-+91-9937148622 |

prerana_bgr@rediffmail.com |

  Friday 15th May 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ    (14-May-2026)       ||      ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍ ପି ଚଢ଼ଉ କରିଥିଲା ବେଳେ କଟକରେ ବ୍ୟତିକ୍ରମ   (14-May-2026)       ||      ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍ ପି ଚଢ଼ଉ କରିଥିଲା ବେଳେ କଟକରେ ବ୍ୟତିକ୍ରମ   (14-May-2026)       ||      *ଗୋପାଳ ରାଇସ ମିଲ ପକ୍ଷରୁ ମାଗଣା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ*-   (14-May-2026)       ||      ବିଶାଲପାଳିରେ ଏକ ବାଲେରୋ ଗାଡିରୁ ବିପୁଳ ଗଞ୍ଜେଇ ଜବତ,୪ ଗିରଫ   (14-May-2026)       ||      ସାମ୍ବାଦିକ ଙ୍କ ମାତୃ ବିୟୋଗ   (14-May-2026)       ||      ପଥର ବ୍ଲାଷ୍ଟିଂ ଯୋଗୁଁ ଚାଷୀ ଓ ଗ୍ରାମବାସୀ ହନ୍ତସନ୍ତ: ନରସିଂହଙ୍କୁ ଅଭିଯୋଗ କଲେ ଉଚ୍ଛବପାଲି ଓ ଉପରବାହାଲ ଗ୍ରାମବାସୀ   (14-May-2026)       ||      ବସ୍‌ରେ ଯିବା ଆସିବା କରିବେ ପରିବହନ ମନ୍ତ୍ରୀ; ନେଲେ ବଡ଼ ନିଷ୍ପତ୍ତି, ଇଭି ବ୍ୟବହାର ପାଇଁ ଅପିଲ୍ କଲେ   (14-May-2026)       ||      ଶ୍ରଦ୍ଧା ଫାଉଣ୍ଡେସନ ତରଫରୁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ   (14-May-2026)       ||      ବିଦ୍ୟା ବିକାଶ ସ୍କୁଲରେ ସିବିଏସସି ଯୁକ୍ତ ୨ ପରୀକ୍ଷା ଫଳ ପ୍ରକାଶିତ ପରେ ଛାତ୍ରଛାତ୍ରୀ ଙ୍କୁ ସମ୍ବଦ୍ଧିତ    (14-May-2026)       ||      ଦଶମ ଜିଲ୍ଲାପରିଷଦ ବୈଠକ ଶେଷ    (14-May-2026)       ||      ସମ୍ବଲପୁର ପବ୍ଲିକ ଲାଇବ୍ରେରୀ ରେ ଡାକ୍ତର ଜନାର୍ଦନ ପୂଜାରୀ ସ୍ମାରକୀ ବକ୍ତୃତା।   (14-May-2026)       ||      ମାଟ୍ରିକ ପରୀକ୍ଷାରେ ବ୍ଲକ୍ ଟପ୍ପର ତଥା ବିଦ୍ୟାଳୟର କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   (14-May-2026)       ||      ପୁଅକୁ ମାରି ମାଟିତଳେ ପୋତି ଦେଲେ ବାପା, ମା    (14-May-2026)       ||      ସିବିଏସ୍‌ଇ ଦ୍ବାଦଶ ପରୀକ୍ଷାରେ କଣ୍ଟାମାଳ ଆଦର୍ଶ ବିଦ୍ୟାଳୟ ର ସଫଳତା, ୯୦.୪ପ୍ରତିଶତ ରଖି ସୋନାଲି କର୍ଣ୍ଣ ସ୍କୁଲ ଟପ୍ପର    (14-May-2026)       ||      ବରୀ ତହସିଲ ଅଧୀନରେ ଚାଲିଛି ବେଧଡ଼କ ମାଟି, ବାଲି ଲୁଟ୍   (14-May-2026)       ||      ସି.ବି.ଏସ୍‌.ଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷାରେ ଡି.ଏ.ଭି କଳିଙ୍ଗ ନଗରର ଛାତ୍ରଛାତ୍ରୀଙ୍କ ସଫଳତା ୯୬.୮୦ ପ୍ରତିଶତ ସହ ବିଜ୍ଞାନରେ ପ୍ରତୀକ ଷଡ଼ଙ୍ଗୀ ଏବଂ ୯୬. ୪୦ ପ୍ରତିଶତ ସହ ଆଞ୍ଜେଲିନା ଭୂୟାଁ ବାଣିଜ୍ୟରେ ବିଦ୍ୟାଳୟରେ ପ୍ରଥମ     ବିଜ୍ଞାନରେ ୮୦.୪୫  ପ୍ରତିଶତ ଏବଂ ବାଣିଜ୍ୟରେ ୮୦.୬୦ ପ୍ରତିଶତ ସହ ବିଦ୍ୟାଳୟର ସାମଗ୍ରିକ ହାର ୮୦.୪୮ ପ୍ରତିଶତ ରହିଛି    (13-May-2026)       ||      ଯୁବୋଦୟର ଛାତ୍ରଛାତ୍ରୀଙ୍କ ସଫଳତା : ଜେଇଇ, ନିଟ୍ ସହିତ ସିବିଏସଇ ବୋର୍ଡରେ ମଧ୍ୟ ଉତ୍କୃଷ୍ଟ ପ୍ରଦର୍ଶନ   (13-May-2026)       ||      ପିସି ଓ ଚୌକି ମୋହରେ ବାବୁ, ଠିକାଦାର ମହଲରେ ଅସନ୍ତୋଷ   (13-May-2026)       ||      ବଲାଙ୍ଗିର ପବ୍ଲିକ୍ ସ୍କୁଲ୍ ସି.ଵି.ଏସ.ଇ ଦ୍ବାଦଶ (ବିଜ୍ଞାନ)ଫଳାଫଳ  ପ୍ରକାଶିତ    (13-May-2026)       ||     

