-+91-9937148622 |

prerana_bgr@rediffmail.com |

  Wednesday 29th April 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁ ଥାନା ହାଜତରେ ଜଣେ ଯୁବକଙ୍କ ମୃତ୍ୟୁ........ହତ୍ୟା ଅଭିଯୋଗ ଆଣିଲେ ପରିବାର ବର୍ଗ*   (29-Apr-2026)       ||      *ସୋନପୁର ମହାରାଜା ବିରମିତ୍ରୋଦୟ ସିଂହ ଦେଓ ଙ୍କ ୮୯ ତମ ଶ୍ରାଦ୍ଧ ଦିବସ ପାଳିତ*   (29-Apr-2026)       ||      ଆସନ୍ତା ପଞ୍ଚାୟତ ନିର୍ବାଚନରେ କୌଣସି ମେଣ୍ଟ ହେବନି କହିଲେ ପିସିସି ସଭାପତି ଭକ୍ତ ଦାସ   (29-Apr-2026)       ||      ବିଜେପି ରାଜ୍ୟ ସଭାପତିଙ୍କ ବଡ଼ ବୟାନ ♦️ ରାଜ୍ୟରେ ଖୁବଶୀଘ୍ର ନିଗମ ଓ ବୋର୍ଡର ହେବ ନିଯୁକ୍ତି   (29-Apr-2026)       ||      ବ୍ୟାଙ୍କରୁ ଟଙ୍କା ଉଠାଇବା ପାଇଁ ଭଉଣୀର ଶବ ଖୋଳି ଆଣିବା ପ୍ରସଙ୍ଗ♦️ ଜାତୀୟ ମାନବାଧିକାର କମିଶନ ପକ୍ଷରୁ ମାମଲା ରୁଜୁ   (29-Apr-2026)       ||      ହିଆଁଲ କ୍ଳଷ୍ଟରରେ ଘରଘର ବୁଲି ଗୃହକାର୍ଯ୍ୟ ବଣ୍ଟନ    (29-Apr-2026)       ||      ଓଡ଼ିଆ ଭାଷାରେ ସରକାରୀ କାର୍ଯ୍ୟ ସଂଚାଳନ ପାଇଁ ପ୍ରୟୋଗାତ୍ମକ ପ୍ରଶିକ୍ଷଣ    (29-Apr-2026)       ||      ଗୋସେବା ଶିବିର   (29-Apr-2026)       ||      ବ୍ୟାଙ୍କ ସମ୍ମୁଖରେ ଭଉଣୀର ଶବ ରଖି ଟଙ୍କା ମାଗିଲା ଭାଇ    (29-Apr-2026)       ||      କାର-ବସ ମୁହାଁମୁହିଁ ଧକ୍କା ଜଣେ,ମୃତ ୪ ଗୁରୁତର   (28-Apr-2026)       ||      ସୁବର୍ଣ୍ଣପୁର ରେ ଖୋଲିଲା ବିଶାଳ ର ମେଗା ମାର୍ଟ   (28-Apr-2026)       ||      ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ଲୟର୍ସ ଡେ ପାଳିତ    (28-Apr-2026)       ||      *ହରେରାମ ହରେକୃଷ୍ଣ ଧ୍ବନି ରେ କମ୍ପିଲା ନବରଙ୍ଗପୁର ମାଟି*   (28-Apr-2026)       ||      ଭରସୁଜା ପଂଚାୟତ ରେ ଜନ ଶୁଣାଣି ଶିବିର ଅନୁଷ୍ଠିତ      (28-Apr-2026)       ||      ଜୟନ୍ତୀଙ୍କ ନେତୃତ୍ୱରେ ମହିଳା କଂଗ୍ରେସ ହେବ ସାଧାରଣ ଜନତାଙ୍କ ସ୍ୱର- ନରସିଂହ   (28-Apr-2026)       ||      Qwert   (28-Apr-2026)       ||      Jk   (28-Apr-2026)       ||      କେବଳ କାଗଜପତ୍ର ରେ ସୀମିତ ଜିଲ୍ଲା ପ୍ରଶାସନର ଏନ୍‌ଫୋର୍ସମେଣ୍ଟ୍‌ ସ୍କୁଆଡ଼    (28-Apr-2026)       ||      କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପଳିତ   (28-Apr-2026)       ||      *ଜିଲ୍ଲାପାଳ ଙ୍କୁ ସମ୍ବର୍ଦ୍ଧନା*- *କଳା କେବଳ ନାଚ ଗୀତ ରେ ନ ଥାଏ ବରଂ ନିରଶ ମୁଁହ ରେ ହସ ଫୁଟାଇବା ହିଁ ବାସ୍ତବିକ କଳା* - *ପ୍ରଧ୍ୟାପକ ମଦନ ସୁନ୍ଦର କ୍ଷେତୀ*-   (28-Apr-2026)       ||     

