-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   (30-Sep-2026)       ||      ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   (30-Sep-2026)       ||      ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   (30-Sep-2026)       ||      ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା     (30-Sep-2026)       ||      ୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   (30-Sep-2026)       ||      ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   (30-Sep-2026)       ||      ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||     

HOME   ରାଜ୍ୟ

ପରବାସୀ କୁଟୁମ୍ ର ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମରେ ସମ୍ମାନିତ ହେବେ ତିନି ପ୍ରତିଭା

04-Aug-2024



ବରଗଡ଼(ନିରଞ୍ଜନ ତ୍ରିପାଠୀ)- ଗାଁ ମାଟିରୁ ବାହାରେ ରହି ସାହିତ୍ୟ ସଂସ୍କୃତି ଦିଗରେ କାମ କରୁଥିବା ସଂସ୍କୃତିପ୍ରେମୀ ମାନେ ଏକତ୍ରିତ ହୋଇ ପରବାସୀ କୁଟୁମ ପକ୍ଷରୁ ଆସନ୍ତା ସେପ୍ଟେମ୍ବର ୯ ତାରିଖ ଦିନ  ପରବାସୀ କୁଟୁମ ଓ ପଡ଼ା ଗ୍ରାମବାସୀଙ୍କ ମିଳିତ ଉଦ୍ୟମରେ ପଡ଼ା ଗ୍ରାମରେ ମହାସମାରୋହରେ ନୁଆଁଖାଇ ଭେଟ ପାଳିତ ହେବାର କାର୍ଯ୍ୟକ୍ରମ ରହିଛି l ଏଥିରେ ପଶ୍ଚିମ ଓଡ଼ିଶାର ବିଭିନ୍ନ ଜିଲ୍ଲରୁ ଶତାଧିକ ସାହିତ୍ୟ ଓ ସଂସ୍କୃତି ପ୍ରେମୀ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି l ଏହି ସମାରୋହରେ  ପରବାସୀ କୁଟୁମ ପକ୍ଷରୁ ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ପରବାସୀ ସାହିତ୍ୟ ସମ୍ମାନରେ ବରଗଡ଼ର ପୂର୍ଣ୍ଣଚନ୍ଦ୍ର ସାହୁ, ନୂଆପଡାର ରଜତ କୁମାର ପାଣିଗ୍ରାହୀ ପ୍ରରବାସୀ ଯୁବ ପ୍ରତିଭା ସମ୍ମାନ ଓ ପରବାସୀ ସଂସ୍କୃତି ସମ୍ମାନରେ ନିସାର ଅହମ୍ମଦ ନିସାର, ବଲାଙ୍ଗୀରଙ୍କୁ ସମ୍ମାନୀତ କରିବାର କାର୍ଯ୍ୟକ୍ରମ ରହିଛି l ଏହି ଅବସରରେ ହେବାକୁ ଥିବା ଆଲୋଚନାଚକ୍ରରେ ଆଲୋଚକ ଭାବରେ ଯୋଗଦେବେ କବି ଓ ଲେଖକ ଆନନ୍ଦ ଚନ୍ଦ୍ର ସାହୁ ଏବଂ ଆଇ ଆଇ ଏମ ର ପ୍ରଫେସର ସୁଜିତ କୁମାର ପୃଷେଠ୍ l କାର୍ଯ୍ୟକ୍ରମର ସଫଳତା ପାଇଁ ବ୍ୟାପକ ପ୍ରସ୍ତୁତି ଚାଲିଛି ଏବଂ ଏହି କାର୍ଯ୍ୟକ୍ରମରେ ସାହିତ୍ୟ ସଂସ୍କୃତିପ୍ରେମୀ ମାନେ ଯୋଗଦାନ କରିବାକୁ ଅନୁଷ୍ଠାନର ସଭାପତି କପିଳେଶ୍ୱର ଖମାରୀ, ଉପସଭାପତି ସଂଗୀତା ପଣ୍ଡା ଷଡ଼ଙ୍ଗୀ, ସମ୍ପାଦକ ସଚ୍ଚିଦାନନ୍ଦ ପଧାନ, ସହ ସମ୍ପାଦକ ମାନିନୀ ମେହେର, ସଂଯୋଜକ ଉମାକାନ୍ତ ଭୋଇ, ବରିଷ୍ଠ ସଦସ୍ୟ ସୁଶାନ୍ତ କୁମାର ମିଶ୍ର, ମୋହନ ସିଂ କହ୍ନେଇ, ମହେନ୍ଦ୍ର ପଟେଲ, ରଞ୍ଜିତ ପଧାନ, ବୃନ୍ଦାବନ ସାହୁ, ଓଜସ୍ୱିନୀ ମାହାର, ଆରତୀ ସାହୁ, ଦେବାଶିଷ ମେହେର, ଶେଷଦେବ ମେହେର,ସୁରଜ ସାହୁ,ଆଶୁତୋଷ ମେହେର, ମନୀଷ କୁମାର ରଥ,ଆଶୁତୋଷ ମହାପାତ୍ର,ତୁଳସୀରାମ ମେହେର, ଯୁବରାଜ କୁଦେଇ ଓ ସମସ୍ତ ସଦସ୍ୟ ଅନୁରୋଧ କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   30-Sep-2026
  ଜିଲ୍ଲା  
ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   30-Sep-2026
  ଜିଲ୍ଲା  
ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   30-Sep-2026
ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା    30-Sep-2026
  ଜିଲ୍ଲା  
୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   30-Sep-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   30-Sep-2026
  ରାଜ୍ୟ  
ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   30-Sep-2026
  ଜିଲ୍ଲା  
ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   30-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   30-Sep-2026
  ଜିଲ୍ଲା  
"ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   30-Sep-2026
  ରାଜ୍ୟ  
ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ   30-Sep-2026
  ଜିଲ୍ଲା  
ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   29-Sep-2026

You Might Also Like