HOME   ଜିଲ୍ଲା

ଜୁନିଅର ରେଡ଼କ୍ରସ ସ୍ୱେଚ୍ଛାସେବୀଙ୍କ ଅଭିନବ କାର୍ଯ୍ୟକ୍ରମ - ପରିବେଶ ସଚେତନ ନିମନ୍ତେ ସାଇକ୍ଲୋଥନ

04-Aug-2024



ବଲାଙ୍ଗୀର, ତା. ୦୪/ ୦୮( ପ୍ରେରଣା ଖବର ) :   ବଲାଙ୍ଗୀର ଜିଲ୍ଲା ସଇଁତଲା ବ୍ଲକ ଅନ୍ତର୍ଗତ ଡେଙ୍ଗ  ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଜୁନିଅର ରେଡ଼କ୍ରସ ତରଫରୁ ଜନସାଧାରଣଙ୍କୁ ପରିବେଶ ସଚେତନ ନିମନ୍ତେ ସାଇକ୍ଲୋଥନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l  ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଚଣ୍ଡାଳ ମିଶ୍ରଙ୍କ ତତ୍ତ୍ବାବଧାନ କାର୍ଯ୍ୟକ୍ରମକୁ  ଜୁନିଅର ରେଡ଼କ୍ରସ କାଉନ୍ସେଲର ରାମ ନାରାୟଣ ଦାଶ ସଂଯୋଜନା କରିଥିଲେ । ବିଦ୍ୟାଳୟ ପ୍ରାଙ୍ଗଣରୁ ଆରମ୍ଭ ହୋଇ ମନ୍ଦିର ଛକ, ଚର୍ଜ ରାସ୍ତା ଦେଇ ଡେଙ୍ଗ ପଂଚାୟତ  କାର୍ଯ୍ୟାଳୟ ପର୍ଯ୍ୟନ୍ତ ସାଇକଲ ରେଲି ଯାଇଥିଲା । ପରିବେଶ  ସୁରକ୍ଷା ଜୀଵନ ରକ୍ଷାର ପୋଷ୍ଟର ଧରି ଜୁନିଅର ରେଡ଼କ୍ରସ ସ୍ୱେଚ୍ଛାସେବୀ ମାନେ ଶୋଭାଯାତ୍ରାରେ ବାହାରି ଜନସାଧାରଣଙ୍କୁ ସଚେତନ କରିଥିଲେ । କାର୍ଯ୍ୟକ୍ରମରେ ବିଦ୍ୟାଳୟର ଶିକ୍ଷକ କୃପା ସିନ୍ଧୁ ମିଶ୍ର, ସୁଦର୍ଶନ ଦାଶ, ସମୀର ସେଠି,  ଦୀପକ ସେନ ଧରୁଆ, ଲିଙ୍ଗରାଜ ନନ୍ଦ, ହିମାଂଶୁ ଶେଖର ବିଶ୍ୱାଳ, ଶିକ୍ଷୟତ୍ରୀ ରେଣୁକା ସାହୁ, ଗାୟତ୍ରୀ ବାରିକ,  ତପସ୍ୱିନୀ ପଟେଲ, କାନ୍ତି ଭୋଇ, ଦ୍ରୋପଦୀ ଭୋଇ,  ଶିବାନୀ ମଲ୍ଲିକ, ଜୁନିୟର ଆସିଷ୍ଟେନ ଅଭିନାଶ ଭୋଇ ଆଦି ଉପସ୍ଥିତ ଥିଲେ l  କାର୍ଯ୍ୟକୁ  ଜୁନିଅର ରେଡ଼କ୍ରସ  ସ୍ୱେଚ୍ଛାସେବୀ ମାମୁନୀ ପ୍ରଧାନ ପରିଚାଳନା କରିଥିଲା ବେଳେ ସୁପ୍ରିତା ରଣା ଧନ୍ୟବାଦ ଅର୍ପଣ କରିଥିଲେ  l


