-+91-9937148622 |

prerana_bgr@rediffmail.com |

  Friday 15th May 2026 |

| | | |

R.N.I. Regd No. ODIODI/2010/46693

Breaking News

ଏସ୍‌ସିବି ମେଡିକାଲ ୪ ର୍ଥ ଶ୍ରେଣୀ କର୍ମଚାରୀ ସଂଘର ସମ୍ମିଳନୀ   (15-May-2026)       ||      ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ    (14-May-2026)       ||      ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍ ପି ଚଢ଼ଉ କରିଥିଲା ବେଳେ କଟକରେ ବ୍ୟତିକ୍ରମ   (14-May-2026)       ||      ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍ ପି ଚଢ଼ଉ କରିଥିଲା ବେଳେ କଟକରେ ବ୍ୟତିକ୍ରମ   (14-May-2026)       ||      *ଗୋପାଳ ରାଇସ ମିଲ ପକ୍ଷରୁ ମାଗଣା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ*-   (14-May-2026)       ||      ବିଶାଲପାଳିରେ ଏକ ବାଲେରୋ ଗାଡିରୁ ବିପୁଳ ଗଞ୍ଜେଇ ଜବତ,୪ ଗିରଫ   (14-May-2026)       ||      ସାମ୍ବାଦିକ ଙ୍କ ମାତୃ ବିୟୋଗ   (14-May-2026)       ||      ପଥର ବ୍ଲାଷ୍ଟିଂ ଯୋଗୁଁ ଚାଷୀ ଓ ଗ୍ରାମବାସୀ ହନ୍ତସନ୍ତ: ନରସିଂହଙ୍କୁ ଅଭିଯୋଗ କଲେ ଉଚ୍ଛବପାଲି ଓ ଉପରବାହାଲ ଗ୍ରାମବାସୀ   (14-May-2026)       ||      ବସ୍‌ରେ ଯିବା ଆସିବା କରିବେ ପରିବହନ ମନ୍ତ୍ରୀ; ନେଲେ ବଡ଼ ନିଷ୍ପତ୍ତି, ଇଭି ବ୍ୟବହାର ପାଇଁ ଅପିଲ୍ କଲେ   (14-May-2026)       ||      ଶ୍ରଦ୍ଧା ଫାଉଣ୍ଡେସନ ତରଫରୁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ   (14-May-2026)       ||      ବିଦ୍ୟା ବିକାଶ ସ୍କୁଲରେ ସିବିଏସସି ଯୁକ୍ତ ୨ ପରୀକ୍ଷା ଫଳ ପ୍ରକାଶିତ ପରେ ଛାତ୍ରଛାତ୍ରୀ ଙ୍କୁ ସମ୍ବଦ୍ଧିତ    (14-May-2026)       ||      ଦଶମ ଜିଲ୍ଲାପରିଷଦ ବୈଠକ ଶେଷ    (14-May-2026)       ||      ସମ୍ବଲପୁର ପବ୍ଲିକ ଲାଇବ୍ରେରୀ ରେ ଡାକ୍ତର ଜନାର୍ଦନ ପୂଜାରୀ ସ୍ମାରକୀ ବକ୍ତୃତା।   (14-May-2026)       ||      ମାଟ୍ରିକ ପରୀକ୍ଷାରେ ବ୍ଲକ୍ ଟପ୍ପର ତଥା ବିଦ୍ୟାଳୟର କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   (14-May-2026)       ||      ପୁଅକୁ ମାରି ମାଟିତଳେ ପୋତି ଦେଲେ ବାପା, ମା    (14-May-2026)       ||      ସିବିଏସ୍‌ଇ ଦ୍ବାଦଶ ପରୀକ୍ଷାରେ କଣ୍ଟାମାଳ ଆଦର୍ଶ ବିଦ୍ୟାଳୟ ର ସଫଳତା, ୯୦.୪ପ୍ରତିଶତ ରଖି ସୋନାଲି କର୍ଣ୍ଣ ସ୍କୁଲ ଟପ୍ପର    (14-May-2026)       ||      ବରୀ ତହସିଲ ଅଧୀନରେ ଚାଲିଛି ବେଧଡ଼କ ମାଟି, ବାଲି ଲୁଟ୍   (14-May-2026)       ||      ସି.ବି.ଏସ୍‌.ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷାରେ ଡି.ଏ.ଭି କଳିଙ୍ଗ ନଗରର ଛାତ୍ରଛାତ୍ରୀଙ୍କ ସଫଳତା ୯୬.୮୦ ପ୍ରତିଶତ ସହ ବିଜ୍ଞାନରେ ପ୍ରତୀକ ଷଡ଼ଙ୍ଗୀ ଏବଂ ୯୬. ୪୦ ପ୍ରତିଶତ ସହ ଆଞ୍ଜେଲିନା ଭୂୟାଁ ବାଣିଜ୍ୟରେ ବିଦ୍ୟାଳୟରେ ପ୍ରଥମ     ବିଜ୍ଞାନରେ ୮୦.୪୫  ପ୍ରତିଶତ ଏବଂ ବାଣିଜ୍ୟରେ ୮୦.୬୦ ପ୍ରତିଶତ ସହ ବିଦ୍ୟାଳୟର ସାମଗ୍ରିକ ହାର ୮୦.୪୮ ପ୍ରତିଶତ ରହିଛି    (13-May-2026)       ||      ଯୁବୋଦୟର ଛାତ୍ରଛାତ୍ରୀଙ୍କ ସଫଳତା : ଜେଇଇ, ନିଟ୍ ସହିତ ସିବିଏସଇ ବୋର୍ଡରେ ମଧ୍ୟ ଉତ୍କୃଷ୍ଟ ପ୍ରଦର୍ଶନ   (13-May-2026)       ||      ପିସି ଓ ଚୌକି ମୋହରେ ବାବୁ, ଠିକାଦାର ମହଲରେ ଅସନ୍ତୋଷ   (13-May-2026)       ||     

