-+91-9937148622 |

prerana_bgr@rediffmail.com |

  Thursday 1st October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   (30-Sep-2026)       ||      କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   (30-Sep-2026)       ||      ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ    (30-Sep-2026)       ||      ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି    (30-Sep-2026)       ||      ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା    (30-Sep-2026)       ||      ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   (30-Sep-2026)       ||      ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   (30-Sep-2026)       ||      ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   (30-Sep-2026)       ||      ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   (30-Sep-2026)       ||      ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା     (30-Sep-2026)       ||      ୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   (30-Sep-2026)       ||      ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   (30-Sep-2026)       ||      ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||     

HOME   ରାଜ୍ୟ

ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ସ୍ମାର୍ଟ ହେକଥନ୍ କାର୍ଯ୍ୟକ୍ରମ

04-Aug-2024



ବିନିକା(ହିମାଂଶୁ ଶେଖର ପୁଟେଲ) ବିନିକା ସିଦ୍ଧାର୍ଥ ଜୁନିଅର କଲେଜ ଆୟୋଜନରେ ଶନିବାର ସୁବର୍ଣ୍ଣପୁର ଜିଲ୍ଲାସ୍ତରୀୟ ଓଡ଼ିଆ ପ୍ରୀମିନିଅର ୨.୦ ଏ ଓଡ଼ିଶା ହେକଥନ କାର୍ଯ୍ୟକ୍ରମ କଲେଜ ଅଧ୍ୟକ୍ଷା ରେଖା ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି।ଏଥିରେ ମୁଖ୍ୟ ଅତିଥି ଭାବେ ବିନିକା ବିଡ଼ିଓ ପ୍ରମୋଦ କୁମାର ମେହେର,ସ୍ଵତନ୍ତ୍ର ସମ୍ମାନିତ ଅତିଥି ଭାବେ ଜିଲ୍ଲା ଶିକ୍ଷାଧିସ ଲକ୍ଷ୍ମଣ ଭୋଇ,ମୁଖ୍ୟ ବକ୍ତା ଭାବେ ସିଦ୍ଧାର୍ଥ ଡ଼ିଗ୍ରୀ କଲେଜ ଅଧ୍ୟକ୍ଷ ଡ଼ ଧୀରେନ୍ଦ୍ର କୁମାର ନାୟକ,ସମ୍ମାନିତ ଅତିଥି ଭାବେ ବିନିକା ତହସିଲଦାର ସୀତାରାମ ଭୋଇ,କଲେଜ ପରିଚାଳନା କମିଟି ସଦସ୍ୟ ଜୟାନନ୍ଦ ପାଣିଗ୍ରାହୀ,ଉପ ନଗରପାଲ ତପସ୍ୱିନୀ ମେହେର,ଜିଲ୍ଲା ବିଜ୍ଞାନ ସୁପରଭାଇଜର ପର୍ଶୁରାମ ମେହେର ଯୋଗଦେଇ   ଭାରତ ସରକାରଙ୍କ ଦ୍ୱାରା ଚାଲିଥିବା ଏହି କାର୍ଯ୍ୟକ୍ରମ ର ମହତ୍ତ୍ଵ ଦିଗରେ ଯୁବକ ଯୁବତୀ ମାନଙ୍କୁ ପ୍ରାଞ୍ଜଳ ଭାବେ ଅବଗତ କରିଥିଲେ ।ପରେ ବିଭିନ୍ନ ଶିକ୍ଷାନୁଷ୍ଠାନରୁ ଆସିଥିବା ଛାତ୍ରଛାତ୍ରୀ ମାନେ ନିଜର ପାରଦର୍ଶିତା ଉପରେ ବକ୍ତବ୍ୟ ପ୍ରଦାନ କରିଥିଲେ।ଏଥିରେ ବିଚାରକ ଭାବେ ଓୟୁଟିଆର ପ୍ରଫେସର ଡ଼ ବି.ସି.ଭଟ୍ଟ ଓ ଛାତ୍ର ସାରସ୍ଵତ ଦାସ ଯୋଗଦେଇଥିଲେ । କାର୍ଯ୍ୟକ୍ରମରେ ବେଷ୍ଟ ପାରଫମେନସ ଛାତ୍ରଛାତ୍ରୀ ମାନଙ୍କୁ ଅତିଥି ମାନେ ପୁରସ୍କୃତ କରିଥିଲେ ।ଶେଷରେ ଅଧ୍ୟାପକ ମନିଷ ଆଚାର୍ଯ୍ୟ ଧନ୍ୟବାଦ ଅର୍ପଣ କରିଥିଲେ।

《《《《《《■■》》》》》


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   30-Sep-2026
  ଜିଲ୍ଲା  
କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   30-Sep-2026
  ଜିଲ୍ଲା  
ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ   30-Sep-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି   30-Sep-2026
  ଜିଲ୍ଲା  
ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା   30-Sep-2026
  ଜିଲ୍ଲା  
ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   30-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   30-Sep-2026
  ଜିଲ୍ଲା  
ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   30-Sep-2026
  ଜିଲ୍ଲା  
ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   30-Sep-2026
  ଜିଲ୍ଲା  
ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା    30-Sep-2026
  ଜିଲ୍ଲା  
୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   30-Sep-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   30-Sep-2026

You Might Also Like