News Comment




Photo in News

Advertisment
Lastest News
  ଜିଲ୍ଲା  
ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ   14-May-2026
  ଜିଲ୍ଲା  
ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍ ପି ଚଢ଼ଉ କରିଥିଲା ବେଳେ କଟକରେ ବ୍ୟତିକ୍ରମ   14-May-2026
  ଜିଲ୍ଲା  
ଜଗତସିଂହପୁର ଜିଲ୍ଲାପାଳ ଓ ଏସ୍ ପି ଚଢ଼ଉ କରିଥିଲା ବେଳେ କଟକରେ ବ୍ୟତିକ୍ରମ   14-May-2026
  ଜିଲ୍ଲା  
*ଗୋପାଳ ରାଇସ ମିଲ ପକ୍ଷରୁ ମାଗଣା ଚକ୍ଷୁ ଚିକିତ୍ସା ଶିବିର ଅନୁଷ୍ଠିତ*-   14-May-2026
  ଜିଲ୍ଲା  
ବିଶାଲପାଳିରେ ଏକ ବାଲେରୋ ଗାଡିରୁ ବିପୁଳ ଗଞ୍ଜେଇ ଜବତ,୪ ଗିରଫ   14-May-2026
  ଜିଲ୍ଲା  
ସାମ୍ବାଦିକ ଙ୍କ ମାତୃ ବିୟୋଗ   14-May-2026
  ଜିଲ୍ଲା  
ପଥର ବ୍ଲାଷ୍ଟିଂ ଯୋଗୁଁ ଚାଷୀ ଓ ଗ୍ରାମବାସୀ ହନ୍ତସନ୍ତ: ନରସିଂହଙ୍କୁ ଅଭିଯୋଗ କଲେ ଉଚ୍ଛବପାଲି ଓ ଉପରବାହାଲ ଗ୍ରାମବାସୀ   14-May-2026
  ରାଜ୍ୟ  
ବସ୍‌ରେ ଯିବା ଆସିବା କରିବେ ପରିବହନ ମନ୍ତ୍ରୀ; ନେଲେ ବଡ଼ ନିଷ୍ପତ୍ତି, ଇଭି ବ୍ୟବହାର ପାଇଁ ଅପିଲ୍ କଲେ   14-May-2026
  ଜିଲ୍ଲା  
ଶ୍ରଦ୍ଧା ଫାଉଣ୍ଡେସନ ତରଫରୁ ସେବା କାର୍ଯ୍ୟକ୍ରମ ଅନୁଷ୍ଠିତ   14-May-2026
  ଜିଲ୍ଲା  
ବିଦ୍ୟା ବିକାଶ ସ୍କୁଲରେ ସିବିଏସସି ଯୁକ୍ତ ୨ ପରୀକ୍ଷା ଫଳ ପ୍ରକାଶିତ ପରେ ଛାତ୍ରଛାତ୍ରୀ ଙ୍କୁ ସମ୍ବଦ୍ଧିତ   14-May-2026
  ଜିଲ୍ଲା  
ଦଶମ ଜିଲ୍ଲାପରିଷଦ ବୈଠକ ଶେଷ   14-May-2026
  ଜିଲ୍ଲା  
ସମ୍ବଲପୁର ପବ୍ଲିକ ଲାଇବ୍ରେରୀ ରେ ଡାକ୍ତର ଜନାର୍ଦନ ପୂଜାରୀ ସ୍ମାରକୀ ବକ୍ତୃତା।   14-May-2026

You Might Also Like