-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା     (30-Sep-2026)       ||      ୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   (30-Sep-2026)       ||      ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   (30-Sep-2026)       ||      ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||     

HOME   ଜିଲ୍ଲା

ବ୍ଲକସ୍ତରୀୟ ବିଦାୟ ସମ୍ବର୍ଦ୍ଧନା ଉତ୍ସବ, ଶିକ୍ଷକଗଣ ପ୍ରଯୁକ୍ତିବିଦ୍ୟାରେ ଧୂରୀଣ ହେବା ଆବଶ୍ୟକ

04-Aug-2024



ବରଗଡ଼/ବିଜେପୁର(ନିରଞ୍ଜନ ତ୍ରିପାଠୀ)- ବରଗଡ ଜିଲ୍ଲା ବିଜେପୁର ଏସ ଏଚ ଜି ଭବନରେ ବ୍ଲକର ମିଳିତ ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ଵ୍ଲକସ୍ତରୀୟ ବିଦାୟ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ ହୋଇଯାଇଛି। ସଭାପତି ବାସୁଦେବ ପ୍ରଧାନଙ୍କ ଅଧ୍ୟକ୍ଷତାରେ ସଂପାଦକ ସୌମ୍ୟରଂଜନ ପଧାନ ମଞ୍ଚାସୀନ ଥିଲେ। ଏହି ଅବସରରେ ବିଜେପୁର ବ୍ଲକର ପ୍ରାକ୍ତନ ଵିଇଓ ସୁରେଶ କୁମାର ରାଉତରାୟଙ୍କୁ ଉପାୟନ ଓ ଉପଢ଼ୌକନ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା। ସିଆରସିସି ଦୁର୍ବାଦଳ ବଡଗୋଛିଆ ମାନପତ୍ର ପଠନ କରିଥିଲେ। କଣ୍ଠଶିଳ୍ପୀ ପଦ୍ମନାଭ ଦାଶ ସ୍ବାଗତ ସଙ୍ଗୀତ ପରିବେଷଣ କରିଥିଲେ।ଶଶି ଭୂଷଣ ସାହୁ ଅତିଥି ପରିଚୟ, ବରିଷ୍ଠ ଶିକ୍ଷକ ଭାଗବତ ସାହୁ ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ। ସାମ୍ପ୍ରତିକ ସମୟ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟାର ଯୁଗ। ପ୍ରତିଟି କ୍ଷେତ୍ରରେ ଏହି ବିଦ୍ୟାର ବହୁଳ ବ୍ୟବହାର ହେଉଛି। ତେଣୁ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟାର ଦକ୍ଷ ହେଵା ଆବଶ୍ୟକ ଵୋଲି ପ୍ରାକ୍ତନ ବିଇଓ ରାଉତରାୟ ସମ୍ବର୍ଦ୍ଧନାର ପ୍ରତ୍ୟୁତ୍ତରରେ ପ୍ରକାଶ କରିଥିଲେ। ଶିକ୍ଷକ ସଂଘ ପକ୍ଷରୁ ବିଡ଼ିଓଙ୍କୁ ନିଆରା ଢଙ୍ଗରେ ଶୁଭେଚ୍ଛା ଜ୍ଞାପନ କରାଯାଇଥିଲା। ଶିକ୍ଷକ ଅକ୍ଷୟ ସାହୁ ସଂଗୀତରେ, କଵି ରାମ ପ୍ରସାଦ ବାଗ କବିତାରେ ତଥା ଶିକ୍ଷୟିତ୍ରୀ କଵିତା ସାହୁ ବକ୍ତବ୍ୟ ମାଧ୍ୟମରେ ଶୁଭେଚ୍ଛା ଜଣାଇଥିଲେ। କାର୍ଯ୍ୟକ୍ରମ ପରିଚାଳନାରେ ପ୍ରାଥମିକ ଶିକ୍ଷକ ସଂଘର କର୍ମକର୍ତ୍ତାଗଣ ସହଯୋଗ କରିଥିଲେ। ଶିକ୍ଷକ ପ୍ରେମରାଜ ପଧାନ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା    30-Sep-2026
  ଜିଲ୍ଲା  
୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   30-Sep-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   30-Sep-2026
  ରାଜ୍ୟ  
ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   30-Sep-2026
  ଜିଲ୍ଲା  
ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   30-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   30-Sep-2026
  ଜିଲ୍ଲା  
"ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   30-Sep-2026
  ରାଜ୍ୟ  
ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ   30-Sep-2026
  ଜିଲ୍ଲା  
ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   29-Sep-2026
  ଜିଲ୍ଲା  
କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ   29-Sep-2026
  ଜିଲ୍ଲା  
କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ   29-Sep-2026
  ଜିଲ୍ଲା  
ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   29-Sep-2026

You Might Also Like