-+91-9937148622 |

prerana_bgr@rediffmail.com |

  Saturday 3rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   (02-Oct-2026)       ||      ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   (02-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   (02-Oct-2026)       ||      ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   (02-Oct-2026)       ||      ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   (02-Oct-2026)       ||      ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   (02-Oct-2026)       ||      ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    (02-Oct-2026)       ||      କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   (02-Oct-2026)       ||      ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   (02-Oct-2026)       ||      ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   (02-Oct-2026)       ||      *ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   (02-Oct-2026)       ||      ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   (02-Oct-2026)       ||      ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   (02-Oct-2026)       ||      ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   (01-Oct-2026)       ||      ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   (01-Oct-2026)       ||      ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା    (01-Oct-2026)       ||      ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   (01-Oct-2026)       ||     

HOME   ଜିଲ୍ଲା

କୋକସରା ବ୍ଲକ ୟୁନିୟନ ଅଫ ଜର୍ଣ୍ଣାଲିଷ୍ଟ ଆସୋସିଏସନ ପକ୍ଷରୁ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ

02-Aug-2024



କଳାହାଣ୍ଡି ,କୋକସରା(ତ୍ରିନାଥ ବେଶ୍ରା )
କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ୟୁନିୟନ ଅଫ ଜର୍ଣ୍ଣାଲିଷ୍ଟ ଆସୋସିଏସନ ପକ୍ଷରୁ ଶୁକ୍ରବାରଦିନ ଆମପାଣି ସ୍ଥିତ ଡାକ ବଙ୍ଗଳାରେ  କାର୍ଯ୍ୟରତ ସାମ୍ବାଦିକ  ମାନଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଥିଲା । ଏହି ବୈଠକ ରେ ବରିଷ୍ଠ ସାମ୍ବାଦିକ ଭଦ୍ରାଞ୍ଚଳ ନାଏକଙ୍କ ସଭାପତିତ୍ବ ରେ ଆୟୋଜିତ ବୈଠକରେ ନୂତନ କର୍ମକର୍ତ୍ତା ଚୟନ କରାଯିବା ସହ ସଙ୍ଘ ନାମକରଣ, ସାମ୍ୱାଦିକ ସୁରକ୍ଷା ,ସାମ୍ବାଦିକ ପେନସନ ଓ ଅଞ୍ଚଳର ବିକାଶ ଓ ଦୁର୍ନୀତି ନିବାରଣ ବିରୋଧରେ ସ୍ବର ଉତ୍ତୋଳନ କରିବା ନିମନ୍ତେ ଆଲୋଚନା କରା ଯାଇଥିଲା ।  ବିଧିବଦ୍ଧ ଭାବେ ସଙ୍ଘ ନାମକରଣ ନେଇ କୋକସରା ବ୍ଲକ ୟୁନିୟନ୍ ଅଫ ଜର୍ଣ୍ଣାଲିଷ୍ଟ ଆସୋସିଏସନ ନାମରେ ନାମିତ କରାଯାଇଥିବା ବେଳେ ସଙ୍ଘ ର ନୂତନ କର୍ମକର୍ତ୍ତାଙ୍କ ମଧ୍ୟରେ କୋକସରା  ବ୍ଲକ ସଭାପତି ଭାବେ ବରିଷ୍ଠ ସାମ୍ବାଦିକ ଶରତ ଚନ୍ଦ୍ର ରାଉତ ,ଉପ ସଭାପତି ଭାବେ ସନତ କୁମାର ପ୍ରଧାନୀ,କାର୍ଯ୍ୟକାରୀ ସଭାପତି ଦୁଷ୍ମନ୍ତ କୁମାର ପଟ୍ଟଯୋଶୀ, ସାଧାରଣ ସମ୍ପାଦକ ସୁଧାରାମ ସରାଫ,ସହ ସମ୍ପାଦକ ସୁରେଶ ଚନ୍ଦ୍ର ସାହୁ, ସାଂଗଠାନିକ ସମ୍ପାଦକ ଭଦ୍ରାଞ୍ଚଲ ନାଏକ,କୋଷାଧ୍ୟକ୍ଷ ଭାବେ ଭୋଲାନାଥ ପଟେଲ ରହିଥିବା ବେଳେ ତାପସ କୁମାର ରାୟ ଏବଂ ବିଜୟ ପଣ୍ଡା  ଉପଦେଷ୍ଟା କମିଟିରେ ରହିଛନ୍ତି। ଏତତ୍ ବ୍ୟତୀତ କିଶନ କୁମାର ପଟ୍ଟନାୟକ ,ତ୍ରୈଲୋକ୍ୟ ଵେଶ୍ରା, ଦିଗାମ୍ବର ନାଗ, ରୁପେନ୍ଦ୍ର ସୁନାନି, ତ୍ରିନାଥ ଵେଶ୍ରା କାର୍ଯ୍ୟନିର୍ବାହୀ ସଦସ୍ୟ ରୂପେ ଉପସ୍ଥିତ ଥିଲେ ।ଏହି ବୈଠକରେ ଆଗମୀ ସମୟରେ ସଙ୍ଘ ପକ୍ଷରୁ ଅଞ୍ଚଳ ର ସାମୂହିକ ବିକାଶ, ସାମ୍ବାଦିକ ଙ୍କ ସୁରକ୍ଷା,ବରିଷ୍ଠ ସାମ୍ବାଦିକ ଙ୍କ ପାଇଁ ପେନସନ ସହ ପରିବାର ସଦସ୍ୟ ଙ୍କ ପାଇଁ ସ୍ୱାସ୍ଥ୍ୟ କାର୍ଡ ବ୍ୟବସ୍ଥା ଲାଗୁ କରିବା ପାଇଁ ଆଗାମୀ ଦିନରେ ରାଜ୍ୟ ସରକାରଙ୍କୁ ଦାବି କରିବାକୁ ମତ ପ୍ରକାଶ ପାଇଛି। ବୈଠକ ଶେଷ ରେ ବିଜୟ କୁମାର ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   02-Oct-2026
  ଜିଲ୍ଲା  
ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   02-Oct-2026
  ଜିଲ୍ଲା  
ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   02-Oct-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   02-Oct-2026
  ଜିଲ୍ଲା  
ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   02-Oct-2026
  ଜିଲ୍ଲା  
ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   02-Oct-2026
  ଜିଲ୍ଲା  
ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   02-Oct-2026
  ଜିଲ୍ଲା  
ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   02-Oct-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    02-Oct-2026
  ଜିଲ୍ଲା  
କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   02-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   02-Oct-2026
  ଜିଲ୍ଲା  
ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   02-Oct-2026

You Might Also Like