ରତିଦ୍ବନ୍ଦୀ ପ୍ରାର୍ଥୀନୀ ଶ୍ରୀମତୀ ପ୍ରଭାସିନୀ ଖଟୁଆ କଣ୍ଟାମାଳ କୋର୍ଟର ଦ୍ବାରସ୍ଥ ହୋଇ ଏକ ମାମଲା ଦାୟର କରିଥିଲେ । ଇଲେକ୍ସନ କେସ ନଂ ୧/୨୦୨୨ରେ ଶ୍ରୀମତୀ ଖଟୁଆ ସମସ୍ତ ପ୍ରମାଣପତ୍ର ସହ ଅଭିଯୋଗ କରିଥିଲେ ଯେ ଖୁଣ୍ଟିଗୋରା  ସରପଞ୍ଚ ଶ୍ରୀମତୀ ମାଝୀଙ୍କର ୩ ଗୋଟି ସନ୍ତାନ ଅଛନ୍ତି । ଯାହାକି ଆଇନ ଅନୁସାରେ ଅସିଦ୍ଧ । ମାନ୍ୟବର ସିଭିଲଜର୍ଜ କମ୍ ଇଲେକ୍ସନ ଟ୍ରିବୁନାଲ କୋର୍ଟ ସାକ୍ଷୀମାନଙ୍କ ବୟାନ ଏବଂ ଗୁରୁତ୍ଵପୂର୍ଣ୍ଣ ଦସ୍ତାବିଜକୁ ଅଧାର କରି ଶ୍ରୀମତୀ ସୁନୀତା ମାଝୀଙ୍କୁ ଅଯୋଗ୍ୟ ଘୋଷଣା କରିଥିଲେ । ପ୍ରତିଦ୍ବନ୍ଦୀ ପ୍ରାର୍ଥୀନୀ ଶ୍ରୀମତୀ ଖଟୁଆଙ୍କୁ ଖୁଣ୍ଟିଗୋରା ପଞ୍ଚାୟତ ସରପଞ୍ଚ ଭାବେ ଘୋଷଣା କରିଥିଲେ । କୋର୍ଟଙ୍କ ରାୟ ଉପରେ ସୁନୀତା ମାଝୀ ମାନ୍ୟବର ହାଇକୋର୍ଟରେ ରିଟ ପିଟିସନ ଦାୟର କରିଥିଲେ । ଏହାର ଶୁଣାଣି କରି ମାନ୍ୟବର ହାଇକୋର୍ଟ ମାମଲାକୁ ଖାରଜ କରି ଖୁଣ୍ଟିଗୋରା ସରପଞ୍ଚ ପଦବୀକୁ ଅସିଦ୍ଧ ଘୋଷଣା କରିଥିଲେ ! ହାଇକୋର୍ଟଙ୍କ ଏହି ଆଦେଶକୁ ଭିତ୍ତିକରି ଆଜି ବୌଦ୍ଧ ଜିଲ୍ଲାପାଳ ଜେ ସୋନାଲ ଆଗାମୀ ସରପଞ୍ଚ ନିର୍ବାଚନ ହେବା ପର୍ଯ୍ୟନ୍ତ ଖୁଣ୍ଟିଗୋରା ପଞ୍ଚାୟତର ନାଏବ ସରପଞ୍ଚ ରବିଚନ୍ଦ୍ର ମହାକୁଡଙ୍କୁ ସରପଞ୍ଚ ଦାୟିତ୍ଵ ତୁଲାଇବାକୁ ନିର୍ଦ୍ଦେଶ ଦେଇଛନ୍ତି । ଅଭିିଯୋଗକାରୀ ଶ୍ରୀମତୀ ଖଟୁଆଙ୍କ ସମେତ ଖୁଣ୍ଟିଗୋରା ପଞ୍ଚାୟତବାସୀ ଏହି ରାୟକୁ ସମ୍ମାନ ଜଣାଇ ଧର୍ମର ଜୟ ହେଲା ବୋଲି  କହିଛନ୍ତି ।


News Comment




Photo in News

Advertisment
Lastest News
  ରାଜ୍ୟ  
ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ   03-Oct-2026
  ଜିଲ୍ଲା  
ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା   03-Oct-2026
  ଜିଲ୍ଲା  
ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   03-Oct-2026
  ଜିଲ୍ଲା  
ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   03-Oct-2026
  ଜିଲ୍ଲା  
ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   03-Oct-2026
  ଜିଲ୍ଲା  
ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   03-Oct-2026
  ଜିଲ୍ଲା  
ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   03-Oct-2026
  ଜିଲ୍ଲା  
ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   03-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   03-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ର ଦ୍ୱିତୀୟ ଦିବସ   03-Oct-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   02-Oct-2026

You Might Also Like