-+91-9937148622 |

prerana_bgr@rediffmail.com |

  Friday 15th May 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ    (14-May-2026)       ||      ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍ ପି ଚଢ଼ଉ କରିଥିଲା ବେଳେ କଟକରେ ବ୍ୟତିକ୍ରମ   (14-May-2026)       ||      ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍ ପି ଚଢ଼ଉ କରିଥିଲା ବେଳେ କଟକରେ ବ୍ୟତିକ୍ରମ   (14-May-2026)       ||      *ଗୋପାଳ ରାଇସ ମିଲ ପକ୍ଷରୁ ମାଗଣା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ*-   (14-May-2026)       ||      ବିଶାଲପାଳିରେ ଏକ ବାଲେରୋ ଗାଡିରୁ ବିପୁଳ ଗଞ୍ଜେଇ ଜବତ,୪ ଗିରଫ   (14-May-2026)       ||      ସାମ୍ବାଦିକ ଙ୍କ ମାତୃ ବିୟୋଗ   (14-May-2026)       ||      ପଥର ବ୍ଲାଷ୍ଟିଂ ଯୋଗୁଁ ଚାଷୀ ଓ ଗ୍ରାମବାସୀ ହନ୍ତସନ୍ତ: ନରସିଂହଙ୍କୁ ଅଭିଯୋଗ କଲେ ଉଚ୍ଛବପାଲି ଓ ଉପରବାହାଲ ଗ୍ରାମବାସୀ   (14-May-2026)       ||      ବସ୍‌ରେ ଯିବା ଆସିବା କରିବେ ପରିବହନ ମନ୍ତ୍ରୀ; ନେଲେ ବଡ଼ ନିଷ୍ପତ୍ତି, ଇଭି ବ୍ୟବହାର ପାଇଁ ଅପିଲ୍ କଲେ   (14-May-2026)       ||      ଶ୍ରଦ୍ଧା ଫାଉଣ୍ଡେସନ ତରଫରୁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ   (14-May-2026)       ||      ବିଦ୍ୟା ବିକାଶ ସ୍କୁଲରେ ସିବିଏସସି ଯୁକ୍ତ ୨ ପରୀକ୍ଷା ଫଳ ପ୍ରକାଶିତ ପରେ ଛାତ୍ରଛାତ୍ରୀ ଙ୍କୁ ସମ୍ବଦ୍ଧିତ    (14-May-2026)       ||      ଦଶମ ଜିଲ୍ଲାପରିଷଦ ବୈଠକ ଶେଷ    (14-May-2026)       ||      ସମ୍ବଲପୁର ପବ୍ଲିକ ଲାଇବ୍ରେରୀ ରେ ଡାକ୍ତର ଜନାର୍ଦନ ପୂଜାରୀ ସ୍ମାରକୀ ବକ୍ତୃତା।   (14-May-2026)       ||      ମାଟ୍ରିକ ପରୀକ୍ଷାରେ ବ୍ଲକ୍ ଟପ୍ପର ତଥା ବିଦ୍ୟାଳୟର କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   (14-May-2026)       ||      ପୁଅକୁ ମାରି ମାଟିତଳେ ପୋତି ଦେଲେ ବାପା, ମା    (14-May-2026)       ||      ସିବିଏସ୍‌ଇ ଦ୍ବାଦଶ ପରୀକ୍ଷାରେ କଣ୍ଟାମାଳ ଆଦର୍ଶ ବିଦ୍ୟାଳୟ ର ସଫଳତା, ୯୦.୪ପ୍ରତିଶତ ରଖି ସୋନାଲି କର୍ଣ୍ଣ ସ୍କୁଲ ଟପ୍ପର    (14-May-2026)       ||      ବରୀ ତହସିଲ ଅଧୀନରେ ଚାଲିଛି ବେଧଡ଼କ ମାଟି, ବାଲି ଲୁଟ୍   (14-May-2026)       ||      ସି.ବି.ଏସ୍‌.ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷାରେ ଡି.ଏ.ଭି କଳିଙ୍ଗ ନଗରର ଛାତ୍ରଛାତ୍ରୀଙ୍କ ସଫଳତା ୯୬.୮୦ ପ୍ରତିଶତ ସହ ବିଜ୍ଞାନରେ ପ୍ରତୀକ ଷଡ଼ଙ୍ଗୀ ଏବଂ ୯୬. ୪୦ ପ୍ରତିଶତ ସହ ଆଞ୍ଜେଲିନା ଭୂୟାଁ ବାଣିଜ୍ୟରେ ବିଦ୍ୟାଳୟରେ ପ୍ରଥମ     ବିଜ୍ଞାନରେ ୮୦.୪୫  ପ୍ରତିଶତ ଏବଂ ବାଣିଜ୍ୟରେ ୮୦.୬୦ ପ୍ରତିଶତ ସହ ବିଦ୍ୟାଳୟର ସାମଗ୍ରିକ ହାର ୮୦.୪୮ ପ୍ରତିଶତ ରହିଛି    (13-May-2026)       ||      ଯୁବୋଦୟର ଛାତ୍ରଛାତ୍ରୀଙ୍କ ସଫଳତା : ଜେଇଇ, ନିଟ୍ ସହିତ ସିବିଏସଇ ବୋର୍ଡରେ ମଧ୍ୟ ଉତ୍କୃଷ୍ଟ ପ୍ରଦର୍ଶନ   (13-May-2026)       ||      ପିସି ଓ ଚୌକି ମୋହରେ ବାବୁ, ଠିକାଦାର ମହଲରେ ଅସନ୍ତୋଷ   (13-May-2026)       ||      ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ସି.ଵି.ଏସ.ଇ ଦ୍ବାଦଶ (ବିଜ୍ଞାନ)ଫଳାଫଳ  ପ୍ରକାଶିତ    (13-May-2026)       ||     

