-+91-9937148622 |

prerana_bgr@rediffmail.com |

  Friday 15th May 2026 |

| | | |

R.N.I. Regd No. ODIODI/2010/46693

Breaking News

ଏସ୍‌ସିବି ମେଡିକାଲ ୪ ର୍ଥ ଶ୍ରେଣୀ କର୍ମଚାରୀ ସଂଘର ସମ୍ମିଳନୀ   (15-May-2026)       ||      ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ    (14-May-2026)       ||      ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍ ପି ଚଢ଼ଉ କରିଥିଲା ବେଳେ କଟକରେ ବ୍ୟତିକ୍ରମ   (14-May-2026)       ||      ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍ ପି ଚଢ଼ଉ କରିଥିଲା ବେଳେ କଟକରେ ବ୍ୟତିକ୍ରମ   (14-May-2026)       ||      *ଗୋପାଳ ରାଇସ ମିଲ ପକ୍ଷରୁ ମାଗଣା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ*-   (14-May-2026)       ||      ବିଶାଲପାଳିରେ ଏକ ବାଲେରୋ ଗାଡିରୁ ବିପୁଳ ଗଞ୍ଜେଇ ଜବତ,୪ ଗିରଫ   (14-May-2026)       ||      ସାମ୍ବାଦିକ ଙ୍କ ମାତୃ ବିୟୋଗ   (14-May-2026)       ||      ପଥର ବ୍ଲାଷ୍ଟିଂ ଯୋଗୁଁ ଚାଷୀ ଓ ଗ୍ରାମବାସୀ ହନ୍ତସନ୍ତ: ନରସିଂହଙ୍କୁ ଅଭିଯୋଗ କଲେ ଉଚ୍ଛବପାଲି ଓ ଉପରବାହାଲ ଗ୍ରାମବାସୀ   (14-May-2026)       ||      ବସ୍‌ରେ ଯିବା ଆସିବା କରିବେ ପରିବହନ ମନ୍ତ୍ରୀ; ନେଲେ ବଡ଼ ନିଷ୍ପତ୍ତି, ଇଭି ବ୍ୟବହାର ପାଇଁ ଅପିଲ୍ କଲେ   (14-May-2026)       ||      ଶ୍ରଦ୍ଧା ଫାଉଣ୍ଡେସନ ତରଫରୁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ   (14-May-2026)       ||      ବିଦ୍ୟା ବିକାଶ ସ୍କୁଲରେ ସିବିଏସସି ଯୁକ୍ତ ୨ ପରୀକ୍ଷା ଫଳ ପ୍ରକାଶିତ ପରେ ଛାତ୍ରଛାତ୍ରୀ ଙ୍କୁ ସମ୍ବଦ୍ଧିତ    (14-May-2026)       ||      ଦଶମ ଜିଲ୍ଲାପରିଷଦ ବୈଠକ ଶେଷ    (14-May-2026)       ||      ସମ୍ବଲପୁର ପବ୍ଲିକ ଲାଇବ୍ରେରୀ ରେ ଡାକ୍ତର ଜନାର୍ଦନ ପୂଜାରୀ ସ୍ମାରକୀ ବକ୍ତୃତା।   (14-May-2026)       ||      ମାଟ୍ରିକ ପରୀକ୍ଷାରେ ବ୍ଲକ୍ ଟପ୍ପର ତଥା ବିଦ୍ୟାଳୟର କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   (14-May-2026)       ||      ପୁଅକୁ ମାରି ମାଟିତଳେ ପୋତି ଦେଲେ ବାପା, ମା    (14-May-2026)       ||      ସିବିଏସ୍‌ଇ ଦ୍ବାଦଶ ପରୀକ୍ଷାରେ କଣ୍ଟାମାଳ ଆଦର୍ଶ ବିଦ୍ୟାଳୟ ର ସଫଳତା, ୯୦.୪ପ୍ରତିଶତ ରଖି ସୋନାଲି କର୍ଣ୍ଣ ସ୍କୁଲ ଟପ୍ପର    (14-May-2026)       ||      ବରୀ ତହସିଲ ଅଧୀନରେ ଚାଲିଛି ବେଧଡ଼କ ମାଟି, ବାଲି ଲୁଟ୍   (14-May-2026)       ||      ସି.ବି.ଏସ୍‌.ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷାରେ ଡି.ଏ.ଭି କଳିଙ୍ଗ ନଗରର ଛାତ୍ରଛାତ୍ରୀଙ୍କ ସଫଳତା ୯୬.୮୦ ପ୍ରତିଶତ ସହ ବିଜ୍ଞାନରେ ପ୍ରତୀକ ଷଡ଼ଙ୍ଗୀ ଏବଂ ୯୬. ୪୦ ପ୍ରତିଶତ ସହ ଆଞ୍ଜେଲିନା ଭୂୟାଁ ବାଣିଜ୍ୟରେ ବିଦ୍ୟାଳୟରେ ପ୍ରଥମ     ବିଜ୍ଞାନରେ ୮୦.୪୫  ପ୍ରତିଶତ ଏବଂ ବାଣିଜ୍ୟରେ ୮୦.୬୦ ପ୍ରତିଶତ ସହ ବିଦ୍ୟାଳୟର ସାମଗ୍ରିକ ହାର ୮୦.୪୮ ପ୍ରତିଶତ ରହିଛି    (13-May-2026)       ||      ଯୁବୋଦୟର ଛାତ୍ରଛାତ୍ରୀଙ୍କ ସଫଳତା : ଜେଇଇ, ନିଟ୍ ସହିତ ସିବିଏସଇ ବୋର୍ଡରେ ମଧ୍ୟ ଉତ୍କୃଷ୍ଟ ପ୍ରଦର୍ଶନ   (13-May-2026)       ||      ପିସି ଓ ଚୌକି ମୋହରେ ବାବୁ, ଠିକାଦାର ମହଲରେ ଅସନ୍ତୋଷ   (13-May-2026)       ||     