HOME   ଜିଲ୍ଲା

କଣ୍ଟାମାଳ ଶିଶୁ ମନ୍ଦିର ରେ ଜ୍ଞାନବିଜ୍ଞାନ ମେଳା 109ଟି ବିଜ୍ଞାନ ପ୍ରକଳ୍ପ ପ୍ରଦର୍ଶିତ

03-Aug-2024



କଣ୍ଟାମାଳ, (ଜୟ କୁମାର ମହାରଣା)
କଣ୍ଟାମାଳ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ପ୍ରଧାନଆଚାର୍ଯ୍ୟ ଭଗବାନ ମନହିରା ଙ୍କ ଅଧ୍ୟକ୍ଷତାରେ ଜ୍ଞାନବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି   l  କଣ୍ଟାମାଳ ଉଚ୍ଚ ବିଦ୍ୟାଳୟ ବିଜ୍ଞାନ ଶିକ୍ଷୟିତ୍ରୀ ହେମବନ୍ତି ବାଘ ମୁଖ୍ୟଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ  l  ବୌଦ୍ଧ ଜିଲ୍ଲା ପ୍ରମୁଖ କାର୍ତ୍ତିକେଶ୍ୱର ବେହେରା, କଣ୍ଟାମାଳ ସଂକୁଳ ପ୍ରମୁଖ ସନ୍ତୋଷ କୁମାର ବିଶି, କୋଷାଧ୍ୟକ୍ଷ୍ୟ ରଂଜିପ କୁମାର  ସାହୁ ପ୍ରମୁଖ ସମ୍ମାନୀତ ଅତିଥି ଭାବେ ମଂଚାସୀନ ଥିଲେ  l   ପ୍ରଧାନlଚାର୍ଯ୍ୟ ଭଗବାନ ମନହିରା ଅତିଥି ପରିଚୟ, ସୁଶ୍ରୀ ଅନନ୍ୟା ଆନନ୍ଦିତା ମିଶ୍ର ସଭା ପରିଚାଳନା ଓ ସୁଚିତ୍ରା ସାହୁ ବୃତ୍ତ ପଠନ କରିଥିବାବେଳେ କୋଷାଧ୍ୟକ୍ଷ୍ୟ ରଂଜିପ କୁମାର ସାହୁ ଧନ୍ୟବାଦ ଅର୍ପଣ କରିଥିଲେ  l   କଣ୍ଟାମାଳ ଉଚ୍ଚ ବିଦ୍ୟାଳୟ ବିଜ୍ଞାନ ଶିକ୍ଷୟିତ୍ରୀ ହେମବନ୍ତି ବାଘ ଓ  ବିଜ୍ଞାନ ଶିକ୍ଷୟିତ୍ରୀ ମୀରାବାଈ ଧରୁଆ ପ୍ରକଳ୍ପ ଗୁଡିକର ମୂଲ୍ୟାଙ୍କନ କରିଥିଲେ  l  ଏଥିରେ ଶିଶୁବାଟିକାରୁ 28ଟି ,ପ୍ରଥମ ଶ୍ରେଣୀରୁ 12ଟି ,ଦ୍ୱିତୀୟ ଶ୍ରେଣୀରୁ 20,ତୃତୀୟ ଶ୍ରେଣୀରୁ 20,ଶିଶୁ ବର୍ଗରୁ 18 ଓ ବାଲ ବର୍ଗରୁ 11ଗୋଟି ମୋଟ 109ଗୋଟି ପ୍ରକଳ୍ପ ଭାଗ ନେଇଥିଲା  l   କାର୍ଯ୍ୟକ୍ରମ କୁ ସମସ୍ତ ଗୁରୁଜୀ,ଗୁରୁମା, ସେବକ ସେବିକା ଓ ପରିଚାଳନା ସମିତିର ସଦସ୍ୟ ପ୍ରମୁଖ ପରିଚାଳନାରେ ସହଯୋଗ କରିଥିଲେ  l


