-+91-9937148622 |

prerana_bgr@rediffmail.com |

  Friday 2nd October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   (02-Oct-2026)       ||      ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   (02-Oct-2026)       ||      ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   (01-Oct-2026)       ||      ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   (01-Oct-2026)       ||      ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା    (01-Oct-2026)       ||      ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   (01-Oct-2026)       ||      ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Oct-2026)       ||      ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ    (01-Oct-2026)       ||      ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   (01-Oct-2026)       ||      ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   (01-Oct-2026)       ||      ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ • ୨୦୨୬-୨୭ରେ ୧୩୦୦ କୋଟି ଟଙ୍କା କାରବାର ଲକ୍ଷ୍ୟ • ଦୁଗ୍ଧ ସଂଗ୍ରହ ଓ ବିପଣନ ବ୍ୟବସ୍ଥା ସମ୍ପ୍ରସାରଣ ଉପରେ ଗୁରୁତ୍ୱ · ଚାଷୀଙ୍କ ଆର୍ଥିକ ବିକାଶକୁ ପ୍ରାଥମିକତା   (01-Oct-2026)       ||      ମା କୁଶଙ୍ଗାଇ ଙ୍କ ଷୋହଳ ପୂଜା ପାଇଁ ପ୍ରସ୍ତୁତି ବୈଠକ   (01-Oct-2026)       ||      *ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମ*   (01-Oct-2026)       ||      ବରପାଲି ଗଙ୍ଗାଧର କଳା ପରିଷଦ ତରଫରୁ ନୁଆଁ ଖାଇ ଭେଟଘାଟ କାର୍ଯ୍ୟକ୍ରମ - ୨୦୨୬   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ର ସୁବର୍ଣ୍ଣପୁର ଜୋନ୍ ର ସପ୍ତମ ଦିବସ ମ୍ୟାଚ୍ ରେ ବରଗଡ଼ ଦଳ ୬-୦ ଓ ସୁବର୍ଣ୍ଣପୁର ଦଳ ୧-୦ ରେ ଵିଜୟୀ*-   (01-Oct-2026)       ||      ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   (30-Sep-2026)       ||      କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   (30-Sep-2026)       ||      ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ    (30-Sep-2026)       ||      ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି    (30-Sep-2026)       ||     