HOME   ଜିଲ୍ଲା

ସରସ୍ବତୀ ଶିଶୁ ମନ୍ଦିର ରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ

03-Aug-2024



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )ସୋନପୁର ସହର ର ଅଗ୍ରଣୀ ଶିକ୍ଷାନୁଷ୍ଠାନ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ସୋନପୁର ଠାରେ ବିଦ୍ୟାଳୟ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି। ସୋନପୁର କଲେଜ ର ପଦାର୍ଥ ବିଜ୍ଞାନ ଅଧ୍ୟାପିକା ଶ୍ରୀମତୀ ପ୍ରତିମା ରଥ ମୁଖ୍ୟ ଅତିଥି ଭାବେ ଯୋଗଦେଇ କାର୍ଯକ୍ରମ କୁ ଉଦଘାଟନ କରିଥିଲେ। ବିଦ୍ୟାଳୟ ର ସଭାପତି ଡ. ପୌଲସ୍ତି ସାହୁ ଯୁଗ୍ମ ସଂପାଦକ ଘନଶ୍ୟାମ ମିଶ୍ର ଉପସ୍ଥିତ ଥିଲେ। ପ୍ରଧାନ ଆଚାର୍ଯ୍ୟ ଶ୍ରୀ ସୁବାଷ ଚନ୍ଦ୍ର ମିଶ୍ର ଅତିଥି ପରିଚୟ ଓ ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ। ଆଚାର୍ଯ୍ୟ ଶ୍ରୀମତୀ ସୌଦାମିନୀ ହୋତା ଙ୍କ ସଂଯୋଜନାରେ ସମସ୍ତ ଆଚାର୍ଯ୍ୟ ଆଚାର୍ଯ୍ୟା ଓ ସେବକ ସେବିକା ସହଯୋଗ ପ୍ରଦାନ କରିଥିଲେ। ଶିଶୁ ବାଟିକା ଶ୍ରେଣୀରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ବିଭିନ୍ନ ସ୍ତରରେ ସର୍ବ ମୋଟ ୧୯୦ ଗୋଟି ପ୍ରକଳ୍ପ ପ୍ରଦର୍ଶିତ ହୋଇଥଲା। ପ୍ରକଳ୍ପ ପ୍ରଦର୍ଶନ ତଥା ପୂର୍ବ ଆୟୋଜିତ ବିଜ୍ଞାନ ଗଣିତ ଓ ସଂସ୍କୃତି ଆଧାରିତ ବିଭିନ୍ନ କାର୍ଯ୍ୟକ୍ରମ ରେ ଉତ୍କୃଷ୍ଟ ପ୍ରଦର୍ଶନ କରିଥିବା ଶିଶୁ ମାନଙ୍କୁ ପୁରସ୍କୃତ କରାଯାଇଥିଲା। ବିଚାରକ ଭାବେ ବିଭିନ୍ନ ବିଦ୍ୟାଳୟର ଶିକ୍ଷକ ଗଣ ଯଥା ସର୍ବଶ୍ରୀ ଚକା ନୟନ ମେହେର, ସର୍ବେଶ୍ଵର ମିଶ୍ର, ଶ୍ୟାମ ସୁନ୍ଦର ପାତ୍ର, ତ୍ରିବିକ୍ରମ ପାତ୍ର, ବିଶ୍ବମ୍ବର ମାନହିରା, ଅଜିତ କୁମାର ମିଶ୍ର, ଘନଶ୍ୟାମ ମିଶ୍ର, ପ୍ରତାପ ଚନ୍ଦ୍ର ଦାସ, ଉମାକାନ୍ତ ମିଶ୍ର ପ୍ରମୁଖ ଯୋଗ ଦେଇ କାର୍ଯ୍ୟକ୍ରମ କୁ ସାଫଲ୍ୟ ମଣ୍ଡିତ କରିଥିଲେ। ଶେଷରେ ଭଉଣୀ ମାନଙ୍କ ଦ୍ଵାରା ଲୋକ ନୃତ୍ୟ ପ୍ରଦର୍ଶିତ ହୋଇଥିଲା ବେଳେ ଘନଶ୍ୟାମ ମିଶ୍ର ଧନ୍ୟବାଦ୍ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଏସ୍‌ସିବି ମେଡିକାଲ ୪ ର୍ଥ ଶ୍ରେଣୀ କର୍ମଚାରୀ ସଂଘର ସମ୍ମିଳନୀ   15-May-2026
  ଜିଲ୍ଲା  
ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ   14-May-2026
  ଜିଲ୍ଲା  
ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍ ପି ଚଢ଼ଉ କରିଥିଲା ବେଳେ କଟକରେ ବ୍ୟତିକ୍ରମ   14-May-2026
  ଜିଲ୍ଲା  
ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍ ପି ଚଢ଼ଉ କରିଥିଲା ବେଳେ କଟକରେ ବ୍ୟତିକ୍ରମ   14-May-2026
  ଜିଲ୍ଲା  
*ଗୋପାଳ ରାଇସ ମିଲ ପକ୍ଷରୁ ମାଗଣା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ*-   14-May-2026
  ଜିଲ୍ଲା  
ବିଶାଲପାଳିରେ ଏକ ବାଲେରୋ ଗାଡିରୁ ବିପୁଳ ଗଞ୍ଜେଇ ଜବତ,୪ ଗିରଫ   14-May-2026
  ଜିଲ୍ଲା  
ସାମ୍ବାଦିକ ଙ୍କ ମାତୃ ବିୟୋଗ   14-May-2026
  ଜିଲ୍ଲା  
ପଥର ବ୍ଲାଷ୍ଟିଂ ଯୋଗୁଁ ଚାଷୀ ଓ ଗ୍ରାମବାସୀ ହନ୍ତସନ୍ତ: ନରସିଂହଙ୍କୁ ଅଭିଯୋଗ କଲେ ଉଚ୍ଛବପାଲି ଓ ଉପରବାହାଲ ଗ୍ରାମବାସୀ   14-May-2026
  ରାଜ୍ୟ  
ବସ୍‌ରେ ଯିବା ଆସିବା କରିବେ ପରିବହନ ମନ୍ତ୍ରୀ; ନେଲେ ବଡ଼ ନିଷ୍ପତ୍ତି, ଇଭି ବ୍ୟବହାର ପାଇଁ ଅପିଲ୍ କଲେ   14-May-2026
  ଜିଲ୍ଲା  
ଶ୍ରଦ୍ଧା ଫାଉଣ୍ଡେସନ ତରଫରୁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ   14-May-2026
  ଜିଲ୍ଲା  
ବିଦ୍ୟା ବିକାଶ ସ୍କୁଲରେ ସିବିଏସସି ଯୁକ୍ତ ୨ ପରୀକ୍ଷା ଫଳ ପ୍ରକାଶିତ ପରେ ଛାତ୍ରଛାତ୍ରୀ ଙ୍କୁ ସମ୍ବଦ୍ଧିତ   14-May-2026
  ଜିଲ୍ଲା  
ଦଶମ ଜିଲ୍ଲାପରିଷଦ ବୈଠକ ଶେଷ   14-May-2026

You Might Also Like