-+91-9937148622 |

prerana_bgr@rediffmail.com |

  Friday 2nd October 2026 |

| | | |

R.N.I. Regd No. ODIODI/2010/46693

Breaking News

ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   (02-Oct-2026)       ||      ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   (02-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   (02-Oct-2026)       ||      ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   (02-Oct-2026)       ||      ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   (02-Oct-2026)       ||      ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   (02-Oct-2026)       ||      ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    (02-Oct-2026)       ||      କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   (02-Oct-2026)       ||      ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   (02-Oct-2026)       ||      ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   (02-Oct-2026)       ||      *ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   (02-Oct-2026)       ||      ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   (02-Oct-2026)       ||      ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   (02-Oct-2026)       ||      ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   (01-Oct-2026)       ||      ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   (01-Oct-2026)       ||      ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା    (01-Oct-2026)       ||      ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   (01-Oct-2026)       ||     

HOME   ଜିଲ୍ଲା

ଲାଉମୁଣ୍ଡାରେ କବି ରାଜାରାମ ଜୟନ୍ତୀ: ମାଟି ମନସ୍କତା ହିଁ କବିର କବିତାକୁ କାଳଜୟୀ କରେ

03-Aug-2024



ବରଗଡ଼/ବିଜେପୁର:(ନିରଞ୍ଜନ ତ୍ରିପାଠୀ)- ମାଟି ମନସ୍କତା ହିଁ କବିର କବିତାକୁ କାଳଜୟୀ କରେ।କଵି ରାଜାରାମ ମେହେରଙ୍କ କାବ୍ୟ କବିତାରେ ପ୍ରଚୁର ପରିମାଣରେ ଏହି ଗୁଣ ଭରିରହିଥିଵାରୁ ତାଙ୍କର ସୃଷ୍ଟି ସମ୍ଭାର ପାଠକ ମହଲରେ ବେଶ୍ ଆଦୃତ ହୋଇ ପାରିଛି।