-+91-9937148622 |

prerana_bgr@rediffmail.com |

  Thursday 1st October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   (30-Sep-2026)       ||      କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   (30-Sep-2026)       ||      ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ    (30-Sep-2026)       ||      ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି    (30-Sep-2026)       ||      ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା    (30-Sep-2026)       ||      ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   (30-Sep-2026)       ||      ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   (30-Sep-2026)       ||      ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   (30-Sep-2026)       ||      ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   (30-Sep-2026)       ||      ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା     (30-Sep-2026)       ||      ୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   (30-Sep-2026)       ||      ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   (30-Sep-2026)       ||      ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||     

HOME   ଜିଲ୍ଲା

ବିପଦପୂର୍ଣ୍ଣ ଅବସ୍ଥାରେ ରେଙ୍ଗାଲଜୁରୀ ସରକାରୀ ପ୍ରାଥମିକ ବିଦ୍ୟାଳୟ: ୫୩ ବର୍ଷ ର ପୁରୁଣା ଆଜବେଷ୍ଟସ ସ୍କୁଲ ଘରେ ଚାଲିଛି ପାଠପଢ଼ା ।

03-Aug-2024



ପାଟଣାଗଡ଼  (ପୁର୍ଣ୍ଣ ଶଶୀ ଶେଖର ରାଓ)ଶିକ୍ଷାର ବିକାଶ ଲାଗି ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ପିଲାମାନଙ୍କ ପାଇଁ ଉନ୍ନତମାନର ଶିକ୍ଷା ବ୍ୟବସ୍ଥା କରାଯାଉଛି। ବଲାଙ୍ଗୀର ଜିଲ୍ଲାର ଅନେକ ସ୍କୁଲ ଆଜି ମଧ୍ୟ ଭଙ୍ଗା ଛାତ ତଳେ ଚାଲିଥିବା ଅଭିଯୋଗ ହେଉଛି। ଅଭିଯୋଗ   ଅନୁଯାୟୀ  ଖପ୍ରାଖୋଲ ବ୍ଳକ ଚଙ୍ଗରିଆ ପଞ୍ଚାୟତ ରେଙ୍ଗାଲଜୁରୀ  ଗ୍ରାମର ସରକାରୀ ପ୍ରାଥମିକ ବିଦ୍ୟାଳୟ ୧୯୭୧ ରେ ନିର୍ମିତ ପୁରୁଣା ଛପର ଗୋଟାଏ ଶ୍ରେଣୀ ଗୃହ। ଏହି ବିଦ୍ୟାଳୟରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ରହିଥିବା ବେଳେ ୪୦ ଜଣ ଛାତ୍ରଛାତ୍ରୀ ରହିଛନ୍ତି। ବିଦ୍ୟାଳୟଟି ପ୍ରାୟ ୫୩ ବର୍ଷର ପୁରୁଣା ହେବ। ଶ୍ରେଣୀଗୃହ ଆଜବେଷ୍ଟସ  ଛାତ  ଘରେ ଚାଲିଛି। ସର୍ବ ଶିକ୍ଷା ଅଭିଯାନ  ତରଫରୁ ଏକ ଅତିରିକ୍ତ ଶ୍ରେଣୀ କୋଠରୀ ନିର୍ମାଣ କରାଯାଇଥିଲା । ହେଲେ ଏହି ଶ୍ରେଣୀ କୋଠା ର ଛାତ ଉପରର ସିମେଣ୍ଟ ଛଡ ବାହାରି ଅତଡ଼ା ଖସି ପଡ଼ିବାରୁ ବିପଦପୂର୍ଣ୍ଣ   ଅବସ୍ଥାରେ ଶ୍ରେଣୀ ଗୃହ ରହିଛି। ଏହି ଶ୍ରେଣୀ କୋଠାରେ  ପାଠ ପଢି କାର୍ଯ୍ୟ ସଂପୂର୍ଣ୍ଣ ବନ୍ଦ କରିଦିଆଯାଇଥବା ପ୍ରଧାନ ଶିକ୍ଷକ କହିଛନ୍ତି ।  ଗୋଟିଏ ଶ୍ରେଣୀ ଗୃହରେ ପ୍ରଥମ ରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ଚାଲିଛି ପାଠପଢ଼ା। ବର୍ଷ ବର୍ଷ ଧରି ଏଭଳି ଭଳି ଭାବେ ଏଠାରେ ପାଠପଢ଼ୁଛନ୍ତି ଛାତ୍ରଛାତ୍ରୀ। ବାରମ୍ବାର ଏ ନେଇ ଅଭିଭାବକ ଏବଂ ଗ୍ରାମବାସୀ ଅଭିଯୋଗ କଲେ ମଧ୍ୟ ଏ ଦିଗରେ କୌଣସି ପଦକ୍ଷେପ ଗ୍ରହଣ କରାଯାଉ ନାହିଁ।ବର୍ତ୍ତମାନ ପ୍ରାଥମିକ ସ୍କୁଲରେ ୪୦ ଜଣ ଛାତ୍ରଛାତ୍ରୀ ରହିଥିବାବେଳେ ୨ ଜଣ ଶିକ୍ଷକ ରହିଛନ୍ତି ।ପ୍ରଥମରୁ ତୃତୀୟ ଶ୍ରେଣୀ ଛାତ୍ରଛାତ୍ରୀ ଗୋଟିଏ ଗୃହରେ ବସି ପାଠପଢ଼ୁ ଥିବାବେଳେ ଚତୁର୍ଥ, ପଞ୍ଚମ ଶ୍ରେଣୀ ର  ବର୍ଷା ଦିନରେ ଶ୍ରେଣୀ ଗୃହରେ ପାଣି ଜମୁଥିବାରୁ ପ୍ରାଥମିକ ସ୍କୁଲର ଛାତ୍ରଛାତ୍ରୀଙ୍କୁ ସ୍କୁଲ ବାରଣ୍ଡାରେ ବସି ପାଠପଢ଼ିବାକୁ ପଡ଼େ। ଗୋଟିଏ ଶ୍ରେଣୀ କୋଠରୀ ରେ ପାଠପଢା ଚାଳୁଥିବା ଯୋଗୁଁ ପାଠପଢ଼ାରେ  ଘୋର ଅସୁବିଧା ର ସମୁଖୀନ ହେଉଛି ।  ଅନ୍ୟପକ୍ଷରେ ନୂତନ ସ୍କୁଲ ଗୃହର ପାଇ  ନିର୍ମାଣ ମଞ୍ଜୁର ହୋଇଥିବା ଅର୍ଥ ରେ କାର୍ଯ୍ୟ ଶେଷ ହୋଇଛି । ସ୍କୁଲ କାର୍ଯ୍ୟ ସଂପୂର୍ଣ୍ଣ କରିବା ପାଇଁ ଜିଲ୍ଲାପାଳ ଦୃଷ୍ଟି ଦେବାକୁ ଗ୍ରାମବାସୀ ଦାବୀ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   30-Sep-2026
  ଜିଲ୍ଲା  
କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   30-Sep-2026
  ଜିଲ୍ଲା  
ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ   30-Sep-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି   30-Sep-2026
  ଜିଲ୍ଲା  
ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା   30-Sep-2026
  ଜିଲ୍ଲା  
ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   30-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   30-Sep-2026
  ଜିଲ୍ଲା  
ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   30-Sep-2026
  ଜିଲ୍ଲା  
ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   30-Sep-2026
  ଜିଲ୍ଲା  
ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା    30-Sep-2026
  ଜିଲ୍ଲା  
୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   30-Sep-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   30-Sep-2026

You Might Also Like