-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||     

HOME   ଜିଲ୍ଲା

ଶିକ୍ଷକ ଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା,ଭାବ ବିହ୍ଵଳ ହେଲେ ଛାତ୍ରଛାତ୍ରୀ।

04-Aug-2024



କଳାହାଣ୍ଡି,କୋକସରା (ତ୍ରିନାଥ ବେଶ୍ରା )
କଳାହାଣ୍ଡି ଜିଲ୍ଲା ଧର୍ମଗଡ ବ୍ଲକ ଖଇର ପଦର ସ୍ଥିତ କପିଳେଶ୍ୱର ଉଚ୍ଚ ବିଦ୍ୟାଳୟ ରେ କାର୍ଯ୍ୟ ରତ ହିନ୍ଦୀ ଭାଷା ଶିକ୍ଷକ ବାଞ୍ଛାନିଧି ପଣ୍ଡା ଚାକିରୀ ଜୀବନ ରୁ ଅବସର ଗ୍ରହଣ କରି ଛନ୍ତି । ଏହି ଅବସର ରେ ଏକ ଅବସର କାଳୀନ ସମ୍ବର୍ଦ୍ଧନା ସଭା ବିଦ୍ୟାଳୟ ପରିସର ରେ ଅନୁଷ୍ଠିତ ହୋଇ ଯାଇଛି। ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଧ୍ରୁବ ଚରଣ ମୁଣ୍ଡ ଙ୍କ ସଭାପତିତ୍ବ ରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୂଖ୍ୟ ଅତିଥି ଭାବେ ଓଷ୍ଟା କଳାହାଣ୍ଡି ଜିଲ୍ଲା ସଭାପତି ମନୋରଂଜନ ପାଣିଗ୍ରାହୀ, ସମ୍ମାନୀତ ଅତିଥି ଭାବେ ଓଷ୍ଟ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ରମେଶ ଚନ୍ଦ୍ର ନାୟକ, ଧର୍ମଗଡ ବ୍ଲକ ଓଷ୍ଟା ସଭାପତି ରିଖି ରାମ ବେହେରା ପ୍ରମୁଖ ଯୋଗ ଦେଇ  ବିଦାୟୀ ଶିକ୍ଷକ ଙ୍କୁ ମାନପତ୍ର, ଉପଢୌକନ ଓ ସ୍ମୃତି ଚିହ୍ନ ଦେଇ ସମ୍ବର୍ଦ୍ଧିତ କରି ଥିଲେ । ବିଦ୍ୟାଳୟ ଆରମ୍ଭ ଦିନ ଠାରୁ ଦିର୍ଘ ୩୬ ବର୍ଷ ଧରି ନିରବଞ୍ଛନ୍ନ ଭାବେ ସେ ବିଦ୍ୟାଳୟ ରେ ହିନ୍ଦୀ ଭାଷା ଶିକ୍ଷକ ଭାବେ ନିଜର ସର୍ବୋତ୍ତମ ସେବା ଦେଇ ଆସିଥିବା ବେଳେ ଜଣେ ଛାତ୍ର ବତ୍ସଲ  ତଥା ମେଳାପି ଶିକ୍ଷକ ଭାବେ ସମସ୍ତ ଙ୍କ ପ୍ରିୟ ପାତ୍ର ରହିଥିଲେ । ଶିକ୍ଷକ ପଞ୍ଚାନନ ନାଏକ କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ ଗୋକୁଳ ଚନ୍ଦ୍ର ନାଏକ ଧନ୍ୟବାଦ ଅର୍ପଣ କରିଥିଲେ । ଶିକ୍ଷକ ରାଧାମୋହନ ପାଣିଗ୍ରାହୀ, ହିତାଂଶୁ ଟୋଲଟିଆ , ରୋଜି କୁମାରୀ ଚୌଧୁରୀ, ମାନିନୀ ମେହେର,ଶ୍ୟାମ ଚରଣ ଚଣ୍ଡୀ, ରଞ୍ଜନ ରଶ୍ମୀ ସେଠୀ, ବ୍ରଜ କିଶୋର ରାଉତ ଓ ଅନ୍ୟମାନେ କାର୍ଯ୍ୟକ୍ରମ ଆୟୋଜନ ରେ ସହ ଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   29-Sep-2026
  ଜିଲ୍ଲା  
ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ   29-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026

You Might Also Like