-+91-9937148622 |

prerana_bgr@rediffmail.com |

  Saturday 3rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   (02-Oct-2026)       ||      ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   (02-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   (02-Oct-2026)       ||      ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   (02-Oct-2026)       ||      ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   (02-Oct-2026)       ||      ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   (02-Oct-2026)       ||      ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    (02-Oct-2026)       ||      କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   (02-Oct-2026)       ||      ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   (02-Oct-2026)       ||      ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   (02-Oct-2026)       ||      *ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   (02-Oct-2026)       ||      ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   (02-Oct-2026)       ||      ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   (02-Oct-2026)       ||      ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   (01-Oct-2026)       ||      ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   (01-Oct-2026)       ||      ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା    (01-Oct-2026)       ||      ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   (01-Oct-2026)       ||     

HOME   ଜିଲ୍ଲା

 ଫୁଲବାଣୀ ଆଦର୍ଶ ଟାଉନ ଥାନା  ଅଧିକାରୀଙ୍କ ମନୋମୁଖୀ କାର୍ଯ୍ୟ, ନିଖୋଜ ନାବାଳିକାଙ୍କୁ ଖୋଜିବାରେ କରୁଛନ୍ତି ଅବହେଳା..ଏସ୍ ପି ଙ୍କ ଦ୍ୱାରସ୍ଥ ହେଲେ ମା

03-Aug-2024



କନ୍ଧମାଳ ଜିଲ୍ଲା ଫୁଲବାଣୀ ମୁଖ୍ୟ ସହରରେ ଥିବା ଆଦର୍ଶ ଟାଉନ ଥାନା ର କାର୍ଯ୍ୟକଳାପକୁ ନାପସନ୍ଦ କରିଛନ୍ତି ଜନ ସାଧାରଣ l

■■《《卐卐卐卐卐◇◇◇》》■■

ଦୀର୍ଘ 23 ଦିନ ହେଲାଣି  ଫୁଲବାଣୀ  ସ୍ଥିତ  ସତ୍ୟସାଇ ବାଳିକା ଉଚ୍ଚ ବିଦ୍ୟାଳୟର ଦଶମ ଶ୍ରେଣୀର ଛାତ୍ରୀ ସ୍କୁଲ  ଯାଇ ଆଉ ଘରକୁ ଫେରି ନାହାନ୍ତି l ପରିବାର ଲୋକେ ନିଜ ସମ୍ପର୍କୀୟ ସବୁଆଡେ଼ ଖୋଜାଖୋଜି କଲା ପରେ ନ ପାଇବାରୁ ଫୁଲବାଣୀ ଆଦର୍ଶ ଟାଉନ ଥାନାରେ ଲିଖିତ ଅଭିଯୋଗ ଦେଇଥିଲେ l ସନ୍ଦେହ କରାଯାଉଥିବା ଏବଂ ଯେଉଁ ମାନେ  ନାବାଳିକା ଙ୍କୁ  ଅପହରଣ କରି ନେଇଥିବା ସନ୍ଦେହ କରାଯାଉଛି ତାଙ୍କ ନାମରେ ଲିଖିତ ଅଭିଯୋଗ ଦେବା ପରେ ମଧ୍ୟ ପୋଲିସ୍ ଗାଲୁମାରି ରହୁଥିଵା ନାବାଳିକା ର ମା ଅତିରିକ୍ତ ଜିଲ୍ଲା ଅରକ୍ଷୀକ ଅଧିକାରୀ  ମହୋଦୟଙ୍କୁ ସାକ୍ଷାତ କରି ଲିଖିତ ଅଭିଯୋଗ ଦେଇଭାନ୍ତି l କନ୍ଧମାଳ ଜିଲ୍ଲା ଫୁଲବାଣୀରେ  ଆଦର୍ଶ ଟାଉନ ଥାନା ବଲାଉ ଥିବା ଆଦର୍ଶ କର୍ମଚାରୀ ମାନଙ୍କ ମନୋମୁଖୀ କାର୍ଯ୍ୟ ଏବଂ ଥାନା ଅଧିକାରୀଙ୍କ ଅବହେଳା କାର୍ଯ୍ୟ କୁ ନେଇଁ ନିନ୍ଦା କରିଛନ୍ତି  ନାବାଳିକାଙ୍କ ପରିବାର ସମେତ ବୁଦ୍ଧିଜୀବୀ ମାନେ l ପରିବାର ପକ୍ଷରୁ ଥାନାକୁ ଯାଇ ପଚାରି ବୁଝିଲେ କହୁଛନ୍ତି ଖୋଜା ଚାଲିଚି, ତାଙ୍କ ମୋବାଇଲ୍ ନାହିଁ.. ସେ ମୋବାଇଲ୍  ଧରୁ ନାହାନ୍ତି ତ ଆମେ କେମିତି ଖୋଜିବୁ ଏସବୁ ବାହାନା କରି ଗାଲୁ ମାରି ଚୋରଙ୍କ ଭଳି ଭୁଆଁ ବୁଲା ନାଟକ କରୁଛନ୍ତି ଦାୟିତ୍ଵ ରେ ଥିବା କର୍ମଚାରୀ l ଏଠି ପ୍ରଶ୍ନ ଉଠୁଛି କି ଯେଉଁ ଅଭିଯୁକ୍ତ ମୋବାଇଲ୍ ବ୍ୟବହାର କରୁ ନାହାନ୍ତି ତାଙ୍କୁ କଣ ପିଲିସ୍ ଖୋଜିପାରିବନି ? l ଯଦି ତାହା ସତ୍ୟ ତାହେଲେ  କୌଣସି ଅଭିଯୁକ୍ତ କେବେ ମୋତେ ଧରନ୍ତୁ ବଲି ମୋବାଇଲ୍ ବ୍ୟବହାର କରିବ କି ?  ଏଭଳି ମୂର୍ଖାମୀ ପୋଲିସ୍ କର୍ମଚାରୀ ମାନଙ୍କୁ ଜିଲ୍ଲା ଆରକ୍ଷୀକ ଅଧିକାରୀ କି ପଦକ୍ଷେପ ନେଉଛନ୍ତି ଆଉ ନିଖୋଜ ନାବାଳିକା ଙ୍କୁ କେବେ ଖୋଜି ବାହାର କରୁଛନ୍ତି ତାହା ଦେଖିବାରେ ବାକି ରହିଲା l

《ରମେଶ ପଣ୍ଡାଙ୍କ ରିପୋର୍ଟ》 


News Comment




Photo in News

Advertisment
Lastest News
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   02-Oct-2026
  ଜିଲ୍ଲା  
ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   02-Oct-2026
  ଜିଲ୍ଲା  
ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   02-Oct-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   02-Oct-2026
  ଜିଲ୍ଲା  
ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   02-Oct-2026
  ଜିଲ୍ଲା  
ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   02-Oct-2026
  ଜିଲ୍ଲା  
ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   02-Oct-2026
  ଜିଲ୍ଲା  
ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   02-Oct-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    02-Oct-2026
  ଜିଲ୍ଲା  
କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   02-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   02-Oct-2026
  ଜିଲ୍ଲା  
ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   02-Oct-2026

You Might Also Like