-+91-9937148622 |

prerana_bgr@rediffmail.com |

  Saturday 3rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   (02-Oct-2026)       ||      ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   (02-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   (02-Oct-2026)       ||      ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   (02-Oct-2026)       ||      ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   (02-Oct-2026)       ||      ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   (02-Oct-2026)       ||      ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    (02-Oct-2026)       ||      କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   (02-Oct-2026)       ||      ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   (02-Oct-2026)       ||      ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   (02-Oct-2026)       ||      *ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   (02-Oct-2026)       ||      ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   (02-Oct-2026)       ||      ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   (02-Oct-2026)       ||      ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   (01-Oct-2026)       ||      ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   (01-Oct-2026)       ||      ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା    (01-Oct-2026)       ||      ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   (01-Oct-2026)       ||     

HOME   ରାଜ୍ୟ

ମରଣଯନ୍ତା ପାଲଟିଛି ଜାତୀୟ ରାଜପଥ: ବିଭାଗୀୟ ଅଧିକାରୀ ଚୁପ

03-Aug-2024



ତରଭା《କପିଳାସ ସେଠ》 ବଲାଙ୍ଗୀର-ଖୋର୍ଦ୍ଧା ୫୭ନମ୍ବର ଜାତୀୟ ରାଜପଥ  ଶିବତୁଳା ପମ୍ଫ ନିକଟରେ କଂକ୍ରିଟ ରାସ୍ତାରୁ ସିମେଣ୍ଟ ଉଠିଯାଇ ଲୁହାଛଡ଼ ବାହାରି  ଯାଇ ମରଣଯନ୍ତାରେ ପରିଣତ ହୋଇଛି I ବିଭାଗୀୟ ଅଧିକାରୀ ଜାଣି ଦେଖି ନିରବ ରହିଥିବାରୁ ଅଞ୍ଚଳରେ ଅସନ୍ତୋଷ ବୃଦ୍ଧି ପାଉଛି I ଜାତୀୟ ରାଜପଥ ବିଭାଗ ପକ୍ଷରୁ ବଲାଙ୍ଗିରରୁ ସୋନପୁର ପର୍ଯ୍ୟନ୍ତ କଂକ୍ରିଟ ରାସ୍ତା ନିର୍ମାଣ ହୋଇଛି l ବଳାଙ୍ଗିରରୁ ୨୩ କିମି ଦୂର ଶିବତୁଳା ସର ପୋଲର ଉପର କଂକ୍ରିଟ ଉଠି ଗଲାଣି ଏବଂ ଟିକେ ଆଗକୁ ରାସ୍ତା ମଝି ଜଏଣ୍ଟ ଜାଗା ଓସାରିଆ ହୋଇ ଯାଇଥିବାରୁ ବାଇକ ଆରୋହୀ ମାନେ ଦୁର୍ଘଟଣାର ଶିକାର ହେଉଛନ୍ତି I ଉକ୍ତ ଜଏଣ୍ଟ ସ୍ଥାନରେ ପିଚୁଭର୍ତ୍ତି କରିବା କଥା ହେଲେ କରାଯାଇ ନାହିଁ I ଶିବତୁଳା ୧୮ଏମ.