-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||     

HOME   ଜିଲ୍ଲା

ସ୍କୁଲ ୟୁନିଫର୍ମ ଯୋଗାଣ ରେ ପୁଣି ଦୁର୍ନୀତି ର ଆଶଙ୍କା ମହିଳା SHG ଗୋଷ୍ଠୀ ଙ୍କ ଜରିଆ ରେ ପୁରୁଣା ଅସାଧୁ ବ୍ୟବସାୟୀ ମାନେ ସକ୍ରିୟ !

04-Aug-2024



ନର୍ଲା (ଚିନ୍ତାମଣି ନାଏକ)
କଳାହାଣ୍ଡି ଜିଲ୍ଲା ନର୍ଲା ବ୍ଲକ ରେ ୧୯୩ ଗୋଟି ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଥିବା ବେଳେ ୨୯ ଗୋଟି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅବସ୍ଥିତ ଅଟେ ମୋଟ ୨୨୨ ଗୋଟି ବିଦ୍ୟାଳୟ ର ପ୍ରଥମ ରୁ ଦଶମ ଶ୍ରେଣୀ ରେ ଚଳିତ ବର୍ଷ ସର୍ବ ମୋଟ ୧୬୦୮୯ ଛାତ୍ରଛାତ୍ରୀ ଙ୍କ ପାଇଁ ରାଜ୍ୟ ସରକାର ପ୍ରତି ପିଲା ପିଛା ପୋଷାକ ଓ ଜୋତା ବାବଦ କୁ ଏକ ହଜାର ଟଙ୍କା ଲେଖାଏଁ ହେଲେ ମୋଟ 1,60,89,000,ଏକ କୋଟି ଷାଠିଏ ଲକ୍ଷ୍ୟ ଅଣାନବେ ହଜାର ଟଙ୍କା ଚଳିତ ବର୍ଷ ନର୍ଲା ବ୍ଲକ ରୁ ପୋଷାକ ଯୋଗାଇ ବା ବ୍ୟବସ୍ଥା ରହିଛି କିନ୍ତୁ ବଡ ଦୁଃଖର ବିଷୟ କି ଯେ ନର୍ଲା ବ୍ଲକ ରୁପ୍ରା ରୋଡ଼ ଗ୍ରାମର ହାତ ଗଣତି କିଛି ଅସାଧୁ ବ୍ୟବସାୟୀ ଯଥା ପ୍ରଦୀପ ଟେକ୍ସଟାଇଲସ,କମଳ କ୍ଲଥ ଷ୍ଟୋର  ରମାନୁଜ ଟ୍ରେଡ଼ର୍ସ ଓ ସିଦ୍ଧାନ୍ତ କ୍ଲଥ ଷ୍ଟୋର ମାନେ ଦୀର୍ଘ ବର୍ଷ ଧରି ଲଗାତାର ଭାବରେ କୋମଳମତି ଛାତ୍ରଛାତ୍ରୀ ମାନଙ୍କୁ କଲିକତା ର ଅତ୍ୟନ୍ତ ନିମ୍ନ ମାନର ରୋଟୋ କନାର ସ୍କୁଲ ପୋଷାକ ଯୋଗାଇ ବାର୍ଷିକ ଲକ୍ଷ ଟଙ୍କା ସରକାରୀ ଅର୍ଥ ଆତ୍ମସାତ କରି ଆସୁଥିବା ଅଭିଭାବକ ମହଲରେ ଅଭିଯୋଗ ହୋଇଆସୁଥିଲା କିନ୍ତୁ ଏହାକୁ ନେଇ ଚଳିତ ବର୍ଷ ନର୍ଲା ସାମ୍ବାଦିକ ସଙ୍ଘ ବିଭାଗୀୟ ମନ୍ତ୍ରୀ ଓ ଜିଲ୍ଲାପାଳ କଳାହାଣ୍ଡି ଏବଂ ଡି ଇ ଓ କଳାହାଣ୍ଡି ଙ୍କୁ ଲିଖିତ ଅଭିଯୋଗ ଆଣିବା ପରେ ବର୍ତମାନ କଡାକଡି ଭାବରେ ବିଭାଗ ଉଦ୍ୟୋଗୀ ମହିଳା ଗୋଷ୍ଠୀଇ ଓ ସ୍ଥାନୀୟ କ୍ଷୁଦ୍ର ଶିଳ୍ପ ଦ୍ୟୋଗୀ ମାନଙ୍କୁ ପୋଷାକ ଯୋଗାଇବା ପାଇଁ ସ୍ଥିରକରିଥିବା ବେଳେ ସେହି ପୁରୁଣା ମୂଷା ମାନେ କିଛି ମହିଳା ଗୋଷ୍ଠୀ ଙ୍କୁ ନେଇ ପୁଣି ତାଙ୍କ ସାମ୍ରାଜ୍ୟ ବିସ୍ତାର ପାଇଁ ଭରପୁର ଉଦ୍ୟମ ଚାଲାଇ ଥିବା ଶୁଣିବାକୁ ମିଳୁଛି  କାରଣ ଉକ୍ତ ଠକ ବ୍ୟବସାୟୀ ମାନେ  ବିଭିନ୍ନ ସ୍କୁଳ କୁ ନମୁନା ଦେବା ସମୟରେ ଠିକ ଠାକ ମାନର ନମୁନା ଦେଉଛନ୍ତି ଯୋଗାଣ ସମୟରେ ସେହି ନିମ୍ନ ମାନର ପୋଷାକ ଯୋଗାଇ ଦେଇ ପଚାଶ ରୁ ଷାଠିଏ ପ୍ରତିଶତ ଅର୍ଥ ବାଟମାରଣା ହେଉଥିବା ବେଳେ  ଉକ୍ତ ପୋଷାକ ବ୍ୟବହାର ଯୋଗ୍ୟ ନୁହେଁ ବୋଲି ଅଭିଭାବକ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି 
ଏଣୁ ଏଥିପ୍ରତି ବ୍ଲକ ଲେବୁଲ ପୋଷାକ ମାନ ଓ ଅନୁମୋଦନ କମିଟି ସ୍ୱତନ୍ତ୍ର ଧ୍ୟାନ ଦେବା ନିମନ୍ତେ ଦାବି ହୋଇଛି


News Comment




Photo in News

Advertisment
Lastest News
  ଜିଲ୍ଲା  
ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ   29-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026

You Might Also Like