-+91-9937148622 |

prerana_bgr@rediffmail.com |

  Saturday 3rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   (02-Oct-2026)       ||      ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   (02-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   (02-Oct-2026)       ||      ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   (02-Oct-2026)       ||      ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   (02-Oct-2026)       ||      ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   (02-Oct-2026)       ||      ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    (02-Oct-2026)       ||      କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   (02-Oct-2026)       ||      ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   (02-Oct-2026)       ||      ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   (02-Oct-2026)       ||      *ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   (02-Oct-2026)       ||      ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   (02-Oct-2026)       ||      ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   (02-Oct-2026)       ||      ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   (01-Oct-2026)       ||      ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   (01-Oct-2026)       ||      ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା    (01-Oct-2026)       ||      ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   (01-Oct-2026)       ||     

HOME   ଜିଲ୍ଲା

ବର୍ଷେ ରୁ ଉର୍ଦ୍ଧ ହେବ ସରି ପାରୁନି ରାସ୍ତା କାମ, ବର୍ଷାରେ କାଦୁଅ ପଚ ପଚ, ଯାତାୟତ ବାଧାପ୍ରାପ୍ତ

02-Aug-2024



କନ୍ଧମାଳ(ମୃତ୍ୟୁଞ୍ଜୟ ଦିଗାଲ): ‌ବର୍ଷେରୁ ଉର୍ଦ୍ଧ ହେବ ସରି ପାରୁନି ପ୍ରଧାନମନ୍ତ୍ରୀ ସଡ଼କ ଯୋଜନା ରେ ନିର୍ମାଣ ହେଉଥିବା ରାସ୍ତା କାମ ବର୍ଷାରେ କାଦୁଅ ରେ ପଚ ପଚ ହେଉଛି ସାଧାରଣ ଲୋକେ ଚାଲିକି ଯିବା ଅସମ୍ଭବ ହୋଇ ପଡ଼ିଥିବା ବେଳେ ଗାଡି ଯିବା ଦୂରର କଥା ବାଇକ ଟିଏ ଗଲେ ଲୋକେ ରାସ୍ତା ଉପରେ ଛାଡି ଯିବା ଭଳି ପରିସ୍ଥିତି ଉପୁଜିଛି l ବାରମ୍ବାର ଅଭିଯୋଗ ପରେ ବି ହୋଇ ପାରୁନି ରାସ୍ତା ନିର୍ମାଣ କାର୍ଯ୍ୟ ଠିକାଦାର ଜାଣି ଶୁଣି ମନ ଇଚ୍ଛା ନିଜ ଇଛା ମୁତାବକ କାର୍ଯ୍ୟ କରୁଥିବା ଅଭିଯୋଗ ହୋଇଛି l ଏମିତି ରାସ୍ତା ଦେଖିବାକୁ ମିଳିଛି ଫିରିଙ୍ଗିଆ ବ୍ଲକ ସୁମେରୁବନ୍ଧ ପଞ୍ଚାୟତ ସୁମେରୁବନ୍ଧ ଠାରୁ କିଲୁର ପଙ୍ଗା  ଦେଇ  ମିଙ୍ଗୁନ ପଦର ଯାଇଥିବା ରାସ୍ତାରେ l ଏହି ରାସ୍ତା ଉପାନ୍ତ ଅଞ୍ଚଳ ବାସୀ ତଥା ସୁମରୁ ବନ୍ଧ ପଞ୍ଚାୟତ ର ଜନସାଧାରଣ ଙ୍କ ଯାତାୟତ ସମସ୍ୟା ଦୃଷ୍ଟି କୋଣରୁ ଗତ ୨୧/ ୨୨ ଆର୍ଥିକ ବର୍ଷରେ ସରକାର ଙ୍କ ତରଫରୁ ଅନୁମୋଦନ

