-+91-9937148622 |

prerana_bgr@rediffmail.com |

  Tuesday 28th April 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁବର୍ଣ୍ଣପୁର ରେ ଖୋଲିଲା ବିଶାଳ ର ମେଗା ମାର୍ଟ   (28-Apr-2026)       ||      ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ଲୟର୍ସ ଡେ ପାଳିତ    (28-Apr-2026)       ||      *ହରେରାମ ହରେକୃଷ୍ଣ ଧ୍ବନି ରେ କମ୍ପିଲା ନବରଙ୍ଗପୁର ମାଟି*   (28-Apr-2026)       ||      ଭରସୁଜା ପଂଚାୟତ ରେ ଜନ ଶୁଣାଣି ଶିବିର ଅନୁଷ୍ଠିତ      (28-Apr-2026)       ||      ଜୟନ୍ତୀଙ୍କ ନେତୃତ୍ୱରେ ମହିଳା କଂଗ୍ରେସ ହେବ ସାଧାରଣ ଜନତାଙ୍କ ସ୍ୱର- ନରସିଂହ   (28-Apr-2026)       ||      Qwert   (28-Apr-2026)       ||      Jk   (28-Apr-2026)       ||      କେବଳ କାଗଜପତ୍ର ରେ ସୀମିତ ଜିଲ୍ଲା ପ୍ରଶାସନର ଏନ୍‌ଫୋର୍ସମେଣ୍ଟ୍‌ ସ୍କୁଆଡ଼    (28-Apr-2026)       ||      କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପଳିତ   (28-Apr-2026)       ||      *ଜିଲ୍ଲାପାଳ ଙ୍କୁ ସମ୍ବର୍ଦ୍ଧନା*- *କଳା କେବଳ ନାଚ ଗୀତ ରେ ନ ଥାଏ ବରଂ ନିରଶ ମୁଁହ ରେ ହସ ଫୁଟାଇବା ହିଁ ବାସ୍ତବିକ କଳା* - *ପ୍ରଧ୍ୟାପକ ମଦନ ସୁନ୍ଦର କ୍ଷେତୀ*-   (28-Apr-2026)       ||      ପ୍ରାକୃତିକ ସନ୍ଦର୍ଯ୍ୟର ଗନ୍ତାଘର ବିଖ୍ୟାତ ଶୈବପୀଠ କେଲିଆ""   (28-Apr-2026)       ||      ବରୀ ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (28-Apr-2026)       ||      ସିଲ୍ ହେଲା ବେଆଇନ ବାଲି ଘାଟ   (28-Apr-2026)       ||      ଦେଓଗାଁ ବ୍ଲକରେ ଆଇନ ସଚେତନତା ଶିବିର ଅନୁଷ୍ଠିତ   (28-Apr-2026)       ||      ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ♦️ ମହାକାଳୀ ୱାରିଅର୍ସ ଚମ୍ପିୟାନ୍, ସ୍କାୟ ଲିଜେଣ୍ଡ ରନର୍ସ ଅପ୍   (28-Apr-2026)       ||      ଶାଖା କେନାଲ ପାର୍ଶ୍ଵ ରେ ଡ୍ରେନ ନିର୍ମାଣ ପାଇଁ ଦାବି   (27-Apr-2026)       ||      ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ମେ ୯ରେ    (27-Apr-2026)       ||      ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ କମିଟିର ଦ୍ୱିତୀୟ ଅନ୍ତରୀଣ ରିପୋର୍ଟ ପ୍ରଦାନ କରାଯାଇଛି   (27-Apr-2026)       ||      ବଲାଙ୍ଗୀର ଜିଲ୍ଲାର ବୋହୂ ଡ. ସଂଗୀତା ମିଶ୍ରଙ୍କୁ ରାଜ୍ୟସ୍ତରୀୟ ସମ୍ମାନ    (27-Apr-2026)       ||      ଦୁଇ ନେତାଙ୍କ ଏହି ଭେଟ କେବଳ ଏକ ସାଧାରଣ ଭେଟ ନା ୟା ପଛରେ କୌଣସି ରାଜନୈତିକ କାରଣ ରହିଛି    (27-Apr-2026)       ||     