HOME   ଜିଲ୍ଲା

ଜନଶକ୍ତି ଉ ମା ବିଦ୍ୟାଳୟ ଖଇରାରେ +୨ ଛାତ୍ର ଛାତ୍ରୀଙ୍କ ସ୍ବାଗତ ଉତ୍ସବ

03-Aug-2024



ବୋଡ଼େନ (ରାମନାଥ ପଣ୍ଡା)
 ନୂଆପଡ଼ା ଜିଲ୍ଲା ବୋଡ଼େନ ବ୍ଲକର ସରକାରୀ ଜନ ଶକ୍ତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଖଇରା ଠାରେ ଆଜି +୨ କଳା ଛାତ୍ର ଛାତ୍ରୀଙ୍କୁ ନୂତନ ଶିକ୍ଷା ବର୍ଷ ୨୦୨୪-୨୫ ନିମନ୍ତେ ସ୍ୱାଗତ କରାଯାଇଥିଲା ।ଏହି ସ୍ବାଗତ ଉତ୍ସବରେ ମୁଖ୍ୟ ଅତିଥି ରୂପେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ବୋଡ଼େନ ପ୍ରିୟରଞ୍ଜନ କୁମାର ଅଳଙ୍କୃତ ଥିବା ବେଳେ ସମ୍ମାନିତ ଅତିଥି ରୂପେ ବ୍ଲକ ଉପାଧ୍ୟକ୍ଷା ସଙ୍ଗୀତା ମାଝୀ,ପୂର୍ବତନ ପ୍ରଧାନ ଶିକ୍ଷକ ରାଜେନ୍ଦ୍ର ସିଂ ନିନା,ସୁନାପୁର ସରପଞ୍ଚ ମୁକ୍ତା ରାଉତ,ଖଇରା ସରପଞ୍ଚ କୈଳାସ ଚନ୍ଦ୍ର ଦଳ,କର୍ଲା କୋର୍ଟ ସରପଞ୍ଚ ମଙ୍ଗଳ ସିଂ ଦଳ,ଏସ ଏମ ସି ମେମ୍ବର ମଝିଆ ମାଝୀ,ସମାଜ ସେବୀ ମାଲ ଖମ ନାଗ, ସ୍ଵେଚ୍ଛା ସେବୀ ଭୁବନେଶ୍ୱର ରାଉତ ,ଅଧ୍ୟକ୍ଷ ଅନନ୍ତ ରାମ ମେହେର ପ୍ରମୁଖ ମଞ୍ଚାସିନ ଥିଲେ ।ମଞ୍ଚ ପରିଚାଳନା  ଅଧ୍ୟକ୍ଷ ଅନନ୍ତ ରାମ ମେହେର କରିଥିଲେ ।ଅତିଥି ଗଣ ତାଙ୍କ ବକ୍ତବ୍ୟ ମାଧ୍ୟମରେ ଜଣାଇଥିଲେ କି ମାଡା ଅଞ୍ଚଳରେ ସରକାର ଏହି +୨ କଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଖୋଲି ଅନେକ ନିରୀହ ଓ ମେଧାବୀ ଛାତ୍ର ଛାତ୍ରୀଙ୍କ ପ୍ରତି ସହଯୋଗ କରିଛନ୍ତି ।ବାସ୍ତବରେ ଅନେକ ବର୍ଷର ଆଶାକୁ  ପୂରଣ କରିଥିବାରୁ ସରକାରଙ୍କୁ ଧନ୍ୟବାଦ୍ ଜଣାଇଛନ୍ତି । ରାଜ ତନ୍ତ୍ରରେ କର୍ମଚାରୀମାନେ ଯେଉଁ ଭଳି ଭାବରେ ଯୁବରାଜ ମାନଙ୍କୁ ବ୍ଯବହାର ପ୍ରଦର୍ଶନ କରୁଥିଲେ ଠିକ୍ ସେହିଭଳି ବର୍ତ୍ତମାନର ଗଣ ତନ୍ତ୍ରରେ ଛାତ୍ର ଛାତ୍ରୀଙ୍କୁ ବ୍ୟବହାର ଜଣାଇଲେ ଶିକ୍ଷା ଆଗକୁ ବଢ଼ିବାରେ କୌଣସି ବାଧକ ଦେଖା ଦେବନି ବରଂ ବିଦ୍ୟାଳୟ ଶୃଙ୍ଖଳିତ ହେବା ସହ ପରିବେଶ ସନ୍ତୁଳନ ହେବାର ସମ୍ଭାବନା ବେଶୀ। ଏହି ବିଦ୍ୟାଳୟରେ +୨ କଳା ପାଇଁ ୧୨୮ ସିଟ ଥିବା ବେଳେ ୧୨୦ ଜଣ ଛାତ୍ର ଛାତ୍ରୀ ନାମ ଲେଖାଇ ସାରିଛନ୍ତି ତନ୍ମଧ୍ୟରୁ ଶତକଡା ୬୦ ଭାଗ ବାଳିକା ନାମ ଲେଖାଇଥିବା ସୂଚନା ମିଳିଛି ।ବିଜୁ ଏକ୍ସପ୍ରେ ୱେ ଛାତ୍ର ଛାତ୍ରୀଙ୍କ ଯିବା ଆସିବାରେ ସହଯୋଗ କରିବ ।କୋମନା ବ୍ଲକର  ରଜନା ,ବିଶି ବାହାଲ ପଞ୍ଚାୟତ ସମେତ ୪ ରୁ ୫ ଟି ପଞ୍ଚାୟତ ଏବଂ ବୋଡ଼େନ ବ୍ଲକର ନାଗ ପଡା, କର୍ଲା କୋର୍ଟ,ପଳସଦା,ସୁନାପୁର ଓ ଖଇରା ପଞ୍ଚାୟତର ଛାତ୍ର ଛାତ୍ରୀ ଏହି ବିଦ୍ୟାଳୟ ପ୍ରତି ନିର୍ଭର କରିବେ ତେଣୁ ଛାତ୍ର ଛାତ୍ରୀ,ଅଭିଭାବକ ଏବଂ ଅଞ୍ଚଳବାସୀ ସରକାରଙ୍କ ଏହି ପଦକ୍ଷେପ ପାଇଁ ଖୁସି ଅଟନ୍ତି ।ସ୍ବାଗତ ଉତ୍ସବରେ ଛାତ୍ର ଛାତ୍ରୀଙ୍କୁ ଶିକ୍ଷକ ମାନଙ୍କ ଦ୍ଵାରା ସ୍ବାଗତ କରାଯାଇଥିଲା ତଥା ଛାତ୍ର ଛାତ୍ରୀ ମଧ୍ୟ ଶିକ୍ଷକ ଶିକ୍ଷୟତ୍ରୀ ମାନଙ୍କୁ ସ୍ଵାଗତ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   02-Oct-2026
  ଜିଲ୍ଲା  
ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   02-Oct-2026
  ଜିଲ୍ଲା  
ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   01-Oct-2026
  ଜିଲ୍ଲା  
ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   01-Oct-2026
  ଜିଲ୍ଲା  
ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା   01-Oct-2026
  ଜିଲ୍ଲା  
ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   01-Oct-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   01-Oct-2026
  ଜିଲ୍ଲା  
ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   01-Oct-2026
  ଜିଲ୍ଲା  
ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ   01-Oct-2026
  ଜିଲ୍ଲା  
ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   01-Oct-2026
  ଜିଲ୍ଲା  
ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   01-Oct-2026
  ରାଜ୍ୟ  
ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ • ୨୦୨୬-୨୭ରେ ୧୩୦୦ କୋଟି ଟଙ୍କା କାରବାର ଲକ୍ଷ୍ୟ • ଦୁଗ୍ଧ ସଂଗ୍ରହ ଓ ବିପଣନ ବ୍ୟବସ୍ଥା ସମ୍ପ୍ରସାରଣ ଉପରେ ଗୁରୁତ୍ୱ · ଚାଷୀଙ୍କ ଆର୍ଥିକ ବିକାଶକୁ ପ୍ରାଥମିକତା   01-Oct-2026

You Might Also Like