-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   (30-Sep-2026)       ||      କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   (30-Sep-2026)       ||      ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ    (30-Sep-2026)       ||      ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି    (30-Sep-2026)       ||      ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା    (30-Sep-2026)       ||      ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   (30-Sep-2026)       ||      ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   (30-Sep-2026)       ||      ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   (30-Sep-2026)       ||      ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   (30-Sep-2026)       ||      ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା     (30-Sep-2026)       ||      ୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   (30-Sep-2026)       ||      ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   (30-Sep-2026)       ||      ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||     

HOME   ଜିଲ୍ଲା

ବିଶିଷ୍ଟ ଓଡ଼ିଆ ଚିକିତ୍ସକ ଡଃ ନରୋତ୍ତମ ଦାସ ମୁଖ୍ୟ ଚିକିତ୍ସା ଅଧୀକ୍ଷକ ଭାବେ ପଦୋନ୍ନତି

04-Aug-2024



ନୂଆଦିଲ୍ଲୀ(ପ୍ରେରଣା ଖବର); ନୂଆଦିଲ୍ଲୀ ଠାରେ ଅବସ୍ଥାପିତ ବିଶିଷ୍ଟ ଓଡ଼ିଆ ଚିକିତ୍ସକ ଡଃ ନରୋତ୍ତମ ଦାସ ମୁଖ୍ୟ ଚିକିତ୍ସା ଅଧୀକ୍ଷକ ଭାବେ ପଦୋନ୍ନତି ପାଇଛନ୍ତି। ଶ୍ରୀ ଦାସ ପୂର୍ବ ଦିଲ୍ଲୀସ୍ଥିତ ସ୍ବାମୀ ଦୟାନନ୍ଦ ସରକାରୀ ଡାକ୍ତରଖାନାରେ ତାଙ୍କର ନୂତନ ଦାୟିତ୍ବ ଗ୍ରହଣ କରିଛନ୍ତି। ଡଃ ଦାସ ଙ୍କର ପଦୋନ୍ନତି ଓ ନୂତନ ନିଯୁକ୍ତି ଫଳରେ ଏଠାକାର ପ୍ରବାସୀ ଓଡ଼ିଆ ମହଲରେ ଖୁସିର ଲହରୀ ଖେଳିଯାଇଛି। ଜାତୀୟ ରାଜଧାନୀ କ୍ଷେତ୍ରର ବହୁ ମାନ୍ୟଗଣ୍ୟ ଓଡ଼ିଆ ଏବଂ ଡଃ ଦାସ ଙ୍କର ଶତାଧିକ ପ୍ରଶଂସକ ଓ ଶୁଭଚିନ୍ତକ ତାଙ୍କୁ ଶୁଭେଚ୍ଛା ଜଣାଇଥିବା ପ୍ରାପ୍ତ ସୂଚନାରୁ ପ୍ରକାଶ। ଏହା ପୂର୍ବରୁ ଡଃ ଦାସ ନୂଆଦିଲ୍ଲୀସ୍ଥିତ ଅଲ୍ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନସେସ, ସଫଦରଜଙ୍ଗ ହସ୍ପିଟାଲ, ହିନ୍ଦୁ

ରାଓ ହସ୍ପିଟାଲ, ସ୍ବାମୀ ଦୟାନନ୍ଦ ହସ୍ପିଟାଲ, ସାହାଦରା ସ୍ଥିତ ସିଭିଲ ହସ୍ପିଟାଲ ଆଦି ନାମଜାଦା ହସ୍ପିଟାଲରେ ଚିକିତ୍ସକ ଏବଂ ପ୍ରଶାସକ ଭାବରେ କାର୍ଯ୍ୟ କରି ବେଶ୍ ସୁନାମ ଅର୍ଜନ କରିଛନ୍ତି। ଡଃ ଦାସ ଜି.ଏଲ.ଏମ ହସ୍ପିଟାଲର ମେଡିକାଲ ସୁପରିଟେଣ୍ଡଣ୍ଟ ପଦବୀରେ ଆସୀନ ଥିବା ସମୟରେ ସେଠାରେ ବହୁ ଉନ୍ନୟନ ମୂଳକ ପ୍ରକଳ୍ପ କାର୍ଯ୍ୟକାରୀ କରିଛନ୍ତି। କୋଭିଡ୍ ମହାମାରୀ କାଳରେ ଡଃ ଦାସଙ୍କର ଉଲ୍ଲେଖନୀୟ ସେବା ଏବଂ ସ୍ଵାସ୍ଥ୍ୟଗତ ସୁପରିଚାଳନା ଯୋଗୁଁ ବହୁ ଦୁର୍ଲଭ ଜୀବନ ରକ୍ଷା କରାଯାଇ ପାରିଥିବାରୁ ଦିଲ୍ଲୀ ସରକାରଙ୍କ ତରଫରୁ ତାଙ୍କୁ ପୁରସ୍କୃତ କରାଯାଇଛି। 

ଡଃ ଦାସ ଦଶରଥପୁରର କଣ୍ଟାବଣିଆ ହାଇସ୍କୁଲ ଠାରେ ସ୍କୁଲ, ରେଭେନ୍ସା ମହାବିଦ୍ୟାଳୟରେ କଲେଜ ଏବଂ ମହାରାଜା କୃଷ୍ଣ ଚନ୍ଦ୍ର ଗଜପତି ମେଡିକାଲ କଲେଜରେ ଡାକ୍ତରୀ ଶିକ୍ଷା ପ୍ରାପ୍ତ କରିଛନ୍ତି। ଡଃ ଦାସ ଯାଜପୁର ଜିଲ୍ଲାର ଦଶରଥପୁର ନିବାସୀ ସୁନାମଧନ୍ୟ ଶିକ୍ଷକ ସ୍ୱର୍ଗତଃ ବ୍ରଜସୁନ୍ଦର ଦାସ ଏବଂ ହେମଲତା ଦାସଙ୍କର ସୁଯୋଗ୍ୟ ସନ୍ତାନ ଓ ଭଦ୍ରକ ନିବାସୀ ଶିକ୍ଷାବିତ ସ୍ୱର୍ଗତଃ ଜୟକୃଷ୍ଣ ମହାନ୍ତି ଏବଂ ଉର୍ମିଳା ମହାନ୍ତିଙ୍କର ଜ୍ୟେଷ୍ଠ ଜାମାତା ଅଟନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   30-Sep-2026
  ଜିଲ୍ଲା  
କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   30-Sep-2026
  ଜିଲ୍ଲା  
ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ   30-Sep-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି   30-Sep-2026
  ଜିଲ୍ଲା  
ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା   30-Sep-2026
  ଜିଲ୍ଲା  
ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   30-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   30-Sep-2026
  ଜିଲ୍ଲା  
ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   30-Sep-2026
  ଜିଲ୍ଲା  
ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   30-Sep-2026
  ଜିଲ୍ଲା  
ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା    30-Sep-2026
  ଜିଲ୍ଲା  
୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   30-Sep-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   30-Sep-2026

You Might Also Like