-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   (30-Sep-2026)       ||      ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   (30-Sep-2026)       ||      ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   (30-Sep-2026)       ||      ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   (30-Sep-2026)       ||      ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା     (30-Sep-2026)       ||      ୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   (30-Sep-2026)       ||      ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   (30-Sep-2026)       ||      ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||     

HOME   ରାଜ୍ୟ

ପଦ୍ମପୁର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ୫୮ତମ ପ୍ରତିଷ୍ଠା ଦିବସ ପାଳିତ

04-Aug-2024



ବରଗଡ଼/ପଦ୍ମପୁର:(ନିରଞ୍ଜନ ତ୍ରିପାଠୀ)-ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପଦ୍ମପୁରର ୫୮ତମ ପ୍ରତିଷ୍ଠା ଦିବସ ମହା ସମାରୋହରେ ପାଳିତ ହୋଇଯାଇଛି ।ପ୍ରତିଷ୍ଠା ଦିବସ ଉପଲକ୍ଷେ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀଯୁକ୍ତ ଚୂଡ଼ାମଣି ବାରିକଙ୍କ  ଦ୍ଵାରା ବିଦ୍ୟାଳୟର ପତାକା ଉତ୍ତୋଳିତ ହେଲା ପରେ ସମସ୍ତ ଛାତ୍ରୀ ଓ ଶିକ୍ଷକ ଶିକ୍ଷୟିତ୍ରୀ ବ୍ୟାଣ୍ଡ ବାଜାର ତାଳେ ନାରୀ ଶିକ୍ଷାର ପ୍ରସାର  ପାଇଁ ନଗର ପରିକ୍ରମା କରିଥିଲେ । ଅନୁଷ୍ଠିତ ସଭାରେ   ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀ ଚୂଡ଼ାମଣି ବାରିକ ସଭାପତିତ୍ବ କରିଥିବା ବେଳେ ଉପଜିଲ୍ଲାପାଳ ଶ୍ରୀଯୁକ୍ତ ଆଲୋକ କୁମାର ପଟେଲ ମୁଖ୍ୟ ଅତିଥି ରୂପେ ଯୋଗ ଦେଇଥିଲେ ।  ସମ୍ବଲପୁର ଜିଲ୍ଲା ଧନକଉଡ଼ା ର ବରିଷ୍ଠ ଗୋଷ୍ଠୀ ଶିକ୍ଷାଧିକାରୀ ଶ୍ରୀମତୀ ସେବାଶ୍ରୀ ଭୋଇ, ରାଜବୋରସମ୍ବର ଗୋଷ୍ଠୀ ଶିକ୍ଷାଧିକାରୀ ଶ୍ରୀ ଲୋକନାଥ ଭୋଇ, ଝାରବନ୍ଧ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀ ଶୁଭମ ପତି ,ପ୍ରତିଷ୍ଠାତା ସଭ୍ୟ ନବୀନ ଚନ୍ଦ୍ର ପାଢ଼ୀ,ମନୋରଞ୍ଜନ ସିଂହ ବରିହା,ଗୋବିନ୍ଦ ପ୍ରସାଦ ଅଗ୍ରୱାଲ,ସମାଜ ସେବୀ ନିରୋଜ ଦୋରା,ବିଦ୍ୟାଳୟ ପରିଚାଳନା କମିଟିର ଚେୟାର ପର୍ସନ ବିନିଲତା ସାହୁ ଓ ଭାଇସ୍ ଚେୟାର ପର୍ସନ ନମିତା ସାହା ସମ୍ମାନୀତ ଅତିଥିଭାବରେ ଯୋଗ ଦେଇଥିଲେ।ପୂର୍ବତନ ଶିକ୍ଷକ ଶ୍ରୀଯୁକ୍ତ ଜୀବନାନନ୍ଦ ସାହୁ ,ପୂର୍ବତନ ଶିକ୍ଷକ ସୁରେନ୍ଦ୍ର କୁମାର ଭୋଇ,ବୃନ୍ଦାବନ ଦାସଙ୍କୁ ସମ୍ମାନିତ କରାଯାଇଥିଲା  ।ରବିନା ପଧାନ ସଭାକୁ ପରିଚାଳନା କରିଥିବା ବେଳେ ବିଦ୍ୟାଳୟର କାର୍ଯ୍ୟକାରୀ ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀ ଗୋପାଳଜୀ ପ୍ରସାଦ ପାଣିଗ୍ରାହୀ ସଭାର ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ ।ଶିକ୍ଷକ ମାନସ ରଞ୍ଜନ ଶତପଥୀଙ୍କ ଦ୍ଵାରା ପ୍ରସ୍ତୁତ ବିଦ୍ୟାଳୟର ତ୍ରୈମାସିକ ପତ୍ରିକା 'ପ୍ରୟାସ' ଅତିଥିମାନଙ୍କ ଦ୍ୱାରା ଉନ୍ମୋଚିତ ହୋଇଥିଲା । ବିଦ୍ୟାଳୟର ଏହି ଦିବସକୁ ସ୍ନୃତିମୟ କରିବା ପାଇଁ  ଅତିଥିମାନଙ୍କ ଦ୍ଵାରା ବୃକ୍ଷ ରୋପଣ କରାଗଲା ।ବିଦ୍ୟାଳୟର ଶିକ୍ଷୟିତ୍ରୀ ପୂଜାରାଣୀ ନାୟକ ଧନ୍ୟବାଦ ଅର୍ପଣ କରିଥିଲେ ।ସଭାକୁ ସଫଳ କରିବା ପାଇଁ ଜ୍ୟୋତ୍ସା ରାଣୀ ସାହୁ,ସଂଯୁକ୍ତା ଭୋଇ,ମନିଷା ଭୋଇ, ବୃନ୍ଦାବତୀ ସାହୁ ,ଖୁସବୁ ବରିହା ,ଜ୍ୟୋତି ରେଖା ମହାନନ୍ଦ, ଚକ୍ରଧର ନାୟକ, ମମତା ମିଶ୍ର, ପ୍ରଭାତୀ ପଟ୍ଟନାୟକ,ନିଳୀମା ରାଣୀ ମହାନ୍ତି,ସୁଷମା ଦାଶ,ଦୁଷ୍ମନ୍ତ ଛତର,କମଳା କୁମ୍ଭାର ସହାୟତା କରିଥିଲେ । ପରିଶେଷରେ ସାଂସ୍କୃତିକ କାର୍ଯକ୍ରମ ଅନୁଷ୍ଠିତ ହୋଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   30-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   30-Sep-2026
  ଜିଲ୍ଲା  
ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   30-Sep-2026
  ଜିଲ୍ଲା  
ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   30-Sep-2026
ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା    30-Sep-2026
  ଜିଲ୍ଲା  
୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   30-Sep-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   30-Sep-2026
  ରାଜ୍ୟ  
ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   30-Sep-2026
  ଜିଲ୍ଲା  
ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   30-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   30-Sep-2026
  ଜିଲ୍ଲା  
"ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   30-Sep-2026
  ରାଜ୍ୟ  
ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ   30-Sep-2026

You Might Also Like