-+91-9937148622 |

prerana_bgr@rediffmail.com |

  Friday 2nd October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    (02-Oct-2026)       ||      କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   (02-Oct-2026)       ||      ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   (02-Oct-2026)       ||      ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   (02-Oct-2026)       ||      *ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   (02-Oct-2026)       ||      ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   (02-Oct-2026)       ||      ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   (02-Oct-2026)       ||      ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   (01-Oct-2026)       ||      ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   (01-Oct-2026)       ||      ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା    (01-Oct-2026)       ||      ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   (01-Oct-2026)       ||      ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Oct-2026)       ||      ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ    (01-Oct-2026)       ||      ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   (01-Oct-2026)       ||      ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   (01-Oct-2026)       ||      ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ • ୨୦୨୬-୨୭ରେ ୧୩୦୦ କୋଟି ଟଙ୍କା କାରବାର ଲକ୍ଷ୍ୟ • ଦୁଗ୍ଧ ସଂଗ୍ରହ ଓ ବିପଣନ ବ୍ୟବସ୍ଥା ସମ୍ପ୍ରସାରଣ ଉପରେ ଗୁରୁତ୍ୱ · ଚାଷୀଙ୍କ ଆର୍ଥିକ ବିକାଶକୁ ପ୍ରାଥମିକତା   (01-Oct-2026)       ||      ମା କୁଶଙ୍ଗାଇ ଙ୍କ ଷୋହଳ ପୂଜା ପାଇଁ ପ୍ରସ୍ତୁତି ବୈଠକ   (01-Oct-2026)       ||      *ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମ*   (01-Oct-2026)       ||      ବରପାଲି ଗଙ୍ଗାଧର କଳା ପରିଷଦ ତରଫରୁ ନୁଆଁ ଖାଇ ଭେଟଘାଟ କାର୍ଯ୍ୟକ୍ରମ - ୨୦୨୬   (01-Oct-2026)       ||     

