-+91-9937148622 |

prerana_bgr@rediffmail.com |

  Sunday 10th May 2026 |

| | | |

R.N.I. Regd No. ODIODI/2010/46693

Breaking News

ଚାର୍ଜସିଟ୍ ଦାଖଲ ପୂର୍ବରୁ ବେଆଇନ୍ ଆଇନଗତ ଚକ୍ରାନ୍ତ ? ଆସନ୍ତାକାଲି ପୁଣି ଜାମିନ ଆବେଦନ !   (10-May-2026)       ||      ବରଗୁଡା ଗ୍ରାମ ଠାରେ ମାଠାକୁରାଣୀ ହାଇଭୋଲ୍ଟେଜ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ   (10-May-2026)       ||      ଆମ ଢେଙ୍କାନାଳ- ଆମ ଗୌରବ   (10-May-2026)       ||      ସନ୍ଧ୍ୟା ହେଲେ ଚଉଳିଆଗଞ୍ଜ ଖେଳ ପଡିଆ ♦️ ଜମୁଛି ଅସାମାଜିକ ଯୁବକଙ୍କ ଆଡ୍ଡା   (10-May-2026)       ||      ପୋଲିସ ଭବନରେ ଗୁରୁତତ୍ୱପୂର୍ଣ୍ଣ ବୈଠକ   (10-May-2026)       ||      ବରଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଛତା ବଣ୍ଟନ    (10-May-2026)       ||      ବରଗୁଡା ଗ୍ରାମ ଠାରେ ମାଠାକୁରାଣୀ ହାଇଭୋଲ୍ଟେଜ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ l   (10-May-2026)       ||      ମୁଖ୍ୟମନ୍ତ୍ରୀ ହେବା ପରେ ଆକ୍ସନ୍ ମୋଡରେ ବିଜୟ,   (10-May-2026)       ||      *ମୌଦଲପୁର ଠାରେ ନାମ ଯଜ୍ଞ" ଅନୁଷ୍ଠିତ*   (10-May-2026)       ||      ପରିବାର ଭିତରୁ ଯୁବ ପିଢିଙ୍କ ଭିତରେ ସଂସ୍କାର ଆଣିଲେ ସେମାନେ ସଂସ୍କୃତି ର ଅବକ୍ଷୟକୁ ରୋକି ପାରିବେ    (10-May-2026)       ||      ସଡ଼କ ଦୁର୍ଘଟଣାରେ ଦୁଇଜଣ ଆହତ , ଦୁର୍ଘଟଣାଗ୍ରସ୍ତ ବ୍ୟକ୍ତିଙ୍କୁ ଉଦ୍ଧାର କରି ମେଡିକାଲ କୁ ପଠାଇଲେ ସ୍ୱାସ୍ଥ୍ୟମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ   (10-May-2026)       ||       କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର    (10-May-2026)       ||       କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର    (10-May-2026)       ||      ନିର୍ମାଣାଧୀନ କୋଠାରୁ ପଡ଼ି ଶ୍ରମିକ ମୃତ୍ୟୁ ଘଟଣା ଯନ୍ତ୍ରୀ, ଘଟଣାର ନିରପେକ୍ଷ ତଦନ୍ତ ହେଉ    (10-May-2026)       ||      ସମାଜସେବୀ ସଂଘମିତ୍ରା ପଟେଲ ସେବା ଭରତୀ ସମ୍ମାନ ରେ ସମ୍ମାନିତ    (10-May-2026)       ||      *ସୋନପୁର ଥାନାରେ ଜୁଭେଣ୍ଟିକା ସଚେତନତା*   (10-May-2026)       ||      *ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କଳାକାର ଜୀଵନ ଅବହେଳିତ,ଭୁଲିଆ ସିକୂଆଁ ଗ୍ରାମର ପୂର୍ଣ୍ଣ ସିନ୍ଧୁର ଆଜିବି ଅନେକ ବାଦ୍ୟ ଯନ୍ତ୍ର ପ୍ରସ୍ତୁତ କରୁଥିବା ବେଳେ ନାଁ ବାର୍ଦ୍ଧକ୍ୟ ଭତ୍ତା, ନାଁ ମିଳେ କଳାକାର ଭତ୍ତା*   (10-May-2026)       ||      *ଦ୍ୱିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ- ୨୦୨୬ ରେ ୫୭୯୬ ଗୋଟି ମାମଲା ସମାଧାନ,*   (10-May-2026)       ||      *ଡାବୁଗାଁ ଥାନା IIC ରଘୁନାଥ ମାଝୀ ସସ୍‌ପେଣ୍ଡ୍‌*   (10-May-2026)       ||      ମୁଖ୍ୟମନ୍ତ୍ରୀ କ୍ଷୁବ୍ଧ, ପୁଲିସ ଡିଜିଙ୍କ ଉପରେ ବର୍ଷିଲେ: ବାଲିଅନ୍ତା ଜିଆରପି କନେଷ୍ଟବଳ ହତ୍ୟା ଘଟଣାର କ୍ରାଇମବ୍ରାଚ ତଦନୁ ନିର୍ଦ୍ଦେଶ   (09-May-2026)       ||     

HOME   ଦେଶ ବିଦେଶ

ଭାରତୀୟ ରିଜର୍ଭ ବ୍ୟାଙ୍କର ପରବର୍ତ୍ତି ମୁଦ୍ରାନୀତି ଆସନ୍ତା ୯ ତାରିଖରେ ଘୋଷଣା ହେବ

06-Oct-2020



DELHI,06/10- ଭାରତୀୟ ରିଜର୍ଭ ବ୍ୟାଙ୍କର ପରବର୍ତ୍ତି ମୁଦ୍ରାନୀତି ଆସନ୍ତା ୯ ତାରିଖରେ ଘୋଷଣା ହେବ । ଏଥିପାଇଁ ଆସନ୍ତା କାଲିଠାରୁ ରିଜର୍ଭ ବ୍ୟାଙ୍କର ମୁଦ୍ରାନୈତିକ କମିଟି (ଏମପିସି)ର ବୈଠକ ବସୁଛି । ଏହି ବୈଠକ ୯ ତାରିଖ ପର୍ଯ୍ୟନ୍ତ ଚାଲିବ ।*
ପୂର୍ବରୁ ଏହି ବୈଠକ ସେପ୍ଟେମ୍ବର ୨୯ରୁ ଆରମ୍ଭ ହୋଇ ୧ ଅକ୍ଟୋବର ପର୍ଯ୍ୟନ୍ତ ଚାଲିବାର ଥିଲା । କିନ୍ତୁ ଶେଷ ମୂହୂର୍ତ୍ତରେ ଏହାକୁ ସ୍ଥଗିତ ରଖାଯାଇଥିଲା । ରିଜର୍ଭ ବ୍ୟାଙ୍କ ପକ୍ଷରୁ ନିଜର  ମୁଦ୍ରାନୈତିକ କମିଟି (ଏମପିସି)ର ପୁନର୍ଗଠନ କରାଯିବା ପରେ ଆଜି ନୂଆ ତାରିଖ ଘୋଷଣା କରାଯାଇଛି । ନୂଆ କମିଟିରେ ଅସୀମା ଗୋଏଲ, ଜୟନ୍ତ ବର୍ମା ଓ ଶଶାଙ୍କ ଭିଡେଙ୍କୁ ସାମିଲ କରାଯାଇଛି । ସେମାନେ ଚେତନ ଘାଟେ, ପମି ଦୁଆ ଓ ରବିନ୍ଦ୍ର ଢୋଲାକିଆଙ୍କ ସ୍ଥାନ ନେଇଛନ୍ତି ।           କରୋନା ମହାମାରୀ ଯୋଗୁଁ ଦେଶର ଜିଡିପି ଅଭିବୃଦ୍ଧି କମିବା ଆଶଙ୍କା ମଧ୍ୟରେ ରିଜର୍ଭ ବ୍ୟାଙ୍କର ଏହି ମୁଦ୍ରାନୀତି ଘୋଷଣା ହେବାକୁ ଯାଉଛି । ଏହି ଦୃଷ୍ଟିରୁ ରିଜର୍ଭ ବ୍ୟାଙ୍କ ନୂଆ ଘୋଷଣା ଉପରେ ସମସ୍ତଙ୍କ ନଜର ରହିବ । ଅଭିବୃଦ୍ଧିକୁ ସକ୍ରିୟ କରିବାକୁ ରିଜର୍ଭ ବ୍ୟାଙ୍କ ସୁଧହାର ହ୍ରାସ କରିପାରନ୍ତି । ସେହିପରି ଲକଡାଉନ ସମୟରେ ଘୋଷିତ ବ୍ୟାଙ୍କ ଋଣ ଉପରେ ମୋଟାରୋରିୟମ ସ୍କିମ ସଂପର୍କରେ କେତେକ ଘୋଷଣା ହୋଇପାରେ ।*


