-+91-9937148622 |

prerana_bgr@rediffmail.com |

  Friday 2nd October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   (02-Oct-2026)       ||      ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   (02-Oct-2026)       ||      ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   (01-Oct-2026)       ||      ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   (01-Oct-2026)       ||      ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା    (01-Oct-2026)       ||      ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   (01-Oct-2026)       ||      ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Oct-2026)       ||      ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ    (01-Oct-2026)       ||      ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   (01-Oct-2026)       ||      ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   (01-Oct-2026)       ||      ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ • ୨୦୨୬-୨୭ରେ ୧୩୦୦ କୋଟି ଟଙ୍କା କାରବାର ଲକ୍ଷ୍ୟ • ଦୁଗ୍ଧ ସଂଗ୍ରହ ଓ ବିପଣନ ବ୍ୟବସ୍ଥା ସମ୍ପ୍ରସାରଣ ଉପରେ ଗୁରୁତ୍ୱ · ଚାଷୀଙ୍କ ଆର୍ଥିକ ବିକାଶକୁ ପ୍ରାଥମିକତା   (01-Oct-2026)       ||      ମା କୁଶଙ୍ଗାଇ ଙ୍କ ଷୋହଳ ପୂଜା ପାଇଁ ପ୍ରସ୍ତୁତି ବୈଠକ   (01-Oct-2026)       ||      *ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମ*   (01-Oct-2026)       ||      ବରପାଲି ଗଙ୍ଗାଧର କଳା ପରିଷଦ ତରଫରୁ ନୁଆଁ ଖାଇ ଭେଟଘାଟ କାର୍ଯ୍ୟକ୍ରମ - ୨୦୨୬   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ର ସୁବର୍ଣ୍ଣପୁର ଜୋନ୍ ର ସପ୍ତମ ଦିବସ ମ୍ୟାଚ୍ ରେ ବରଗଡ଼ ଦଳ ୬-୦ ଓ ସୁବର୍ଣ୍ଣପୁର ଦଳ ୧-୦ ରେ ଵିଜୟୀ*-   (01-Oct-2026)       ||      ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   (30-Sep-2026)       ||      କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   (30-Sep-2026)       ||      ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ    (30-Sep-2026)       ||      ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି    (30-Sep-2026)       ||     

HOME   ଜିଲ୍ଲା

କ୍ଲଷ୍ଟରସ୍ତରୀୟ ବିଦାୟ ସମ୍ବର୍ଦ୍ଧନା ସମାରୋହ,  ସମାଜକୁ ଶୃଙ୍ଖଳିତ କରିବାକୁ ବାର୍ଦ୍ଧକ୍ୟର ପ୍ରଜ୍ଞା ଏକାନ୍ତ ଆବଶ୍ୟକ 

