-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା    (30-Sep-2026)       ||      ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   (30-Sep-2026)       ||      ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   (30-Sep-2026)       ||      ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   (30-Sep-2026)       ||      ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   (30-Sep-2026)       ||      ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା     (30-Sep-2026)       ||      ୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   (30-Sep-2026)       ||      ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   (30-Sep-2026)       ||      ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||     

HOME   ଜିଲ୍ଲା

ସର୍ଗିଗୁଡା ଗ୍ରାମର ଜଣେ ଯୁବକ ଭାଲୁ ଆକ୍ରମଣ ରେ ଗୁରୁତର

04-Aug-2024



କଳାହାଣ୍ଡି ,କୋକସରା (ତ୍ରିନାଥ ବେଶ୍ରା )
-ଭାଲୁ ଆକ୍ରମଣ ରେ ଯୁବକ ଗୁରୁତର, କୋକସରା ବ୍ଲକ ଆମପାଣି ଫରେଷ୍ଟ ସେକ୍ସନ ଅଧୀନରେ ଥିବା ସାହାଜଖୋଲ ଜଙ୍ଗଲ ନିକଟସ୍ଥ ବଡପୋଡ଼ାଗୁଡା ଗ୍ରାମ ପଂଚାୟତ ଅଧିନସ୍ତ ସର୍ଗିଗୁଡା ଗ୍ରାମ ର ଜଣେ ଚାଷୀ ଡମ୍ବରୁ ଧର ମାଝୀ ଆଜି ସକାଳେ ନିଜ ଚାଷଜମି କୁ ଯାଉଥିବା ବେଳେ ପାଖ ଜଙ୍ଗଲ ରୁ ଖାଦ୍ୟ ଅନ୍ୱେଷଣ ରେ ଗାଁ କୁ ଆସିଥିବା ୨ ଟି ଭାଲୁ,ହଠାତ ଆକ୍ରମଣ କରିଥିଲେ, କୌଣସି ପ୍ରକାରେ ଭାଲୁ ହାବୁଡ଼ ରୁ ଖସି ଆସିବା ପରେ ପରିବାର ଲୋକେ ଆମପାଣି ଜଙ୍ଗଲ ବିଭାଗ କର୍ମଚାରୀ ଙ୍କୁ ଖବର ଦେଇଥିଲେ, ପରେ ଗୁରୁତର ଯୁବକ ଙ୍କୁ କୋକସରା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା   30-Sep-2026
  ଜିଲ୍ଲା  
ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   30-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   30-Sep-2026
  ଜିଲ୍ଲା  
ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   30-Sep-2026
  ଜିଲ୍ଲା  
ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   30-Sep-2026
  ଜିଲ୍ଲା  
ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା    30-Sep-2026
  ଜିଲ୍ଲା  
୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   30-Sep-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   30-Sep-2026
  ରାଜ୍ୟ  
ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   30-Sep-2026
  ଜିଲ୍ଲା  
ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   30-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   30-Sep-2026
  ଜିଲ୍ଲା  
"ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   30-Sep-2026

You Might Also Like