HOME   ଜିଲ୍ଲା

ସିନ୍ଧେକେଲା ହସ୍ପିଟାଲରେ ରୋଗୀ କଲ୍ୟାଣ ସମିତି ବୈଠକ, ସ୍ବାସ୍ଥ୍ୟକେନ୍ଦ୍ର ରେଫରାଲ ସେଣ୍ଟର ନ ହେଉ କଣ୍ଟାବାଞ୍ଜି ବିଧାୟକ

03-Aug-2024



ସିନ୍ଧେକେଲା(ଅନୀଲ କୁମାର ତ୍ରିପାଠୀ):  ବଲାଙ୍ଗୀର ଜିଲ୍ଲା ସିନ୍ଧେକେଲା ସ୍ବାସ୍ଥ୍ୟକେନ୍ଦ୍ରରେ ରୋଗୀ କଲ୍ୟାଣ ସମିତିର ବୈଠକ ଅନୁଷ୍ଠିତ ହୋଇଯାଇଛି। କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗ ଙ୍କ ଅଧ୍ୟକ୍ଷତାରେ ହୋଇଥିବା ଏହି ବୈଠକରେ ବଙ୍ଗୋମୁଣ୍ଡା ବ୍ଲକ ଅଧ୍ୟକ୍ଷା ରଞ୍ଜୁବାଲା ବେହେରା, ବିଡ଼ିଓ ବାସନ୍ତୀ ସେଠୀ, ଏମଓଆଇସି ଜୟନ୍ତ ବାଗ, ବଲାଙ୍ଗୀର ସାଂସଦ ପ୍ରତିନିଧି ଅନିଲ ନାଏକ ପ୍ରମୁଖ ମଞ୍ଚାସିନ ଥିଲେ। ସିନ୍ଧେକେଲା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର କଳାହାଣ୍ଡି, ବଲାଙ୍ଗୀର ଓ ନୁଆପଡା ଜିଲ୍ଲାର ସିମାନ୍ତରେ ଅବସ୍ଥିତ ଥିବାରୁ ଏହି ସ୍ବାସ୍ଥ୍ୟକେନ୍ଦ୍ର ଉପରେ ତିନି ଜିଲ୍ଲାର ସିମାନ୍ତରେ ଥିବା ଲୋକଙ୍କ ପ୍ରାଣକେନ୍ଦ୍ର ରୂପେ ପରିଗଣିତ। ବର୍ତ୍ତମାନ ଏହି ସ୍ବାସ୍ଥ୍ୟକେନ୍ଦ୍ର ବହୁ ସମସ୍ୟା ଦେଇ ଗତି କରୁଥିବାବେଳେ କିଛି ଦିନ ଆଗରୁ ଛାତରୁ ଅତଡ଼ା ଖସି ଯିବାରୁ ଅଳ୍ପକେ ବର୍ତ୍ତି ଯାଇଥିଲେ ଜଣେ ମାଁ ଓ ନବଜାତ ଶିଶୁ। ଏଭଲି ସ୍ଥଳେ ହସ୍ପିଟାଲ କର୍ତ୍ତୃପକ୍ଷ ଛାତ ଉପରେ ଜିଆଇ ଚଦର ବିଛାଇବା ପାଇଁ ପ୍ରସ୍ତାବ ରଖିବା ଆଉ କୌଣସି ରୋଗୀର ଜିବନ ପ୍ରତି ଖେଳିବା ଭଲି ହେବ ବୋଲି ବିଧାୟକ ଲକ୍ଷ୍ମଣ ବାଗ ବୈଠକରେ କ୍ଷୋଭ ପ୍ରକାଶ କରିଥଲେ।

