-+91-9937148622 |

prerana_bgr@rediffmail.com |

  Friday 2nd October 2026 |

| | | |

R.N.I. Regd No. ODIODI/2010/46693

Breaking News

ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   (02-Oct-2026)       ||      ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   (02-Oct-2026)       ||      ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   (02-Oct-2026)       ||      ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    (02-Oct-2026)       ||      କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   (02-Oct-2026)       ||      ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   (02-Oct-2026)       ||      ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   (02-Oct-2026)       ||      *ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   (02-Oct-2026)       ||      ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   (02-Oct-2026)       ||      ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   (02-Oct-2026)       ||      ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   (01-Oct-2026)       ||      ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   (01-Oct-2026)       ||      ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା    (01-Oct-2026)       ||      ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   (01-Oct-2026)       ||      ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Oct-2026)       ||      ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ    (01-Oct-2026)       ||      ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   (01-Oct-2026)       ||      ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   (01-Oct-2026)       ||     

HOME   ଜିଲ୍ଲା

କୁମାରକେଳି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ ଛାତ୍ରଛାତ୍ରୀଙ୍କ ମନ୍ତ୍ରୀମାନଙ୍କ ଶପଥ ପାଠ

03-Aug-2024



ସୁବର୍ଣ୍ଣପୁର /ତା.30.08.2024
ସୁବର୍ଣ୍ଣପୁର ଜିଲ୍ଲା, ଉଲୁଣ୍ଡା ବ୍ଲକ, ମହଦା ପଂଚାୟତ ସ୍ଥିତ କୁମାରକେଳି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ ବିଦ୍ୟାଳୟ କ୍ୟାବିନେଟ ମନ୍ତ୍ରୀ ମାନଙ୍କ ଶପଥପାଠ ଉତ୍ସବ ଆୟୋଜିତ ହୋଇଯାଇଛି l ବିଦ୍ୟାଳୟ ରେ ଶୃଙ୍ଖଳା ରକ୍ଷା ସହ ସର୍ବୋପରି ସମସ୍ତ କାର୍ଯ୍ୟକ୍ରମ କୁ ସୁଚାରୁରୂପେ ସମ୍ପାଦନ କରି ବିଭିନ୍ନ କ୍ଷେତ୍ର ରେ ବିଦ୍ୟାଳୟ ର ସୁନାମ ଅର୍ଜନ କୁ ଆଖି ଆଗରେ ରଖି 2024-25 ଶିକ୍ଷାବର୍ଷ ପାଇଁ ବିଦ୍ୟାଳୟ କ୍ୟାବିନେଟ ଗଠିତ ହୋଇ ଯାଇଛି l

ମୁଖ୍ୟମନ୍ତ୍ରୀ ଭାବେ ଅଷ୍ଟମ ଶ୍ରେଣୀ ଛାତ୍ର ଶ୍ରୀମାନ ଦିବ୍ୟାଂଶୁ ପଧାନ ଓ ଉପ ମୁଖ୍ୟମନ୍ତ୍ରୀ ଭାବେ କୁମାରୀ ନମ୍ରତା ଭୋଇ ସର୍ବ ସମ୍ମତି କ୍ରମେ ମନୋନୀତ ହୋଇଛନ୍ତି l ଶିକ୍ଷା ବିଭାଗ କ୍ୟାବିନେଟ ଭାବେ ସୁନିତା ସାହୁ, ଉପମନ୍ତ୍ରୀ ଭାବେ ଯୋଗେଶ ପଧାନ, ସ୍ୱାସ୍ଥ୍ୟ ବିଭାଗ କ୍ୟାବିନେଟ ଭାବେ ଆଶୁତୋଷ ମହାପାତ୍ର, ଉପମନ୍ତ୍ରୀଭାବେ ମାମାଲି ସେଠୀ, କ୍ରୀଡା ଓ ସଂସ୍କୃତି ବିଭାଗ କ୍ୟାବିନେଟ ମନ୍ତ୍ରୀ ଭାବେ ନିତୁଶ୍ରୀ ସାହୁ, ଉପମନ୍ତ୍ରୀ ଭାବେ ଅବିନାଶ କୁମ୍ଭାର, ପରିବେଶ ବିଭାଗ କ୍ୟାବିନେଟ ମନ୍ତ୍ରୀ ଭାବେ ତରଣୀ ପଧାନ, ଉପମନ୍ତ୍ରୀ ଭାବେ ଅଙ୍କିତା ବେହେରା, ଖାଦ୍ୟ ବିଭାଗ କ୍ୟାବିନେଟ ମନ୍ତ୍ରୀ ଭାବେ ଭବାନୀ ପଧାନ, ଉପମନ୍ତ୍ରୀ ଭାବେ ସନତ ପଧାନ ଏବଂ ସୂଚନା ଓ ପ୍ରସାରଣ କ୍ୟାବିନେଟ ମନ୍ତ୍ରୀ ଭାବେ ରାହୁଲ ପଧାନ ଏବଂ ଉପମନ୍ତ୍ରୀ ଭାବେ ଶ୍ରୀୟା ବେହେରା ସର୍ବ ସମ୍ମତି କ୍ରମେ ମନୋନୀତ ହୋଇଛନ୍ତି l ଅଷ୍ଟମ ଶ୍ରେଣୀ ଛାତ୍ର ଥବିର ବେହେରା ରାଜ୍ୟପାଳ ଙ୍କ ଭୂମିକା ତୁଲାଇ ନବ ନିର୍ବାଚିତ ମନ୍ତ୍ରୀ ମାନଙ୍କୁ ଶପଥ ପାଠ କରେଇଛନ୍ତି l

ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ହୃଷିକେଶ ଚାନ୍ଦ ଙ୍କ ସଭାପତିତ୍ବ ରେ ଅନୁଷ୍ଠିତ ସଭା ରେ ସହକାରୀ ଶିକ୍ଷକ ନରେନ୍ଦ୍ର ନାଗ ସ୍ୱାଗତ କରିଥିବା ବେଳେ ଭରତ ହରିପାଲ ଧନ୍ୟବାଦ ପ୍ରଦାନ କରିଥିଲେ l ଅନ୍ୟତମ ସହକାରୀ ଶିକ୍ଷକ ଅଚ୍ୟୁତ ରଣା ମନ୍ତ୍ରୀ ମଣ୍ଡଳ ର ଆଭିମୁଖ୍ୟ ଉପରେ ବିଶଦ ଆଲୋଚନା କରିଥିଲେ l କାର୍ଯ୍ୟକ୍ରମ ରେ ବରିଷ୍ଠ ସହକାରୀ ଶିକ୍ଷକ ଶିବରାମ ଚାନ୍ଦ, ଦିଲ୍ଲୀପ କୁମାର ପଣ୍ଡା ଓ ଆର୍ଟ ଶିକ୍ଷକ ସତ୍ୟନାରାୟଣ ମେହେର ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   02-Oct-2026
  ଜିଲ୍ଲା  
ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   02-Oct-2026
  ଜିଲ୍ଲା  
ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   02-Oct-2026
  ଜିଲ୍ଲା  
ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   02-Oct-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    02-Oct-2026
  ଜିଲ୍ଲା  
କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   02-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   02-Oct-2026
  ଜିଲ୍ଲା  
ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   02-Oct-2026
  ଜିଲ୍ଲା  
*ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   02-Oct-2026
  ଜିଲ୍ଲା  
ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   02-Oct-2026
  ଜିଲ୍ଲା  
ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   02-Oct-2026
  ଜିଲ୍ଲା  
ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   01-Oct-2026

You Might Also Like