-+91-9937148622 |
prerana_bgr@rediffmail.com |
Saturday 29th August 2026 |
R.N.I. Regd No. ODIODI/2010/46693
Breaking News
31-Dec-2020
ବଲାଙ୍ଗୀର:(ପ୍ରେରଣା ଖବର) ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘର ପୂର୍ବତନ ସଭାପତି ତଥା ବର୍ତ୍ତମାନର ଉପଦେଷ୍ଟା ଓ ପୂର୍ବତନ ରାଜ୍ଯ ସାମ୍ବାଦିକ ସଂଘର ସଭାପତି,ଶଙ୍କର ପ୍ରସାଦ ମିଶ୍ରଙ୍କ ସମ୍ବଲପୁରର ଏକ ଘରୋଇ ହସ୍ପିଟାଲରେ ଚିକତ୍ସାଧିନ ଅବସ୍ଥାରେ ପରଲୋକ ଘଟିଛି।