ଏଲ.ଡି ଜଳ ବିଶୋଧନାଗାର ପମ୍ପହାଉସ ସମ୍ମୁଖରେ ରାସ୍ତା ଉପରୁ କଂକ୍ରିଟ ଉଠି ଲୁହା ଛଡ଼ ରାସ୍ତା ଉପରକୁ ଉଠି ଦିଶି ଯାଉଛି। ଏଠାରେ ନିମ୍ନମାନର କାମ ହୋଇଥିବା ଅଭିଯୋଗ ହେଉଛି। ଏହି ରାସ୍ତା ନିର୍ମାଣରେ ତ୍ରୁଟି ଯୋଗୁଁ ବିଭିନ୍ନ ସମୟରେ ଦୁର୍ଘଟଣା ଘଟୁଥିବା ବେଳେ ଉକ୍ତ ସ୍ଥାନଟି ଲୁହା ଛଡ଼ ଟେକି ହୋଇ ଦୁର୍ଘଟଣାକୁ ଆମନ୍ତ୍ରଣ କରୁଛି। ବିଶେଷ କରି ବାଇକ ଆରୋହୀ ଯାତ୍ରୀଙ୍କ ପାଇଁ ରକ୍ତ ସ୍ଥାନଟି ଅତି ବିପଦଜନକ ହୋଇ ରହିଛି। ଦୀର୍ଘ ମାସ ବିତି ଯାଇଥିଲେ ହେଁ ଏନଏଚ କର୍ତ୍ତୃପକ୍ଷ ନିଦାବିଷ୍ଣୁ ସାଜିଛନ୍ତି । ରାସ୍ତାର ଅବସ୍ଥା ଏପରି ହୋଇଛି ଯେ ସାମାନ୍ୟ  ଅସାବଧାନତା ହେଲେ ଧନଜୀବନହାନୀ ହେବାର ସମ୍ଭାବନା ରହିଛି I ଏସମ୍ପର୍କରେ ଏନଏଚ ବଲାଙ୍ଗିର ଡିଭିଜନର ମୂଖ୍ୟଯନ୍ତ୍ରୀଙ୍କୁ ଫୋନ ଯୋଗେ ଯୋଗାଯୋଗ ସମ୍ଭବ ହୋଇ ପାରିଲା ନାହିଁ l ଜାତୀୟ ରାଜପଥ ନିର୍ମାଣ କାରି ସଂସ୍ଥା ଓ ବିଭାଗୀୟ ଅଧିକାରୀ ଯାତାୟାତ କରୁଛନ୍ତି, ରାସ୍ତାର ଅବସ୍ଥା ଦେଖୁଛନ୍ତି ହେଲେ ଏହାର ସମାଧାନ ପାଇଁ କୌଣସି ପଦକ୍ଷେପ ନେଉ ନ ଥିବାରୁ ଅସନ୍ତୋଷ ବୃଦ୍ଧି ପାଉଛି I ଏ ନେଇ ଏନଏଚ ର ବିଭାଗୀୟ ଅଧିକାରୀ ଦୃଷ୍ଟି ଦେଇ ଶ୍ରୀଘ୍ର ମରାମତି କରିବାକୁ ଦାବୀ ହେଉଛି l ଏହି ସ୍ଥାନରେ ତୁରନ୍ତ ମରାମତି କରାନଗଲେ ଜୀବନହାନୀର ଅଧିକ ସମ୍ଭାବନା ରହିଛି I 
 ଜାତୀୟ ରାଜପଥକୁ ମରାମତି କରାଯାଉ ନଥିବା ବେଳେ ପ୍ରତ୍ୟେକ ଚାରିଚକିଆ ଯାନବାହାନ ଠାରୁ ଟୋଲ ଟେକ୍ସ ନିଆଯାଉଛି I ଏହା କେତେ ଯୁକ୍ତିଯୁକ୍ତ ବୋଲି ବିଭିନ୍ନ ମହଲରେ ଆଲୋଚନା ହେଉଛି I 


News Comment




Photo in News

Advertisment
Lastest News
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   02-Oct-2026
  ଜିଲ୍ଲା  
ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   02-Oct-2026
  ଜିଲ୍ଲା  
ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   02-Oct-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   02-Oct-2026
  ଜିଲ୍ଲା  
ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   02-Oct-2026
  ଜିଲ୍ଲା  
ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   02-Oct-2026
  ଜିଲ୍ଲା  
ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   02-Oct-2026
  ଜିଲ୍ଲା  
ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   02-Oct-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    02-Oct-2026
  ଜିଲ୍ଲା  
କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   02-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   02-Oct-2026
  ଜିଲ୍ଲା  
ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   02-Oct-2026

You Might Also Like