03-Aug-2024



ବରଗଡ଼ (ନିରଞ୍ଜନ ତ୍ରିପାଠୀ)::କ୍ରମଶଃ ସାମାଜିକ ଅବକ୍ଷୟ ତୀବ୍ରତର ହେଉଛି। ଫଳରେ ସମାଜରେ ବିଶୃଙ୍ଖଳିତ ଆଚରଣ ବଢ଼ିବାରେ ଲାଗିଛି। ସୁତରାଂ ସମାଜକୁ ଶୃଙ୍ଖଳିତ କରିବା ପାଇଁ ବାର୍ଦ୍ଧକ୍ୟର ପ୍ରଜ୍ଞା ଏକାନ୍ତ ଆବଶ୍ୟକ। ବରଗଡ଼ ଜିଲ୍ଲା ବିଜେପୁର ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ଅନ୍ତର୍ଗତ ଜାରିଂ କ୍ଲଷ୍ଟର ସ୍ତରୀୟ ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ସମାରୋହରେ ଏହି ମତପ୍ରକାଶ ପାଇଛି। ବିନିକା ଵ୍ଲକର ପ୍ରାକ୍ତନ ଵିଇଓ ଘନଶ୍ୟାମ ସାହୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାକୁ ଉଦଘାଟନ କରିଥିଲେ।ଜାରିଂ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଆୟୋଜିତ ଏହି ଉତ୍ସବରେ କ୍ଷେତରପଡା ସ୍କୁଲର ପ୍ରଧାନଶିକ୍ଷକ ସୌଦାମିନୀ ମାଝୀ. ଅଧ୍ୟକ୍ଷତା କରିଥିଲେ।ପ୍ରାକ୍ତନ ଗୋଷ୍ଠୀ ଶିକ୍ଷା ଅଧିକାରୀ ସୁରେଶ କୁମାର ରାଉତରାୟ,ପିପିଲିପାଲି ପ୍ରାଥମିକ ସ୍କୁଲର ପ୍ରଧାନଶିକ୍ଷକ ପଙ୍କଜିନୀ ସାହୁ,ଵୁଡାପାଲି ହାଇସ୍କୁଲର ସହକାରୀ ଶିକ୍ଷକ ଅନନ୍ତରାମ ମେହେରଙ୍କୁ କ୍ଲଷ୍ଟର ପକ୍ଷରୁ ଉପଢ଼ୌକନ ଓ ମାନପତ୍ର ଦେଇ ଅଵସର କାଳୀନ ବିଦାୟ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା। ଗୀତାଞ୍ଜଳି ସାହୁ,ରୀତା ଖେତି, ମନ୍ଦାକିନୀ ପଧାନ ପ୍ରମୁଖ ମାନପତ୍ର ପଠନ କରିଥିଲେ। ସ୍ଥାନୀୟ ସ୍କୁଲର ଛାତ୍ରୀ ଜୟନ୍ତୀ ସାହୁ ଓ ସାଥୀଗଣ  ପ୍ରାରମ୍ଭିକ ସଂଗୀତ ପରିବେଷଣ କରିଥିଲେ। ସିଆରସିସି ରାଜେଶ୍ଵର ବେହେରା ସମାରୋହକୁ ସଂଯୋଜନା କରିଥିଲେ।ଗେହ୍ଲାମଣି ମଲ୍ଲିକ,ଭୋଜରାଜ ଦୀପ, ବାସୁଦେବ ପଧାନ ପ୍ରମୁଖ ଶିକ୍ଷକଗଣ ସମ୍ବର୍ଧିତ ପ୍ରତିଭାଙ୍କୁ ଶୁଭେଚ୍ଛା ଜ୍ଞାପନ କରିଥିଲେ। ସ୍ଥାନୀୟ ସ୍କୁଲର ପ୍ରଧାନଶିକ୍ଷକ ଭାଦ୍ରବ ପାଣ୍ଡେ ଅତିଥି ପରିଚୟ ଦେଇଥିବା ବେଳେ ଲେମଧର ସେବାଶ୍ରମର ଶିକ୍ଷୟିତ୍ରୀ ନମିତା ବେହେରା ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ। କାର୍ଯ୍ୟକ୍ରମରେ କ୍ଲଷ୍ଟରର ଦଶଗୋଟି ସ୍କୁଲର ପ୍ରଧାନଶିକ୍ଷକ, ଶିକ୍ଷକ ଶିକ୍ଷୟିତ୍ରୀଙ୍କ ସମେତ ବିଜେପୁର ସିଆରସିସି ସୁଧାଂଶୁ ଶେଖର ଜାଲ,ପଡା ସିଆରସିସି ନବୀନ କୁମାର ସାହୁ, ଶିକ୍ଷକ ସଂଘର ସଂପାଦକ ସୌମ୍ୟରଂଜନ ପଧାନ ପ୍ରମୁଖ ଯୋଗଦେଇ ଥିଲେ। ଶିକ୍ଷକ ପ୍ରସନ୍ନ ଭୋଇ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   02-Oct-2026
  ଜିଲ୍ଲା  
ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   02-Oct-2026
  ଜିଲ୍ଲା  
ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   01-Oct-2026
  ଜିଲ୍ଲା  
ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   01-Oct-2026
  ଜିଲ୍ଲା  
ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା   01-Oct-2026
  ଜିଲ୍ଲା  
ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   01-Oct-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   01-Oct-2026
  ଜିଲ୍ଲା  
ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   01-Oct-2026
  ଜିଲ୍ଲା  
ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ   01-Oct-2026
  ଜିଲ୍ଲା  
ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   01-Oct-2026
  ଜିଲ୍ଲା  
ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   01-Oct-2026
  ରାଜ୍ୟ  
ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ • ୨୦୨୬-୨୭ରେ ୧୩୦୦ କୋଟି ଟଙ୍କା କାରବାର ଲକ୍ଷ୍ୟ • ଦୁଗ୍ଧ ସଂଗ୍ରହ ଓ ବିପଣନ ବ୍ୟବସ୍ଥା ସମ୍ପ୍ରସାରଣ ଉପରେ ଗୁରୁତ୍ୱ · ଚାଷୀଙ୍କ ଆର୍ଥିକ ବିକାଶକୁ ପ୍ରାଥମିକତା   01-Oct-2026

You Might Also Like