HOME   ରାଜନୀତି

ପ୍ରଧାନ ଶିକ୍ଷକଙ୍କ ନବମ ମାସିକ ବୈଠକ‌ ‌

03-Aug-2024



ବରଗଡ଼/ଗାଇସିଲେଟ:(ନିରଞ୍ଜନ ତ୍ରିପାଠୀ)-ଓସେପା ଏବଂ ଓଡ଼ିଶା ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ନିର୍ଦ୍ଦେଶାନୁସାରେ ଗାଇସିଲେଟ ବ୍ଳକ ସ୍ତରୀୟ ମାଧ୍ୟମିକ ପ୍ରଧାନ ଶିକ୍ଷକଙ୍କ ନବମ ମାସିକ ବୈଠକ ଆଜି ନେତାଜୀ ଉଚ୍ଚ ବିଦ୍ୟାଳୟ କଟାବାହାଲ ଠାରେ ଅନୁଷ୍ଠିତ ହୋଇଯାଇଅଛି। ବିଇଓ ରାମଲାଲ ବରିହା , ଏବିଇଓ ନେହେରୁ ଦାଶ ଓ ଏବିଇଓ ଜୟକୁମାର ସାହୁଙ୍କ ତତ୍ତ୍ଵାବଧାନରେ ପରିଚାଳିତ ଏହି ବୈଠକରେ ସାଧନ କର୍ମୀ ଭାବେ ପ୍ରଫୁଲ୍ଲ ଦଣ୍ଡସେନା ଓ ପ୍ରଶାନ୍ତ ହୋତା ଯୋଗଦାନ କରିଥିଲେ। ଆଜିକାର ଏହି ବୈଠକରେ ୟୁଡାଇସ୍ , ବିଭିନ୍ନ ଆକାଂକ୍ଷୀ କ୍ଳବ୍, ଉତ୍କର୍ଷ,  ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ଆଦି ବିଷୟରେ  ସବିଶେଷ ଆଲେଚନା ହୋଇଥିଲା। ପ୍ରଧାନ ଶିକ୍ଷକ ମାନେ ଆୟୋଜକ ବିଦ୍ୟାଳୟର ସ୍ମାର୍ଟ୍ କ୍ଲାସ୍, ଇ ଲାଇବ୍ରେରୀ, ବିଜ୍ଞାନାଗାର , ପାନୀୟ ଜଳ,ଟୟଲେଟ୍ ଆଦି ପାଞ୍ଚଟି ବିଷୟରେ ଅନୁଧ୍ୟାନ କରି ନିଜ ନିଜ ମନ୍ତବ୍ୟ ପ୍ରଦାନ କରିଥିଲେ। ଆୟୋଜକ ବିଦ୍ୟାଳୟର ପ୍ରଧାନଶିକ୍ଷକ ସୁଦର୍ଶନ ବାରିକ ସ୍ଵାଗତ ସମ୍ବର୍ଦ୍ଧନା ଦେଇ ଥିବାବେଳେ ଶିକ୍ଷକ ନବୀନ ଚନ୍ଦ୍ର ବରିହା ଅତିଥି ମାନଙ୍କ ପରିଚୟ ପ୍ରଦାନ କରିଥିଲେ। ବିଦ୍ୟାଳୟର ଛାତ୍ରୀମାନଙ୍କ ଦ୍ବାରା ପ୍ରାରମ୍ଭିକ ଓ ଉଦଯାପନୀ ସଂଗୀତ ଗାନ କରାଯାଇଥିଲା। ଏହି ଅବସରରେ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ମଧୁସୂଦନ ଦେବତାଙ୍କୁ ସମ୍ବର୍ଦ୍ଧନା ଦିଆଯାଇଥିଲା। ଉଦଯାପନୀ ସଭାକୁ ଆୟୋଜକ ବିଦ୍ୟାଳୟର ପ୍ରାକ୍ତନ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଚନ୍ଦ୍ରଭାନୁ ବଢେଇ ଯୋଗଦାନ କରି ପ୍ରଧାନ ଶିକ୍ଷକମାନଙ୍କୁ ନିଜର ଅଭିଜ୍ଞତା ବାଣ୍ଟିଥିଲେ ।  ବ୍ଳକର ସମସ୍ତ ୨୩ ଉଚ୍ଚବିଦ୍ୟାଳୟର ପ୍ରଧାନ ଶିକ୍ଷକ ମାନେ ଯୋଗଦାନ କରିଥିବା ଏହି ବୈଠକରେ ରାଜକୁମାର ଉନ୍ନିତ ଉଚ୍ଚବିଦ୍ୟାଳୟ ବୁରୋମୁଣ୍ଡାର ପ୍ରଧାନ ଶିକ୍ଷକ ପ୍ରେମାନନ୍ଦ ବେହେରା ପ୍ରଧାନ ଶିକ୍ଷକମାନଙ୍କ ତରଫରୁ ଆୟୋଜକ ବିଦ୍ୟାଳୟକୁ ଧନ୍ୟବାଦ ଅର୍ପଣ କରିଥିବା ବେଳେ ଆୟୋଜକ ବିଦ୍ୟାଳୟର ବରିଷ୍ଠ ଶିକ୍ଷକ ବିପିନ କୁମାର ନନ୍ଦ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    02-Oct-2026
  ଜିଲ୍ଲା  
କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   02-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   02-Oct-2026
  ଜିଲ୍ଲା  
ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   02-Oct-2026
  ଜିଲ୍ଲା  
*ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   02-Oct-2026
  ଜିଲ୍ଲା  
ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   02-Oct-2026
  ଜିଲ୍ଲା  
ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   02-Oct-2026
  ଜିଲ୍ଲା  
ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   01-Oct-2026
  ଜିଲ୍ଲା  
ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   01-Oct-2026
  ଜିଲ୍ଲା  
ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା   01-Oct-2026
  ଜିଲ୍ଲା  
ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   01-Oct-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   01-Oct-2026

You Might Also Like