ଦରକାର ପଡିଲେ ଅନ୍ୟ କୋୖଣସି ସରକାରୀ ବିଳ୍ଡିଂରେ କାମ ଚଳେଇବା ଶ୍ରେୟସ୍କର ବୋଲି କହିଥିଲେ। ବୈଠକରେ ବିପିଏମ ତପନ ବିହାରୀ ପଟ୍ଟନାୟକ , ବାମ ଏସପି ରଥ, ସିନ୍ଧେକେଲା ସରପଞ୍ଚ ନରେଶ ଅଗ୍ରୱାଲ, ସମିତି ସଭ୍ୟ ଭୋଲାନାଥ ବେହେରା, ସାମ୍ବାଦିକ ଅନିଲ କୁମାର ତ୍ରିପାଠୀ, ହୁଲେଶ୍ବର ହଂସ, ନୌରାଜ ରଣା, ହେମନ୍ତ ସାହୁ, ରୋହିତ ସାହୁ, ଜୟନ୍ତ ଖମାରୀ, ଜଗନ୍ନାଥ ବେହେରା, ପର୍ମା ସାହୁ, ପପୁ ସାହୁ, ବାବୁଲାଲ ସାହୁ, ଜଉବନ ବାଗ, ମୁକେଶ ବାଗ, ପପୁ ଯୁଏଡ, ଝରିଆଲ ସରପଞ୍ଚ ଭରଦ୍ୱାଜ ଗହୀର ପ୍ରମୁଖ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁ ଥାନା ହାଜତରେ ଜଣେ ଯୁବକଙ୍କ ମୃତ୍ୟୁ........ହତ୍ୟା ଅଭିଯୋଗ ଆଣିଲେ ପରିବାର ବର୍ଗ*   29-Apr-2026
  ଜିଲ୍ଲା  
*ସୋନପୁର ମହାରାଜା ବିରମିତ୍ରୋଦୟ ସିଂହ ଦେଓ ଙ୍କ ୮୯ ତମ ଶ୍ରାଦ୍ଧ ଦିବସ ପାଳିତ*   29-Apr-2026
  ରାଜନୀତି  
ଆସନ୍ତା ପଞ୍ଚାୟତ ନିର୍ବାଚନରେ କୌଣସି ମେଣ୍ଟ ହେବନି କହିଲେ ପିସିସି ସଭାପତି ଭକ୍ତ ଦାସ   29-Apr-2026
  ରାଜ୍ୟ  
ବିଜେପି ରାଜ୍ୟ ସଭାପତିଙ୍କ ବଡ଼ ବୟାନ ♦️ ରାଜ୍ୟରେ ଖୁବଶୀଘ୍ର ନିଗମ ଓ ବୋର୍ଡର ହେବ ନିଯୁକ୍ତି   29-Apr-2026
  ରାଜ୍ୟ  
ବ୍ୟାଙ୍କରୁ ଟଙ୍କା ଉଠାଇବା ପାଇଁ ଭଉଣୀର ଶବ ଖୋଳି ଆଣିବା ପ୍ରସଙ୍ଗ♦️ ଜାତୀୟ ମାନବାଧିକାର କମିଶନ ପକ୍ଷରୁ ମାମଲା ରୁଜୁ   29-Apr-2026
  ଜିଲ୍ଲା  
ହିଆଁଲ କ୍ଳଷ୍ଟରରେ ଘରଘର ବୁଲି ଗୃହକାର୍ଯ୍ୟ ବଣ୍ଟନ    29-Apr-2026
  ରାଜ୍ୟ  
ଓଡ଼ିଆ ଭାଷାରେ ସରକାରୀ କାର୍ଯ୍ୟ ସଂଚାଳନ ପାଇଁ ପ୍ରୟୋଗାତ୍ମକ ପ୍ରଶିକ୍ଷଣ   29-Apr-2026
  ଜିଲ୍ଲା  
ଗୋସେବା ଶିବିର   29-Apr-2026
  ଜିଲ୍ଲା  
ବ୍ୟାଙ୍କ ସମ୍ମୁଖରେ ଭଉଣୀର ଶବ ରଖି ଟଙ୍କା ମାଗିଲା ଭାଇ   29-Apr-2026
  ରାଜ୍ୟ  
କାର-ବସ ମୁହାଁମୁହିଁ ଧକ୍କା ଜଣେ,ମୃତ ୪ ଗୁରୁତର   28-Apr-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ଖୋଲିଲା ବିଶାଳ ର ମେଗା ମାର୍ଟ   28-Apr-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ଲୟର୍ସ ଡେ ପାଳିତ   28-Apr-2026

You Might Also Like

           
  ଜିଲ୍ଲା  

ଗୋସେବା ଶିବିର