-+91-9937148622 |

prerana_bgr@rediffmail.com |

  Saturday 3rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   (02-Oct-2026)       ||      ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   (02-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   (02-Oct-2026)       ||      ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   (02-Oct-2026)       ||      ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   (02-Oct-2026)       ||      ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   (02-Oct-2026)       ||      ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    (02-Oct-2026)       ||      କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   (02-Oct-2026)       ||      ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   (02-Oct-2026)       ||      ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   (02-Oct-2026)       ||      *ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   (02-Oct-2026)       ||      ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   (02-Oct-2026)       ||      ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   (02-Oct-2026)       ||      ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   (01-Oct-2026)       ||      ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   (01-Oct-2026)       ||      ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା    (01-Oct-2026)       ||      ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   (01-Oct-2026)       ||     

HOME   ଜିଲ୍ଲା

ବର୍ଷା ଦିନେ ବେଆଇନ ଭାବେ ବଢୁଛି ବାଲି ଡିପୋ ନିରବଦ୍ରଷ୍ଟା ସାଜିଛି ଲଘୁ ଖଣିଜ ବିଭାଗ

03-Aug-2024



ହରଭଙ୍ଗା(ଦେବବ୍ରତ ଦାଶଙ୍କ ରିପୋର୍ଟ): ମହାନଦୀ ବାଲି ଉପରେ ମାଫିଆଙ୍କ ଲୋଲୁପ ଦୃଷ୍ଟି । ହରଭଙ୍ଗା ତହସିଲ ଅଞ୍ଚଳରେ ଚାଲିଛି ଲଘୁ ଖଣିଜ ଲୁଣ୍ଠନ ।

《《《《《《■■》》》》》

ମହାନଦୀ କୂଳେ କୂଳେ ଗଢି ଉଠୁଛି ବେଆଇନ ବାଲି ଡ଼ିପୋ । ସବୁ ଜାଣି ଚୁପ ବସିଛି ଲଘୁଖଣିଜ ବିଭାଗ । ସରକାର ସବୁବେଳେ ଲଘୁ ଖଣିଜ ଉପରେ କୋଟି କୋଟି ଟଙ୍କା ର ରାଜସ୍ୱ ପାଇଥାନ୍ତି l ଏଥିପାଇଁ ପ୍ରତ୍ୟେକ ଜିଲ୍ଲା ରେ ଲଘୁ ଖଣିଜ  ବା ମାଇନ୍ସ କାର୍ଯ୍ୟଳୟ ଖୋଲା ରହିଛି  l କିନ୍ତୁ ସମ୍ପୃକ୍ତ ବିଭାଗୀୟ ଅଧିକାରୀ ମାଫିଆ ଙ୍କ ମଧ୍ୟରେ ରାଧେ ରାଧେ ନୀତି ଯୋଗୁଁ  ସରକାର ଲକ୍ଷ ଲକ୍ଷ ଟଙ୍କା ରାଜସ୍ୱ ହରାଉଥିବା ନେଇ ସାଧରଣ ରେ ଅଭିଯୋଗ ହେଉଛି l ଏହାର ବାସ୍ତବ ଚିତ୍ର ଦେଖିବାକୁ ମିଳୁଛି ବୌଦ୍ଧ ଜିଲ୍ଲା ରେ l ବୌଦ୍ଧ ଜିଲ୍ଲା ଦେଇ ୧୦୦ ରୁ ଉର୍ଦ୍ଧ କିଲୋମିଟର ମାନମୁଣ୍ଡା ଠାରୁ ଅତଲସରା ପର୍ଯ୍ୟନ୍ତ ମହାନଦୀ ପ୍ରବାହିତ ହେଉଛି । ମହାନଦୀ ଘାଟ ରୁ ରାଜସ୍ୱ ପାଇଁ ସରକାର ବାଲି ଉତ୍ତୋଳନ କରିବା ପାଇଁ ଲିଜଧାରୀ ମାନଙ୍କୁ ଅନୁମତି ପ୍ରଦାନ କରିଛନ୍ତି । କିନ୍ତୁ ଏବେ କିଛି ବାଲିମାଫିଆ ଓ ଲିଜଧାରୀ ଚତୁରତାର ସହ ନୂତନ ପନ୍ଥା ଆପଣେଇଛନ୍ତି । ସାଧାରଣତଃ ବର୍ଷାଦିନରେ ମହାନଦୀ ରୁ ବାଲି ଉତ୍ତୋଳନ କରିବା ସମ୍ଭବପର ହେଉ ନଥିବା ବେଳେ ଦର ମଧ୍ୟ ଅଧିକା ରହିଥାଏ । ତେଣୁ ବାଲି ମାଫିଆମାନେ ମହାନଦୀ ରେ ଜଳସ୍ତର କମିବା ସମୟରେ ବାଲିଘାଟରୁ ନିୟମ ଠାରୁ ଅଧିକ ହଜାର ହଜାର ଟ୍ରିପ ବାଲି ଜେସିବି ସାହାଯ୍ୟ ଉତ୍ତୋଳନ କରିଥାନ୍ତି । ପରେ ନଦୀକୂଳ କିମ୍ବା କୌଣସି ଗାଁ ମୁଣ୍ଡରେ ଥିବା ଏକ ସରକାରୀ ଜମି ରେ ବେଆଇନ ଭାବେ ପାହାଡ଼ ପରି ଟ୍ରିପ ଟ୍ରିପ ବାଲି ଡ଼ିପୋ କରେ ଗଦେଇ ରଖିଥାନ୍ତି ଓ ପରେ ବର୍ଷାଦିନ ଆସିଲେ ବାଲି କୁ ଚଢାଦର ରେ ବିକ୍ରି କରିଥାନ୍ତି । ଏଭଳି ଦୃଶ୍ୟ ଏବେ ହରଭଙ୍ଗା ବ୍ଲକ ଅନ୍ତର୍ଗତ ଧଳପୁର ପଞ୍ଚାୟତ ସକୁସିଙ୍ଗା ଗ୍ରାମରେ ଦେଖିବାକୁ ମିଳିଛି । ଗାଁ ମୁଣ୍ଡର ଏକ ସରକାରୀ ଜମିରେ ପାହାଡ଼ ଭଳି ବାଲି ଗଦା ହୋଇ ରହିଥିବା ଏବେ ଦେଖିବାକୁ ମିଳିଛି । ବାଲି ଗଦା ହେବା ଯୋଗୁଁ ଗାଁ ର ଚାଷ ଜମି କୁ ମାଡୁଥିବା ପାହାଡି ବର୍ଷା ପାଣି ମଧ୍ୟ ଚାଷ ଜମି ରେ ମାଡି ପାରୁନାହିଁ । ଜମି କୁ ପାଣି ମାଡିବାରେ ବାଧା ସୃଷ୍ଟି କରୁଛି ଏହି ବେଆଇନ ବାଲିଗଦା  । ବିଗତ ବର୍ଷ ଗୁଡିକରେ ମଧ୍ୟ ସେହି ଜାଗାରେ ହଜାର ହଜାର ଟ୍ରିପ ବେଆଇନ ଭାବେ ବାଲି ଗଦା କରି ମାଫିଆ ବିକ୍ରି କରୁଥିବା ଦେଖିବାକୁ ମିଳିଥିଲା । ପରବର୍ତ୍ତୀ ସମୟରେ ପ୍ରଶାସନ ନିକଟରେ ଗ୍ରାମବାସୀଙ୍କ ଅଭିଯୋଗ