HOME   ଜିଲ୍ଲା

ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ବିଜେପୁର ଜ୍ଞାନ ବିଜ୍ଞାନ ମେଳା

04-Aug-2024



ବରଗଡ଼/ବିଜେପୁର(ନିରଞ୍ଜନ ତ୍ରିପାଠୀ)- ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ବିଜେପୁରରେ ବିଦ୍ୟାଳୟସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ମାନନୀୟ ରମାକାନ୍ତ ପୃଷ୍ଟି, ବିଜ୍ଞାନ ଶିକ୍ଷକ କୁର୍କୁଟା ଉଚ୍ଚ ବିଦ୍ୟାଳୟ , ମା' ସରସ୍ଵତୀଙ୍କ ନିକଟରେ ଦୀପ ପ୍ରଜ୍ଜ୍ଵଳନ କରି କାର୍ଯ୍ଯକ୍ରମର ଉଦଘାଟନ କରିଥିଲେ ମୁଖ୍ୟଅତିଥି ଭାବରେ ମାନନୀୟ ଶ୍ରୀଯୁକ୍ତ ପ୍ରଦୀପ କୁମାର ମିଶ୍ର, ଅଧ୍ୟକ୍ଷ, ବିଜେପୁର ମହାବିଦ୍ୟାଳୟ ବିଜେପୁର ଯୋଗଦାନ କରି ଶିଶୁମାନଙ୍କୁ ମାଟି ମନସ୍କ ହୋଇ କୃଷି, କୃଷକ ଓ ପର୍ଯ୍ୟାବରଣର ସୁରକ୍ଷା ଦିଗରେ ବ୍ରତୀ ହେବା ପାଇଁ ଉପଦେଶ ଦେଇଥିଲେ । ମୁଖ୍ୟବକ୍ତା ଶ୍ରୀଯୁକ୍ତ ଶାନ୍ତନୁ କୁମାର ସାହୁ, ଅଧ୍ୟାପକ ବିଜେପୁର ମହାବିଦ୍ୟାଳୟ ବିଜେପୁର ଶିଶୁ ଅଭିଭାଷଣ ପ୍ରଦାନ କରିଥିଲେ। ବିଦ୍ୟାଳୟ ପରିଚାଳନା ସମିତିର ସମ୍ପାଦକ ଶ୍ରୀଯୁକ୍ତ ସୁଦାମ ଚରଣ ପଧାନ, କୋଷାଧ୍ଯକ୍ଷ ବିଜୟ କୁମାର ମେହେର, ସଦସ୍ୟା ସୁଷମା ଖମାରୀ ଓ ସୁଶ୍ରୀ କବିତାରାଣୀ ସାହୁ ଯୋଗଦାନ କରିଥିଲେ। ପ୍ରଧାନ ଆଚାର୍ଯ୍ୟ ଗୋକୁଳ ଚନ୍ଦ୍ର ଷଡ଼ଙ୍ଗୀ ଅତିଥି ପରିଚୟ ଓ ଉଦ୍ଦେଶ୍ୟ ଜ୍ଞାପନ କରିଥିବା ବେଳେ ସହପ୍ରଧାନାଚାର୍ଯ୍ୟ ସଦାନନ୍ଦ ପଧାନ ଧନ୍ୟବାଦ ଅର୍ପଣ କରିଥିଲେ। ବିଦ୍ୟାଳୟର ବିଜ୍ଞାନ ବିଷୟ ପ୍ରମୁଖା ଆଚାର୍ଯ୍ୟା ଯୋଗେଶ୍ଵରୀ ବାରିକ ବୃତ୍ତ ପଠନ କରିଥିବାବେଳେ ଆଚାର୍ଯ୍ୟା ମନ୍ଦାକିନୀ ସାହୁ ସଂଯୋଜନା କରିଥିଲେ। ଏଥିରେ ବିଭିନ୍ନ ବିଭାଗରୁ ଆସିଥିବା ୨୮୩ଟି ବିଜ୍ଞାନ ପ୍ରକଳ୍ପ ଓ ୧୯ଟି ଗଣିତ ପ୍ରକଳ୍ପକୁ ବିଚାରକ ଭାବେ ଶିକ୍ଷକ ବିବେକାନନ୍ଦ ସାହୁ, ଅଶ୍ବିନୀ କୁମାର ଗଡ଼ତିଆ, ବାଲାଜୀ ରାଓ ମୋରେ, ସୁଶାନ୍ତ କୁମାର ଗଡ଼ତିଆ, ଅମୀୟ ଭୋଇ, ଅଧ୍ୟାପିକା ଲିପ୍ସାରାଣୀ ମହାପାତ୍ର ଓ ପ୍ରତିଭା ରଥ ମୂଲ୍ୟାଙ୍କନ କରିଥିଲେ । ପ୍ରକଳ୍ପ ବ୍ୟତୀତ ବିଜ୍ଞାନ ଓ ଗଣିତ ପ୍ରଶ୍ନମଞ୍ଚ, ବିଜ୍ଞାନ ଓ ଗଣିତ ପ୍ରୟୋଗ, ପତ୍ରବାଚନ, କଥାକଥନ, ତତ୍କାଳିକ ଭାଷଣ, ମୂର୍ତ୍ତି ନିର୍ମାଣ, ଗୀତ ଓ ଲୋକନୃତ୍ୟ ପ୍ରତିଯୋଗିତା ହୋଇଥିଲା। ପରିଶେଷରେ କୃତୀ ପ୍ରତିଯୋଗୀମାନେ ଅତିଥିମାନଙ୍କ ଦ୍ଵାରା ପୁରସ୍କୃତ ହୋଇଥିଲେ । ସମସ୍ତ ଆଚାର୍ଯ୍ୟ ଆଚାର୍ଯ୍ୟା, ସେବକ ସେବିକା ତଥା ଶୁଭେଚ୍ଛୁଙ୍କ ସହଯୋଗରେ କାର୍ଯ୍ୟକ୍ରମଟି ସଫଳ ହୋଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ   14-May-2026
  ଜିଲ୍ଲା  
ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍ ପି ଚଢ଼ଉ କରିଥିଲା ବେଳେ କଟକରେ ବ୍ୟତିକ୍ରମ   14-May-2026
  ଜିଲ୍ଲା  
ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍ ପି ଚଢ଼ଉ କରିଥିଲା ବେଳେ କଟକରେ ବ୍ୟତିକ୍ରମ   14-May-2026
  ଜିଲ୍ଲା  
*ଗୋପାଳ ରାଇସ ମିଲ ପକ୍ଷରୁ ମାଗଣା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ*-   14-May-2026
  ଜିଲ୍ଲା  
ବିଶାଲପାଳିରେ ଏକ ବାଲେରୋ ଗାଡିରୁ ବିପୁଳ ଗଞ୍ଜେଇ ଜବତ,୪ ଗିରଫ   14-May-2026
  ଜିଲ୍ଲା  
ସାମ୍ବାଦିକ ଙ୍କ ମାତୃ ବିୟୋଗ   14-May-2026
  ଜିଲ୍ଲା  
ପଥର ବ୍ଲାଷ୍ଟିଂ ଯୋଗୁଁ ଚାଷୀ ଓ ଗ୍ରାମବାସୀ ହନ୍ତସନ୍ତ: ନରସିଂହଙ୍କୁ ଅଭିଯୋଗ କଲେ ଉଚ୍ଛବପାଲି ଓ ଉପରବାହାଲ ଗ୍ରାମବାସୀ   14-May-2026
  ରାଜ୍ୟ  
ବସ୍‌ରେ ଯିବା ଆସିବା କରିବେ ପରିବହନ ମନ୍ତ୍ରୀ; ନେଲେ ବଡ଼ ନିଷ୍ପତ୍ତି, ଇଭି ବ୍ୟବହାର ପାଇଁ ଅପିଲ୍ କଲେ   14-May-2026
  ଜିଲ୍ଲା  
ଶ୍ରଦ୍ଧା ଫାଉଣ୍ଡେସନ ତରଫରୁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ   14-May-2026
  ଜିଲ୍ଲା  
ବିଦ୍ୟା ବିକାଶ ସ୍କୁଲରେ ସିବିଏସସି ଯୁକ୍ତ ୨ ପରୀକ୍ଷା ଫଳ ପ୍ରକାଶିତ ପରେ ଛାତ୍ରଛାତ୍ରୀ ଙ୍କୁ ସମ୍ବଦ୍ଧିତ   14-May-2026
  ଜିଲ୍ଲା  
ଦଶମ ଜିଲ୍ଲାପରିଷଦ ବୈଠକ ଶେଷ   14-May-2026
  ଜିଲ୍ଲା  
ସମ୍ବଲପୁର ପବ୍ଲିକ ଲାଇବ୍ରେରୀ ରେ ଡାକ୍ତର ଜନାର୍ଦନ ପୂଜାରୀ ସ୍ମାରକୀ ବକ୍ତୃତା।   14-May-2026

You Might Also Like