-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||     

HOME   ଜିଲ୍ଲା

ସହଯୋଗ ଫାଉଣ୍ଡେସନ୍ ର ନୂତନ ପ୍ରକଳ୍ପ

04-Aug-2024



ବଲାଙ୍ଗୀର(ପ୍ରେରଣା ଖବର): ବଲାଙ୍ଗୀରର  ପ୍ରମୁଖ ସାମାଜିକ ସଂଗଠନ ସହଯୋଗ ଫାଉଣ୍ଡେସନ୍ ଆଜି ଗୋଟିଏ ବିଶେଷ ପ୍ରକଳ୍ପ ଆରମ୍ଭ କରିଛି । ଏହି ପ୍ରକଳ୍ପ ଅଧିନରେ, ଚପଲ, ଜାମା, ସ୍କୁଲ୍ ବ୍ୟାଗ୍, ପୁସ୍ତକ, ଛତା ଓ ଶିଶୁମାନଙ୍କ ଖେଳନା ବାଣ୍ଟା ଯାଇଛି। ଏହି ପ୍ରୟାସର ପ୍ରମୁଖ ଉଦ୍ଦେଶ୍ୟ ହେଉଛି ସେମାନଙ୍କୁ ସାହାଯ୍ୟ କରିବା ଯେଉଁମାନେ ଏହି ସାମଗ୍ରୀ ଦରକାର କରୁଛନ୍ତି ଏବଂ  ଯେଉଁମାନେ ଅଧିକ ରଖିଛନ୍ତି ସେମାନେ ଏହାକୁ ସହଯୋଗ ଫାଉଣ୍ଡେସନ୍ କାର୍ଯ୍ୟାଳୟକୁ ଦାନ କରିପାରିବେ ।

ଏହି ପ୍ରକଳ୍ପ ବିଷୟରେ ସହଯୋଗ ଫାଉଣ୍ଡେସନ୍ ର ସାଧାରଣ ସମ୍ପାଦିକା  ଶ୍ରୀମତୀ ପିଙ୍କି ମୋଦି କହିଛନ୍ତି, "ଏହି କାର୍ଯ୍ୟକ୍ରମ ପ୍ରତ୍ୟେକ ମାସର ପ୍ରଥମ ରବିବାରରେ ଆୟୋଜିତ ହେବ। ଏହା ଅଧିନରେ, ଯେଉଁମାନେ ଅଧିକ କପଡା, ଖେଳନା, ଇଲେକ୍ଟ୍ରୋନିକ୍ ଆଇଟମ୍ ଅଥବା ଗୃହସାମଗ୍ରୀ ରଖିଛନ୍ତି ସେମାନେ ଏହାକୁ ଆମର କାର୍ଯ୍ୟାଳୟକୁ ଆଣି ଦାନ କରିପାରିବେ। ଅନ୍ୟପକ୍ଷରେ, ଯେଉଁମାନେ ଏହି ସାମଗ୍ରୀର ଆବଶ୍ୟକତା ଅଛି ସେମାନେ ଆସି ଏହାକୁ ଗ୍ରହଣ କରି ପାରିବେ ।" ଏହି ପ୍ରକଳ୍ପର ଉଦ୍ଦେଶ୍ୟ ସମସ୍ତ ଶ୍ରେଣୀର ଲୋକମାନଙ୍କୁ ଏକତ୍ର କରିବା ଓ ସେମାନଙ୍କ ମଧ୍ୟରେ ଏକତା ଓ ସହଯୋଗ ଭାବନାକୁ ପ୍ରୋତ୍ସାହନ ଦେବା । ଶ୍ରୀମତୀ ମୋଦି କହିଛନ୍ତି, "ଏହି ପ୍ରୟାସ ମାଧ୍ୟମରେ, ଆମେ ସେମାନଙ୍କୁ ପହଂଚାଇବାକୁ ଚେଷ୍ଟା କରୁଛୁ ଯେଉଁମାନେ ସତ ରେ  ଆବଶ୍ୟକତା ଅଛି । ଆମେ ଚାହୁଁଛୁ ଯେଉଁମାନେ ଅଧିକ ରଖିଛନ୍ତି ସେମାନେ ଦାନ କରିବେ, ଯାହାଫଳରେ ଯେଉ ମାନଂକୁ ଦରକାର  ସେମାନେ ଗ୍ରହଣ କରିପାରିବେ ।

ସହଯୋଗ ଫାଉଣ୍ଡେସନ୍ ର ଏହି ପ୍ରୟାସକୁ ସମସ୍ତେ ପ୍ରଶଂସା କରୁଛନ୍ତି ଓ ଏହାକୁ ସାମାଜିକ ପରିବର୍ତ୍ତନରେ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ବୋଲି ମନାଯାଉଛି ।ସହଯୋଗ ଫାଉଣ୍ଡେସନ୍ ର ଏହି ପ୍ରକଳ୍ପ ସମସ୍ତ ଶ୍ରେଣୀର ଲୋକମାନଙ୍କ ପାଇଁ ପ୍ରେରଣାର ସ୍ରୋତ ହେବ ଓ ସାମାଜିକ ପରିବର୍ତ୍ତନରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିବାହ କରିବ । ଆସନ୍ତୁ ଆମେ ସମସ୍ତେ ଏକତ୍ରିତ ହେବା  ଓ ଏହି ପ୍ରୟାସକୁ ସଫଳ କରିବା ପାଇଁ ଚେଷ୍ଟା କରିବା ଓ ସାମାଜିକ ପରିବର୍ତ୍ତନ ଆଣିବା ପାଇଁ ପ୍ରଚେଷ୍ଟା କରିବା ।

"ଆପଣ ଯାହା ଦରକାର, ନିଅନ୍ତୁ, ଆପଣ ଯାହା ଅଧିକ ରଖିଛନ୍ତି, ଦାନ କରନ୍ତୁ" ମନ୍ତ୍ର ନେଇ ସହଯୋଗ ଫାଉଣ୍ଡେସନ୍ ସମସ୍ତ ଶ୍ରେଣୀର ଲୋକମାନଙ୍କୁଏକତ୍ର କରିବା ଓ ସେମାନଙ୍କ ମଧ୍ୟରେ ସହଯୋଗ ଓ ଏକତା ଭାବନାକୁ ପ୍ରୋତ୍ସାହନ ଦେବାକୁ ପ୍ରତିବଦ୍ଧ ଅଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026

You Might Also Like