କରା ଯାଇ ଟେଣ୍ଡର ମାଧ୍ୟମରେ ଜଣେ ଠିକାଦାର କୁ କାର୍ଯ୍ୟାଦେଶ ପ୍ରଦାନ କରାଯାଇଛି l କିନ୍ତୁ ଠିକାଦାର ଠିକ ଭାବରେ କାମକୁ ଗୁରୁତ୍ୱ ଦେଉନଥିବା ବେଳେ ଦୀର୍ଘ ବର୍ଷେ ରୁ ଉର୍ଧ୍ଵ ସମୟ ବିତିଯାଥିଲେ ମଧ୍ୟ ଆଜି ପର୍ଯ୍ୟନ୍ତ କେବଳ ରାସ୍ତା ଉପରେ ମାଟି ପକାଇ ରଖିଥିବାରୁ ଯାତାୟତ ରେ ବହୁ ସମସ୍ୟା ଦେଖା ଯାଇଛି l ସୁମେରୁ ବନ୍ଧ ଠାରୁ କିଲୁରପଙ୍ଗା ୫ କିଲୋମିଟର ହୋଇଥିବା ବେଳେ କିଲୁର ପଙ୍ଗା ଠାରୁ ମିଙ୍ଗୁନ ପଦର ୩ କିଲୋମିଟର ସମୁଦାୟ ୮ କିଲୋମିଟର ରାସ୍ତା କାର୍ଯ୍ୟ ଚାଲିଛି l ଖରା ଦିନ ଠାରୁ ଏହି ରାସ୍ତା କୁ ନେଇ ଅଞ୍ଚଳ ବାସୀ ଠିକ ଭାବରେ କାର୍ଯ୍ୟ କରିବାକୁ ଠିକାଦାର କୁ କହିବା ସହ ପ୍ରଦାସନିକ ସ୍ଥରରେ ଅଭିଯୋଗ କରିଥିଲେ ମଧ୍ୟ ଆଜି ପର୍ଯ୍ୟନ୍ତ କୌଣସି କାର୍ଯ୍ୟ ସଫଳ ହୋଇ ପାରି ନାହିଁ l ବର୍ତମାନ ବର୍ଷା ଦିନ ହୋଇଥିବା ବେଳେ ରାସ୍ତାର ପ୍ରାୟ ଜାଗାରେ ପ୍ରବଳ କାଦୁଅ ରେ ପଚ ପଚ ହେଉଥିବା ବେଳେ ରାସ୍ତାରେ ସାଧାରଣ ଭାବରେ ବାଇକ ଟିଏ ଗଲେ କାଦୁଅ ରେ ବୁଡି ଯାଇ ପାରନାହିଁ l ପ୍ରାୟ ୮ କିଲୋମିଟର ଦୂର ହୋଇଥିବା ବେଳେ ଆମ୍ବୁଲାନ୍ସ ଯିବା ଦୂରର କଥା ସାଧାରଣ ଭାବରେ ଲୋକେ ଚାଲିକି ଯିବାଟା ବି ଅସମ୍ଭବ ହୋଇ ପଡିଛି l ଏବେ ଅଞ୍ଚଳ ର ଲୋକେ ମେଡିକାଲ ଠାରୁ ଛାତ୍ର ଛାତ୍ରୀ ମାନଙ୍କ ବିଦ୍ୟାଳୟ କୁ ଯିବା ଅସମ୍ଭବ ହୋଇ ପଡିଛି l ପ୍ରାୟତଃ କାମ ସାଡୀଙ୍ଗିଆ ପଞ୍ଚାୟତ ଉପରେ ନିର୍ଭର କରୁଥିବା ବେଳେ ଫିରିଙ୍ଗିଆ ବ୍ଲକ କୁ ମଧ୍ୟ ଆସିବା ଅସମ୍ଭବ ହୋଇ ପଡିଛି l ଅସୁବିଧା ଦୃଷ୍ଟିରୁ ତୁରନ୍ତ ରାସ୍ତା କାର୍ଯ୍ୟ କରି ଲୋକଙ୍କ ଯିବା ଆସିବା ସୁବିଧା କରିବା ସହ ତୁରନ୍ତ ରାସ୍ତା ନିର୍ମାଣ କରିବାକୁ ସୁମେରୁ ବନ୍ଧ ପଞ୍ଚାୟତ ସରପଞ୍ଚ ସୁଶୀଳା କହଁରଙ୍କ ସହ  ଅଞ୍ଚଳ ବାସୀ ଦାବୀ କରିଛନ୍ତି l 
《କନ୍ଧମାଳ ଜିଲ୍ଲାରୁ  ମୃତ୍ୟୁଞ୍ଜୟ ଦିଗାଲଙ୍କ ରିପୋର୍ଟ》


News Comment




Photo in News

Advertisment
Lastest News
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   02-Oct-2026
  ଜିଲ୍ଲା  
ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   02-Oct-2026
  ଜିଲ୍ଲା  
ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   02-Oct-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   02-Oct-2026
  ଜିଲ୍ଲା  
ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   02-Oct-2026
  ଜିଲ୍ଲା  
ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   02-Oct-2026
  ଜିଲ୍ଲା  
ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   02-Oct-2026
  ଜିଲ୍ଲା  
ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   02-Oct-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    02-Oct-2026
  ଜିଲ୍ଲା  
କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   02-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   02-Oct-2026
  ଜିଲ୍ଲା  
ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   02-Oct-2026

You Might Also Like