-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||     

HOME   ଜିଲ୍ଲା

୭ ବର୍ଷର ବିଶ୍ୱରାଜ୍ କୁ ହତ୍ୟା କଲେ ଦୁଇ ନାବାଳକ

04-Aug-2024



କଣ୍ଟାମାଳ(ଜୟ କୁମାର ମହାରଣା): ବୌଦ୍ଧ ଜିଲ୍ଲା କଣ୍ଟାମାଲ ଥାନା ଲମ୍ବସରୀ ଗ୍ରାମର ବରିଷ୍ଠ ଦେହୁରୀଙ୍କ ୭ ବର୍ଷୀୟ ପୁଅ ବିଶ୍ୱରାଜ ଦେହୁରୀର ମୃତଦେହକୁ ଗତମାସ ୩୦ ତାରିଖ ସନ୍ଧ୍ୟାରେ ପିପଲପାଲି ଗ୍ରାମର ଏକ ପରିିତ୍ୟକ୍ତ କୂଅରୁ ଉଦ୍ଧାର କରାଯାଇଥିଲା । ପୁଅକୁ ହତ୍ୟା କରାଯାଇଥିବା ନେଇ ପରିବାର ପକ୍ଷରୁ କଣ୍ଟାମାଳ ଥାନାରେ ଅଭିଯୋଗ କରାଯାଇଥିଲା । ଅଭିଯୋଗ ପରେ ପୋଲିସ ପକ୍ଷରୁ ତଦନ୍ତ ଆରମ୍ଭ କରାଯାଇ ଉକ୍ତ ହତ୍ୟା ଘଟଣାରେ ଗତକାଲି ୨ ଜଣ ନାବାଳକଙ୍କୁ ପୋଲିସ ଅଟକ ରଖି ପଚରାଉଚରା କରିଥିଲା ! ପୁର୍ବ ଶତ୍ରୁତାକୁ ନେଇ ଉକ୍ତ ୨ ନାବାଳକ ବିଶ୍ବରାଜକୁ ହତ୍ୟା କରିଥିବା ସ୍ବୀକାର କରିଥିଲେ । ଆଜି ଉଭୟ ବାଳ ଅପରାଧିଙ୍କୁ ବୌଦ୍ଧ ସ୍ଥିତ ଜୁଭେନାଇଲ କୋର୍ଟରେ ହାଜର କରିଛି କଣ୍ଟାମାଳ ପୁଲିସ । ୨ ଅଭିଯୁକ୍ତଙ୍କ ମଧ୍ୟରୁ ଜଣେ ୧୨ ବର୍ଷ ଓ ଅନ୍ୟ ଜଣେ ୧୪ ବର୍ଷର ହୋଇଥିବା

ଜଣା ପଡ଼ିଛି । କିଛି ଦିନ ପୂର୍ବେ ସ୍କୁଲରେ ଉଭୟ ଛାତ୍ର ଓ ବିଶ୍ୱରାଜଙ୍କ ମଧ୍ୟରେ କୌଣସି କଥାକୁ ନେଇ ପାଟିତୁଣ୍ଡ ହୋଇଥିଲା । ଉକ୍ତ କଥାକୁ ନେଇ ଦୁଇ ନାବାଳକ ବିଶ୍ଵରାଜକୁ ଖେଳିବାକୁ ଡାକି ନେଇ କୂଅରେ ଠେଲି ଦେଇଥିବା ଆଜି ପୋଲିସ ଆଗରେ ସ୍ବୀକାର କରିଥିଲେ ! ଆଜି ଉଭୟ ନାବାଳକଙ୍କୁ ଜୁଭେନାଇଲ କୋର୍ଟରେ ହାଜର କରାଯାଇଥିବା କଣ୍ଟାମାଳ ଥାନାଧିକାରୀ ଭାବାନନ୍ଦ ପ୍ରଧାନ ସୂଚନା ଦେଇଛନ୍ତି । ଉକ୍ତ ଘଟଣାକୁ ନେଇ ଅଞ୍ଚଳରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇବା ସହ  ୨ ନାବାଳକଙ୍କ ଏଭଳି କାମକୁ ସାଧାରଣରେ ନିନ୍ଦା କରାଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026

You Might Also Like