News Comment




Photo in News

Advertisment
Lastest News
  ଜିଲ୍ଲା  
ଏସ୍‌ସିବି ମେଡିକାଲ ୪ ର୍ଥ ଶ୍ରେଣୀ କର୍ମଚାରୀ ସଂଘର ସମ୍ମିଳନୀ   15-May-2026
  ଜିଲ୍ଲା  
ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ   14-May-2026
  ଜିଲ୍ଲା  
ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍ ପି ଚଢ଼ଉ କରିଥିଲା ବେଳେ କଟକରେ ବ୍ୟତିକ୍ରମ   14-May-2026
  ଜିଲ୍ଲା  
ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍ ପି ଚଢ଼ଉ କରିଥିଲା ବେଳେ କଟକରେ ବ୍ୟତିକ୍ରମ   14-May-2026
  ଜିଲ୍ଲା  
*ଗୋପାଳ ରାଇସ ମିଲ ପକ୍ଷରୁ ମାଗଣା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ*-   14-May-2026
  ଜିଲ୍ଲା  
ବିଶାଲପାଳିରେ ଏକ ବାଲେରୋ ଗାଡିରୁ ବିପୁଳ ଗଞ୍ଜେଇ ଜବତ,୪ ଗିରଫ   14-May-2026
  ଜିଲ୍ଲା  
ସାମ୍ବାଦିକ ଙ୍କ ମାତୃ ବିୟୋଗ   14-May-2026
  ଜିଲ୍ଲା  
ପଥର ବ୍ଲାଷ୍ଟିଂ ଯୋଗୁଁ ଚାଷୀ ଓ ଗ୍ରାମବାସୀ ହନ୍ତସନ୍ତ: ନରସିଂହଙ୍କୁ ଅଭିଯୋଗ କଲେ ଉଚ୍ଛବପାଲି ଓ ଉପରବାହାଲ ଗ୍ରାମବାସୀ   14-May-2026
  ରାଜ୍ୟ  
ବସ୍‌ରେ ଯିବା ଆସିବା କରିବେ ପରିବହନ ମନ୍ତ୍ରୀ; ନେଲେ ବଡ଼ ନିଷ୍ପତ୍ତି, ଇଭି ବ୍ୟବହାର ପାଇଁ ଅପିଲ୍ କଲେ   14-May-2026
  ଜିଲ୍ଲା  
ଶ୍ରଦ୍ଧା ଫାଉଣ୍ଡେସନ ତରଫରୁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ   14-May-2026
  ଜିଲ୍ଲା  
ବିଦ୍ୟା ବିକାଶ ସ୍କୁଲରେ ସିବିଏସସି ଯୁକ୍ତ ୨ ପରୀକ୍ଷା ଫଳ ପ୍ରକାଶିତ ପରେ ଛାତ୍ରଛାତ୍ରୀ ଙ୍କୁ ସମ୍ବଦ୍ଧିତ   14-May-2026
  ଜିଲ୍ଲା  
ଦଶମ ଜିଲ୍ଲାପରିଷଦ ବୈଠକ ଶେଷ   14-May-2026

You Might Also Like