News Comment




Photo in News

Advertisment
Lastest News
  ରାଜ୍ୟ  
ଚାର୍ଜସିଟ୍ ଦାଖଲ ପୂର୍ବରୁ ବେଆଇନ୍ ଆଇନଗତ ଚକ୍ରାନ୍ତ ? ଆସନ୍ତାକାଲି ପୁଣି ଜାମିନ ଆବେଦନ !   10-May-2026
  ଜିଲ୍ଲା  
ବରଗୁଡା ଗ୍ରାମ ଠାରେ ମାଠାକୁରାଣୀ ହାଇଭୋଲ୍ଟେଜ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ   10-May-2026
  ରାଜ୍ୟ  
ଆମ ଢେଙ୍କାନାଳ- ଆମ ଗୌରବ   10-May-2026
  ଜିଲ୍ଲା  
ସନ୍ଧ୍ୟା ହେଲେ ଚଉଳିଆଗଞ୍ଜ ଖେଳ ପଡିଆ ♦️ ଜମୁଛି ଅସାମାଜିକ ଯୁବକଙ୍କ ଆଡ୍ଡା   10-May-2026
  ଜିଲ୍ଲା  
ପୋଲିସ ଭବନରେ ଗୁରୁତତ୍ୱପୂର୍ଣ୍ଣ ବୈଠକ   10-May-2026
  ଜିଲ୍ଲା  
ବରଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଛତା ବଣ୍ଟନ   10-May-2026
  ଜିଲ୍ଲା  
ବରଗୁଡା ଗ୍ରାମ ଠାରେ ମାଠାକୁରାଣୀ ହାଇଭୋଲ୍ଟେଜ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ l   10-May-2026
  ଜିଲ୍ଲା  
ମୁଖ୍ୟମନ୍ତ୍ରୀ ହେବା ପରେ ଆକ୍ସନ୍ ମୋଡରେ ବିଜୟ,   10-May-2026
  ଜିଲ୍ଲା  
*ମୌଦଲପୁର ଠାରେ ନାମ ଯଜ୍ଞ" ଅନୁଷ୍ଠିତ*   10-May-2026
  ରାଜ୍ୟ  
ପରିବାର ଭିତରୁ ଯୁବ ପିଢିଙ୍କ ଭିତରେ ସଂସ୍କାର ଆଣିଲେ ସେମାନେ ସଂସ୍କୃତି ର ଅବକ୍ଷୟକୁ ରୋକି ପାରିବେ   10-May-2026
  ଜିଲ୍ଲା  
ସଡ଼କ ଦୁର୍ଘଟଣାରେ ଦୁଇଜଣ ଆହତ , ଦୁର୍ଘଟଣାଗ୍ରସ୍ତ ବ୍ୟକ୍ତିଙ୍କୁ ଉଦ୍ଧାର କରି ମେଡିକାଲ କୁ ପଠାଇଲେ ସ୍ୱାସ୍ଥ୍ୟମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ   10-May-2026
  ଜିଲ୍ଲା  
 କାର୍ ରେ ଓଡ଼ିଶାରୁ ଛତିଶଗଡ ଗଂଜେଇ ଚାଲାଣ , ଗାଡି ଛାଡି ଗଂଜେଇ ମାଫିଆ ଫେରାର   10-May-2026

You Might Also Like