-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||     

HOME   ଜିଲ୍ଲା

ଲିଓ କ୍ଲବ ବରଗଡ଼ ୟୁଥର ସ୍ଥାପନା ସମାରୋହ

05-Aug-2024



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ସ୍ଥାନୀୟ ହୋଟେଲ ଗଣପତି ସମ୍ମିଳନୀ କକ୍ଷରେ ଲିଓ କ୍ଲବ ବରଗଡ଼ ୟୁଥ ର ୭ତମ ସ୍ଥାପନା ଦିବସ ପୂର୍ବ ସଭାପତି ମନ୍ଥନ ଝଁବରଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଯାଇଛି । ପୂର୍ବ ସଭାପତି ମନ୍ଥନ ଝଁବର ସ୍ଵାଗତ ଭାଷଣ ଏବଂ ବାର୍ଷିକ ବିବରଣୀ ପାଠ କରି ଥିବା ବେଳେ ଲିଓ ଚିରଞ୍ଜଜୀତ ପଟ୍ଟନାୟକ ସଂପାଦକୀୟ ବିବରଣୀ ପାଠ କରିଥିଲେ । ମୁଖ୍ୟ ଅତିଥି ଭାବେ ସଂସ୍କାର ଇଣ୍ଟରନ୍ୟାସନାଲ ସ୍କୁଲ ଚେୟାରମେନ ଲାୟନ ସୁମନ ସାୱଡ଼ିଆ ଏବଂ ସମ୍ମାନୀତ ଅତିଥି ଭାବେ ଡିଷ୍ଟ୍ରିକ୍ଟ ଗଭର୍ଣ୍ଣର ଲାୟନ ଚରନଜୀତ କୌର ହୁରା ଯୋଗଦେଇ ବରଗଡ଼ ଲିଓ କ୍ଲବର କାର୍ଯ୍ୟ କଳାପକୁ ଭୁୟସୀ ପ୍ରଶଂସା କରିଥିଲେ ତଥା ନୂତନ କାର୍ଯ୍ୟକାରିଣୀଙ୍କୁ ଶପଥ ପାଠ କରେଇ ଆଗାମୀ ସତ୍ର ୨୦୨୪-୨୫ବର୍ଷରେ ଅତ୍ୟାଧିକ ସାମଜିକ କାର୍ଯ୍ୟ କରିବା ପାଇଁ ଉତ୍ସାହିତ କରିଥିଲେ। ଲାୟନ କିଶନ ଅଗ୍ରୱାଲ, ଲାୟନ ଜୟନ୍ତୀ ବେହେରା, ଲାୟନ ମନୋଜ କୁମାର ମାହାପାତ୍ର, ଲିଓ କମଲ ଲାଠ, ଲିଓ ଆୟୁଷ ଗୁପ୍ତା, ଲିଓ ପ୍ରକାଶ ଅଗ୍ରୱାଲ ମଂଚାସୀନ ରହିଥିଲେ। ଏହି ପରିପେକ୍ଷୀରେ ବର୍ଷସାରା କରାଯାଇଥିବା ଜନ ସେବାକାର୍ଯ୍ୟ ଗୁଡିକର ସମିକ୍ଷା କରାଯିବା ସହିତ ଆଗାମୀ କାର୍ଯ୍ୟପନ୍ଥା ଉପରେ ଆଲୋଚନା କରାଯାଇଥିଲା । ଆଗାମୀ ୨୦୨୪/୨୫ ବର୍ଷ ପାଇଁ ଲିଓ କ୍ଳବ ବରଗଡ଼ ୟୁଥ ପାଇଁ ଲିଓ ସୌରଭ ରେଖାନିଙ୍କୁ ସଭାପତି, ଲିଓ ପ୍ରକାଶ ଅଗ୍ରୱାଲଙ୍କୁ ସମ୍ପାଦକ, ଲିଓ ତରୁଣ ଲାଠଙ୍କୁ କୋଷାଧ୍ୟକ୍ଷ୍ୟ ମନୋନୀତ କରାଯାଇ ଥିଲା। ଏହି ଅବସରରେ କ୍ଳବ ର ସମସ୍ତ ସଦସ୍ୟ ଏବଂ ଅନ୍ୟ ସାମାଜିକ ସଂଗଠନ ପଦାଧିକାରୀ ଉପସ୍ଥିତ ରହି ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026

You Might Also Like