HOME   ଜିଲ୍ଲା

ପଞ୍ଚାୟତ ସ୍ତରୀୟ ବିପର୍ଯ୍ୟୟ ପରିଚାଳନା ନେଇ ପ୍ରସ୍ତୁତି ବୈଠକ

02-Aug-2024



(ଡୋଲେଷ୍ଵର ଵାଗ )
ନୂଆପଡ଼ା ଜିଲ୍ଲା ବୋଡ଼େନ ବ୍ଲକ ବୁଏରଗାଁ ଠାରେ ପଞ୍ଚାୟତ ସ୍ତରୀୟ ବିପର୍ଯ୍ୟୟ ପରିଚାଳନା ପ୍ରସ୍ତୁତି ବୈଠକ ଅନୁଷ୍ଠିତ। ଏହି ବୈଠକ ରେ ଅନୁକୂଳ ପରିସ୍ଥିତି ମୁକାବିଲା ପାଇଁ ସଜାଗ ରହିବା ସହ ସମସ୍ତ ଆନୁସଙ୍ଗିକ ବ୍ୟବସ୍ଥା ନେଇ ଆଲୋଚନା ହୋଇଅଛି। ବିଶେଷ ଭାବେ ବିଚ୍ଛିନ୍ନାଞ୍ଚଳରେ ଆବଶ୍ୟକ ଖାଦ୍ୟ ମହଜୁଦ ରହିବା, ନ‌ଦୀ ଅଞ୍ଚଳରେ ସୁରକ୍ଷିତ ସ୍ଥାନ ନିରୂପଣ, ବନ୍ୟା ପ୍ରଭାବିତ ଅଞ୍ଚଳ ବନ୍ୟା ଆଶ୍ରୟ ସ୍ଥଳର ବ୍ୟବସ୍ଥା ଗ୍ରହଣ କରିବାକୁ ନିଷ୍ପତ୍ତି ହୋଇଛି। ୟାର ସଙ୍ଗଠନ ର ବିପର୍ଜୟ ସଂଚାଳକ ସଞ୍ଜୀବ ନାରାୟଣ ପଣ୍ଡା ଏହାର ପରିଚାଳନା କରିଥିଲେ, ସେ ପଞ୍ଚାୟତ ବାସୀଙ୍କୁ ଏ ସମ୍ପର୍କ ରେ ଅବଗତ କରାଇ ମାର୍ଗ ଦର୍ଶନ କରିଥିଲେ | ଏହି କାର୍ଯ୍ୟକ୍ରମରେ  ବିଷ୍ଣୁ କୁମ୍ଭାର ଜି.ପି.ଡି.ଓ , ବୁଏରଗାଁ ସରପଞ୍ଚ ହେମାଦ୍ରି ଜଗତ, ପି.ଇ.ଓ ଜୟାନନ୍ଦ ମେହେର, ନାଏବ ସରପଞ୍ଚ ହରି ସିଂ ମାଝୀ, ଆର୍.ଆଇ ଅଜିତ ସିଂ, ବୁଇଁରଗାଁ ଗ୍ରା.ପ ର ସମସ୍ତ ବିଦ୍ୟାଲୟ ର ପ୍ରଧାନ ଶିକ୍ଷକ, ବୁଇଁର ଗାଁ ଗ୍ରା.ପ ର ସମସ୍ତ ଏ.ଏନ୍.ଏମ, ଆଶା, ଅଙ୍ଗେନ୍ ୱାଡ଼ି କର୍ମୀ, ସହିତ ବୁଇଁର ଗାଁ ଗ୍ରା.ପ ର ସମସ୍ତେ ୱାର୍ଡ ମେମ୍ବର ତଥା ପଞ୍ଚାୟତର ଜନସାଧାରଣ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁବର୍ଣ୍ଣପୁର ରେ ଖୋଲିଲା ବିଶାଳ ର ମେଗା ମାର୍ଟ   28-Apr-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ଲୟର୍ସ ଡେ ପାଳିତ   28-Apr-2026
  ଜିଲ୍ଲା  
*ହରେରାମ ହରେକୃଷ୍ଣ ଧ୍ବନି ରେ କମ୍ପିଲା ନବରଙ୍ଗପୁର ମାଟି*   28-Apr-2026
  ଜିଲ୍ଲା  
ଭରସୁଜା ପଂଚାୟତ ରେ ଜନ ଶୁଣାଣି ଶିବିର ଅନୁଷ୍ଠିତ      28-Apr-2026
  ଜିଲ୍ଲା  
ଜୟନ୍ତୀଙ୍କ ନେତୃତ୍ୱରେ ମହିଳା କଂଗ୍ରେସ ହେବ ସାଧାରଣ ଜନତାଙ୍କ ସ୍ୱର- ନରସିଂହ   28-Apr-2026
Qwert   28-Apr-2026
Jk   28-Apr-2026
  ଜିଲ୍ଲା  
କେବଳ କାଗଜପତ୍ର ରେ ସୀମିତ ଜିଲ୍ଲା ପ୍ରଶାସନର ଏନ୍‌ଫୋର୍ସମେଣ୍ଟ୍‌ ସ୍କୁଆଡ଼   28-Apr-2026
  ଜିଲ୍ଲା  
କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପଳିତ   28-Apr-2026
  ଜିଲ୍ଲା  
*ଜିଲ୍ଲାପାଳ ଙ୍କୁ ସମ୍ବର୍ଦ୍ଧନା*- *କଳା କେବଳ ନାଚ ଗୀତ ରେ ନ ଥାଏ ବରଂ ନିରଶ ମୁଁହ ରେ ହସ ଫୁଟାଇବା ହିଁ ବାସ୍ତବିକ କଳା* - *ପ୍ରଧ୍ୟାପକ ମଦନ ସୁନ୍ଦର କ୍ଷେତୀ*-   28-Apr-2026
  ଜିଲ୍ଲା  
ପ୍ରାକୃତିକ ସନ୍ଦର୍ଯ୍ୟର ଗନ୍ତାଘର ବିଖ୍ୟାତ ଶୈବପୀଠ କେଲିଆ""   28-Apr-2026
  ଜିଲ୍ଲା  
ବରୀ ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   28-Apr-2026

You Might Also Like

                   
  ଜିଲ୍ଲା  

Qwert

   
  ଜିଲ୍ଲା  

Jk