-+91-9937148622 |

prerana_bgr@rediffmail.com |

  Thursday 1st October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   (30-Sep-2026)       ||      କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   (30-Sep-2026)       ||      ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ    (30-Sep-2026)       ||      ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି    (30-Sep-2026)       ||      ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା    (30-Sep-2026)       ||      ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   (30-Sep-2026)       ||      ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   (30-Sep-2026)       ||      ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   (30-Sep-2026)       ||      ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   (30-Sep-2026)       ||      ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା     (30-Sep-2026)       ||      ୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   (30-Sep-2026)       ||      ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   (30-Sep-2026)       ||      ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||     

HOME   ଜିଲ୍ଲା

ଆୟୁର୍ବେଦ ଶିରୋମଣି ଆଚାର୍ଯ୍ୟ ବାଳକୃଷ୍ଣ ଙ୍କ ଜନ୍ମ ଦିବସ ପାଳିତ

04-Aug-2024



ସୋନପୁର (ମନୋରଞ୍ଜନ ତ୍ରିପାଠୀ,)
ପତଞ୍ଜଳି ଯୋଗ ସମିତି ସୁବର୍ଣ୍ଣପୁର ଶାଖା ପକ୍ଷରୁ ଆଜି ସ୍ଥାନୀୟ ଲଲୁ ପଡ଼ିଆ ଠାରେ ଆଚାର୍ଯ୍ୟ ବାଳକୃଷ୍ଣ ଙ୍କ ଜନ୍ମ ଦିବସ ଓ ଜଡିବୁଟି ଦିବସ ପାଳିତ ହୋଇ ଯାଇଛି l ପ୍ରତି ଘରେ ଘରେ ଆୟୁର୍ବେଦ  ଓ ପରିବେଶ ସୁରକ୍ଷା ର ପ୍ରଚାର  ପ୍ରସାର କରିବା ଲକ୍ଷ୍ୟ ନେଇ ଆଜି ପତଞ୍ଜଲି ଯୋଗ ସମିତି ସୁବର୍ଣ୍ଣପୁର ଅନୁକୁଲ୍ୟ ରେ ସ୍ବଚ୍ଛ ଭାରତ ସଙ୍ଗଠନ , ପୌର ପରିଷଦ ଓ ବନ ବିଭାଗ ର ମିଳିତ ସହଯୋଗ ରେ ପାଳିତ ଏହି ଦିବସ ରେ ସାମୁହିକ ବୃକ୍ଷ ରୋପଣ କରାଯାଇଛି l ମୁଖ୍ୟ ଅତିଥି ଭାବରେ ପୌର ପରିଷଦ କାର୍ଯ୍ଯ ନିର୍ବାହୀ ଅଧିକାରୀ ଇଂ ମନୋରଂଜନ ପଣ୍ଡା ଯୋଗ ଦେଇ ଗ୍ଲୋବାଲ ୱାର୍ମିଂ ଓ ପ୍ରାକୃତିକ ବିପର୍ଯ୍ୟୟ ରୁ ଆମକୁ ଓ ପୃଥିବୀ ରକ୍ଷା କରିବାକୁ ହେଲେ କେବଳ ବୃକ୍ଷ ରୋପଣ ଓ ତାରି ଯତ୍ନ ହିଁ ଏକ ମାତ୍ର ମାଧ୍ୟମ ବୋଲି ମତ ଦେଇଥିଲେ l ସମ୍ମାନିତ ଅତିଥି ଭାବରେ ପୌର ପରିଷଦ ଅଧ୍ୟକ୍ଷା ତାମସୀ ତାମସ୍ମିତା ନାଏକ, ସୋନପୁର ଫରେଷ୍ଟର ଭକ୍ତ ବନ୍ଧୁ ମିଶ୍ର, ସମାଜସେଵୀ ଶ୍ରୀବତ୍ସ ମଲ୍ଲିକ, ପ୍ରାକ୍ତନ ପୌର ଅଧକ୍ଷ ପ୍ରକାଶ ସାହୁ, ସ୍ବଚ୍ଛ ଭାରତ ସଙ୍ଗଠନ ସଭାପତି ସାୟଦ୍ ଅଲି ମୂଲ ଇସଲାମ ଯୋଗ ଦେଇ ମା ପାଇଁ ଗଛ ଟିଏ କାର୍ଯ୍ଯ କ୍ରମ କୁ ପ୍ରଶଂସା କରି ସମସ୍ତ ପରିବେଶ ପ୍ରେମୀ ଙ୍କୁ ଉତ୍ସାହିତ କରିଥଲେ l ଜିଲ୍ଲା ଭାରତ ସ୍ବାଭିମାନ ପ୍ରଭାରୀ ର ପ୍ରଶିକ୍ଷକ  ମନୋଜ୍ ପଣ୍ଡା ସଭା କୁ ସଂଯୋଜନା କରିଥିବା ବେଳେ ଯୋଗ ସମିତି ସଭାପତି ଗୋପାଳ ନେଗୀ ଧନ୍ୟବାଦ୍ ଅର୍ପଣ କରିଥିଲେ l ସ୍ବଚ୍ଛ ଭାରତ କୋଡି ନେଟର ମନୋରଞ୍ଜନ ତ୍ରୀପାଠୀ ଓ ଯୋଗ ସମିତି ର ବରିଷ୍ଠ ସଦସ୍ୟ ରବୀନ୍ଦ୍ର ଜେନା ଙ୍କ ପ୍ରତ୍ୟକ୍ଷ ତତ୍ତ୍ୱl ବଧାନ ରେ ଅନୁଷ୍ଟିତ ଏହି କାର୍ଯ୍ୟକ୍ରମ ରେ ଶ୍ରୀମତୀ ଇନ୍ଦୁ ମତି ପୁରୋହିତ , ସବିତା ପଟ୍ଟନାୟକ , ମଞ୍ଜୁଶ୍ରୀ ଭୂୟାଁ, ରୁଚିକା ମାଝୀ, ମଞ୍ଜୁ ଲତା ଗୌଡ ଅତିଥି ଙ୍କୁ ପୁଷ୍ପ ଗୁଚ୍ଛ ପ୍ରଦାନ କରି ସ୍ଵାଗତ କରିଥିଲେ l ଉଭୟ ସଙ୍ଗଠନ ର 50 ରୁ ଊର୍ଦ୍ଧ୍ବ ସଦସ୍ୟ ଏଥିରେ ଯୋଗ ଦେଇ ଏକ ପେଡ୍ ମା କି ନାମ ଏକ ପେଡ ଦେଶ କି ନାମ ସ୍ଲୋଗାନ ଦେଇ ବୃକ୍ଷ ସବୁ ର ଯତ୍ନ ପାଇଁ ସଂକଳ୍ପ ନେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   30-Sep-2026
  ଜିଲ୍ଲା  
କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   30-Sep-2026
  ଜିଲ୍ଲା  
ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ   30-Sep-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି   30-Sep-2026
  ଜିଲ୍ଲା  
ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା   30-Sep-2026
  ଜିଲ୍ଲା  
ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   30-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   30-Sep-2026
  ଜିଲ୍ଲା  
ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   30-Sep-2026
  ଜିଲ୍ଲା  
ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   30-Sep-2026
  ଜିଲ୍ଲା  
ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା    30-Sep-2026
  ଜିଲ୍ଲା  
୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   30-Sep-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   30-Sep-2026

You Might Also Like