-+91-9937148622 |

prerana_bgr@rediffmail.com |

  Friday 2nd October 2026 |

| | | |

R.N.I. Regd No. ODIODI/2010/46693

Breaking News

ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   (02-Oct-2026)       ||      ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   (02-Oct-2026)       ||      ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    (02-Oct-2026)       ||      କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   (02-Oct-2026)       ||      ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   (02-Oct-2026)       ||      ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   (02-Oct-2026)       ||      *ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   (02-Oct-2026)       ||      ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   (02-Oct-2026)       ||      ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   (02-Oct-2026)       ||      ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   (01-Oct-2026)       ||      ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   (01-Oct-2026)       ||      ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା    (01-Oct-2026)       ||      ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   (01-Oct-2026)       ||      ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Oct-2026)       ||      ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ    (01-Oct-2026)       ||      ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   (01-Oct-2026)       ||      ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   (01-Oct-2026)       ||      ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ • ୨୦୨୬-୨୭ରେ ୧୩୦୦ କୋଟି ଟଙ୍କା କାରବାର ଲକ୍ଷ୍ୟ • ଦୁଗ୍ଧ ସଂଗ୍ରହ ଓ ବିପଣନ ବ୍ୟବସ୍ଥା ସମ୍ପ୍ରସାରଣ ଉପରେ ଗୁରୁତ୍ୱ · ଚାଷୀଙ୍କ ଆର୍ଥିକ ବିକାଶକୁ ପ୍ରାଥମିକତା   (01-Oct-2026)       ||     

HOME   ଜିଲ୍ଲା

ପ୍ରଧାନଶିକ୍ଷକ ଅଇଁଠା ମହାନନ୍ଦଙ୍କ ଅବସରକାଳୀନ ସମ୍ବର୍ଦ୍ଧନା

03-Aug-2024



ବୀରମହାରାଜପୁର  (ବିନୋଦ ପାଣ୍ଡେ):ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ କେନଝରିଆପାଲି ପଞ୍ଚାୟତ ରୁଗୁଡ଼ିପାଲି ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ଅଇଁଠା ମହାନନ୍ଦ ଙ୍କୁ ଆଜି  ଅବସରକାଳୀନ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି। ଏନେଇ ସ୍କୁଲ ପରିସରରେ ଅନୁଷ୍ଠିତ ସମ୍ବର୍ଦ୍ଧନା ସଭାରେ କେନଝିରିଆପାଲି ଆଞ୍ଚଳିକ ସାଧନ କେନ୍ଦ୍ରର ସଂଯୋଜକ ବିନୟ କୁମାର ବିଶ୍ୱାଳ ସଭାପତିତ୍ୱ କରିଥିଲେ।ଏହି ଅବସରରେ କେନଝିରିଆପାଲି ପ୍ରାଥମିକ ବିଦ୍ୟାଳୟର ବରିଷ୍ଟ ଶିକ୍ଷକ ହରିଶଙ୍କର ରଣା, ଅଚଣ୍ଡା ଉନ୍ନୀତ ଉଚ୍ଚ ବିଦ୍ୟାଳୟ ର ବରିଷ୍ଠ ଶିକ୍ଷକ ଲାଲବାହାଦୁର ମିଶ୍ର, ରୁଗୁଡ଼ିପାଲି ପ୍ରାଥମିକ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଜଗଦିଶ ପ୍ରଧାନ, ସ୍ଥାନୀୟ ସ୍କୁଲରପରିଚାଳନା କମିଟି ର ସଭାପତି ସୁରେଶ କୁମ୍ଭାର ସମ୍ମାନତ ଅତିଥି ଭାବେ ଯୋଗ ଦେଇଥିଲେ । ଅଚଣ୍ଡl ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ସଞ୍ଜୟ କୁମାର ମିଶ୍ର ସଭା ପରିଚାଳନା କରିଥିଲେ। ଏହି ଅବସରର କ୍ଲଷ୍ଟର ର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ଉପସ୍ଥିତ ରହି ଅବସର ପ୍ରଧାନ ଶିକ୍ଷକ ଅଇଁଠା ମହାନନ୍ଦ ଙ୍କ କାର୍ଯ୍ୟ ଦକ୍ଷତା ଉପରେ ମତବ୍ୟକ୍ତ କରିଥିଲେ। ଶେଷରେ ଖଇରମାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ର ସହକାରି ଶିକ୍ଷକ  ଅଚ୍ୟୁତାନନ୍ଦ କୁରୁକୁରିଆ ଧନ୍ୟବାଦ ଅର୍ପଣ କରିଥିଲେ। ଉକ୍ତ ସଭ।ରେ କ୍ଲଷ୍ଟର ର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ଓ ସ୍କୁଲ ପରିଚାଳନା କମିଟି ର ସମସ୍ତ ସଭ୍ୟ ସଭ୍ୟl ଉପସ୍ଥିତ ଥିଲେ। 


News Comment




Photo in News

Advertisment
Lastest News
  ଜିଲ୍ଲା  
ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   02-Oct-2026
  ଜିଲ୍ଲା  
ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   02-Oct-2026
  ଜିଲ୍ଲା  
ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   02-Oct-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    02-Oct-2026
  ଜିଲ୍ଲା  
କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   02-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   02-Oct-2026
  ଜିଲ୍ଲା  
ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   02-Oct-2026
  ଜିଲ୍ଲା  
*ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   02-Oct-2026
  ଜିଲ୍ଲା  
ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   02-Oct-2026
  ଜିଲ୍ଲା  
ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   02-Oct-2026
  ଜିଲ୍ଲା  
ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   01-Oct-2026
  ଜିଲ୍ଲା  
ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   01-Oct-2026

You Might Also Like