ଵରଗଡ ଜିଲ୍ଲା ଵିଜେପୁର ବ୍ଲକ୍ ଲାଉମୁଣ୍ଡା କଲ୍ୟାଣ ମଣ୍ଡପରେ ଆୟୋଜିତ କବି ରାଜାରାମ ମେହେର ଜୟନ୍ତୀ ଉତ୍ସବରେ ଏହି ମତପ୍ରକାଶ ପାଇଛି। ବିଜେପୁର ଖଗେଶ୍ବର ସାହିତ୍ୟ କଳା ପରିଷଦ ପକ୍ଷରୁ ଆୟୋଜିତ ଏହି ଉତ୍ସବକୁ ମେଲଛାମୁଣ୍ଡା କଲେଜର ପ୍ରାଧ୍ୟାପକ ଡକ୍ଟର ପ୍ରଦୀପ କୁମାର ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦଘାଟନ କରିଥିଲେ। ଏହି ଅବସରରେ ସମାରୋହ ପ୍ରାରମ୍ଭରୁ କବିଙ୍କ ଜନ୍ମ ପୀଠରେ ଦୀପ ପ୍ରଜ୍ଵଳନ କରି ଏକ ଶୋଭାଯାତ୍ରାରେ ଖଗେଶ୍ବର ସାହିତ୍ୟ କଳା ପରିଷଦର ସଦସ୍ୟ ଏବଂ ଗଙ୍ଗାଧର ମେହେର କ୍ଲବ , ଲାଉମୁଣ୍ଡାର ସଦସ୍ୟଙ୍କ ସମେତ ଅନେକ ଗ୍ରାମବାସୀ କଲ୍ୟାଣ ମଣ୍ଡପ ପରିସରକୁ ପହଞ୍ଚି ଥିଲା। ପରିଷଦର ସଭାପତି ତଥା ନାଟ୍ୟକାର ମୋହନ ସିଂ କହ୍ନେଇ ଜୟନ୍ତୀ ସମାରୋହରେ ଅଧ୍ୟକ୍ଷତା କରିଥିବାବେଳେ ଆଗାମୀ ଦିନରେ ଜନ୍ମ ମାଟି ଲାଉମୁଣ୍ଡାରେ କବି ରାଜାରାମ ମେହେରଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଦିଗରେ ସଚେତନ ନାଗରିକ ଆଗେଇ ଆସିବାକୁ ମତପ୍ରକାଶ କରିଥିଲେ। ବିଜେପୁର ମହାବିଦ୍ୟାଳୟର ଅଧ୍ୟାପକ ଡ. ଚିନ୍ମୟ ସାହୁ ମୁଖ୍ୟବକ୍ତା ଭାବେ ଯୋଗଦେଇ କବିଙ୍କ ମାଟି ମନସ୍କତା ଉପରେ ଆଲୋକପାତ କରିଥିଲେ। ସାମାଜିକ କର୍ମୀ ରଞ୍ଜିତ ମେହେର  ସମ୍ମାନିତ ଅତିଥି ଭାବେ ଯୋଗଦେଇ କବିଙ୍କ ପ୍ରଚାର ପ୍ରସାର ଦିଗରେ ଗ୍ରାମବାସୀଙ୍କ ସହଯୋଗ ଅଵ୍ୟାହତ ରହିଵ ଵୋଲି ମତବ୍ୟକ୍ତ କରିଥିଲେ। ସଂପାଦକ ରାଜେଶ୍ୱର ବେହେରା ଉଦ୍ଦେଶ୍ୟ ଜ୍ଞାପନ ଓ ଅତିଥି ପରିଚୟ ପ୍ରଦାନ ଥିଲେ । ପ୍ରାରମ୍ଭିକ ସଙ୍ଗୀତ ସୁଷମା ସାହୁ ଗାନ କରିଥିବା ବେଳେ ସଭାକୁ ମକରଧ୍ବଜ ସାହୁ ପରିଚାଳନା କରିଥିଲେ । ମଞ୍ଚ କଳାକାର ହୃଷିକେଶ ମେହେର ଧନ୍ୟବାଦ ଅର୍ପଣ କରିଥିଲେ।ପରେ କବିତା ଆସର ଅନୁଷ୍ଠିତ ହୋଇଥିଲାକବି ମକରଧ୍ବଜ ମେହେରଙ୍କ ସଂଯୋଜନାରେ କବି ଜଗତ ଜୀବନ ଡନସେନା ,ଶେଷଦେବ ମେହେର ,ତୁଳସୀରାମ ମେହେର , ସାବିତ୍ରୀ ମେହେର,,ହୃଷୀକେଶ ମେହେର,ସୂର୍ଯ୍ୟକୁମାର ମେହେର,ପବିତ୍ର ସାହୁ ପ୍ରମୁଖ କବିତା ପାଠ କରିଥିଲେ।ପଙ୍କଜ ମେହେର, ପ୍ରଭାସ ମେହେର,ପ୍ରମୋଦ ମେହେର,ଆଶିଷ ମେହେର, ରବି ମେହେରଙ୍କ ସମେତ ଅନେକ ସାହିତ୍ୟ ପ୍ରେମୀ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   02-Oct-2026
  ଜିଲ୍ଲା  
ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   02-Oct-2026
  ଜିଲ୍ଲା  
ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   02-Oct-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   02-Oct-2026
  ଜିଲ୍ଲା  
ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   02-Oct-2026
  ଜିଲ୍ଲା  
ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   02-Oct-2026
  ଜିଲ୍ଲା  
ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   02-Oct-2026
  ଜିଲ୍ଲା  
ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   02-Oct-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    02-Oct-2026
  ଜିଲ୍ଲା  
କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   02-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   02-Oct-2026
  ଜିଲ୍ଲା  
ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   02-Oct-2026

You Might Also Like