ପରେ ପ୍ରଶାସନ ନାଲି ପତାକା ପୋତି ବାଲି ବିକ୍ରି ଉପରେ ରୋକ ଲଗାଇ ଜୋରିମାନା କରିଥିଲେ । କିନ୍ତୁ ପରବର୍ତ୍ତୀ ସମୟରେ ପ୍ରଶାସନ ନିୟମ କୁ ବାଲି ମାଫିଆ ଭ୍ରୁକ୍ଷେପ ନକରି ରାତିଅଧିଆ ବାଲି ଚୋରାଚାଲାଣ କରିଥିବା ଘଟଣା ଦେଖିବାକୁ ମିଳିଥିଲା । ଅନ୍ୟପଟେ ଏନେଇ ବୌଦ୍ଧ ଜିଲ୍ଲା ଲଘୁଖଣିଜ ଅଧିକାରୀ ମନୋହର ମହନ୍ତ ଙ୍କୁ ପଚାରିବାରୁ ମୋ ପାଖରେ ଏଭଳି କୌଣସି ସୂଚନା ନାହିଁ । ଯଦି ଏଭଳି କିଛି ଅଭିଯୋଗ ରହିଛି ଘଟଣା ର ତଦନ୍ତ କଲା ପରେ ଦୋଷୀ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଛନ୍ତି । ଅନ୍ୟପଟେ ସମ୍ପୃକ୍ତ ଅଧିକାରୀ ଓ ମାଫିଆ ଙ୍କ ମଧ୍ୟରେ ଭିତି ମଧୁଚନ୍ଦ୍ରିକା ରହିଥିବା ବେଳେ ଅଧିକାରୀ ଜଣକ କାର୍ଯ୍ୟାନୁଷ୍ଠାନ ନେବେ ନା ସଲାସୁତୁରା ରେ ତଦନ୍ତ ସରିଯିବ ବୋଲି ସାଧାରଣରେ ଏକ ପ୍ରଶ୍ନ ଉଠୁଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   02-Oct-2026
  ଜିଲ୍ଲା  
ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   02-Oct-2026
  ଜିଲ୍ଲା  
ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   02-Oct-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   02-Oct-2026
  ଜିଲ୍ଲା  
ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   02-Oct-2026
  ଜିଲ୍ଲା  
ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   02-Oct-2026
  ଜିଲ୍ଲା  
ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   02-Oct-2026
  ଜିଲ୍ଲା  
ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   02-Oct-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    02-Oct-2026
  ଜିଲ୍ଲା  
କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   02-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   02-Oct-2026
  ଜିଲ୍ଲା  
ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   02-Oct-2026

You Might Also Like