-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||     

HOME   ଜିଲ୍ଲା

ଶଙ୍ଖନିଧି ଙ୍କ ବିୟୋଗରେ ସୁବର୍ଣ୍ଣପୁର ରେ ଶୋକ

05-Aug-2024



ସୁବର୍ଣ୍ଣପୁର  (ମନୋରଞ୍ଜନ ତ୍ରିପାଠୀ)

 ସୋନପୁର ବଡ଼ବଜାର ରାୟଗୁରୁ ପଡା ନିବାସୀ ଶଙ୍ଖନିଧି ରାୟଗୁରୂ (ମୁନ୍ନା) ଙ୍କ ୬୨ ବର୍ଷ ବୟସରେ ବିଶାଖାପାଟଣା ସ୍ଥିତ ଏକ ଘରୋଇ ହସ୍ପିଟାଲରେ ହୃଦଘାତ ଜନିତ ରୋଗର ଚିକିତ୍ସା ହେଉଥିବା ସମୟରେ ଦେହାନ୍ତ ଘଟିଛି। ତାଙ୍କର ଜୁଲାଇ ୮ ତାରିଖ ରେ ଓପନ ହାର୍ଟ ସର୍ଜରୀ ସଫଳତା ର ସହ ହୋଇଥିବା ବେଳେ ସେଠାରେ ରହି ସେ ଆସ୍ତେ ଆସ୍ତେ ସୁସ୍ଥ ଅନୁଭବ କରୁଥିଲେ କିନ୍ତୁ ହଠାତ ୪ ଦିନ ତଳେ ପୁଣି ଅସୁସ୍ଥତା ଅନୁଭବ କରିବାରୁ ପୁଣି ଚିକିତ୍ସା ଚାଲିଥିବା ବେଳେ ୩ ତାରିଖ ସକାଳୁ ଦେହାନ୍ତ ହୋଇଯାଇଥିଲା। ସୁବର୍ଣ୍ଣପୁର ଜିଲ୍ଲାରେ ଜଣେ ସ୍ବେଛାସେବୀ ଭାବେ ଜଣାଶୁଣା ଶ୍ରୀ ରାୟଗୁରୁ ଏଇ ମାଟି ପାଇଁ ଅନେକ ନିସ୍ଵାର୍ଥପର ସେବା କରି ଉଦାହରଣ ସୃଷ୍ଟି କରିଯାଇଛନ୍ତି। ବିଶେଷ ଭାବରେ ଦରବାର ସାହିତ୍ୟକୁ ସଂରକ୍ଷଣ କରି ଲୋକଲୋଚନକୁ ଆଣିବାର ଉଦ୍ୟମ ନିଶ୍ଚିତ ଭାବେ ତାଙ୍କୁ ଏଇ ମାଟି ମନେରଖିବ। ବିଭିନ୍ନ ଅନୁଷ୍ଠାନ ସହିତ ସେ ଯୋଡି ହୋଇ ମାଟିର ବିଭିନ୍ନ ସମସ୍ୟା ଉତ୍ଥାପନ କରି ସଫଳ ହୋଇଥିବାର ନଜିର ନିଶ୍ଚିତ ଆଗାମୀ ପିଢ଼ିଙ୍କୁ ପ୍ରେରଣା ଯୋଗାଇବ। ତାଙ୍କର ଧର୍ମପତ୍ନୀ ଗୋଟିଏ ପୁଅ ଓ ଗୋଟିଏ ଝିଅ ସହିତ ପରିବାରର ଭାଇଭଉଣୀ ଓ ଅନ୍ୟାନ୍ୟ ସଦସ୍ୟଙ୍କ ସହିତ ଏକ ସୌହାର୍ଦ୍ଧ୍ୟପୂର୍ଣ୍ଣ ପାରିବାରିକ ଜୀବନ ବିତାଉଥିବା ଶ୍ରୀ ରାୟଗୁରୁ ଙ୍କ ଅକାଳ ବିୟୋଗ ରେ ସାରା ସହର ସ୍ତବ୍ଧ ହୋଇଯାଇଛି। ବିଶାଖାପାଟଣା ରୁ ତାଙ୍କର ପାର୍ଥିବ ଶରୀର ସୋନପୁରରେ ରାତି ୧୧ ଟା ରେ ପହଞ୍ଚିବା ପରେ ଏକ ଶୋକାକୁଳ ପରିବେଶ ସୃଷ୍ଟି ହୋଇଥିଲା। ତାଙ୍କର ମର ଶରୀରକୁ ବହୁ ବିଶିଷ୍ଟ ବ୍ୟକ୍ତି ଅନ୍ତିମ ଦର୍ଶନ କରିଥିବା ବେଳେ ରାତ୍ର ୧୨ ଟାରେ ରାମେଶ୍ୱର ସ୍ଥିତ ତ୍ରୀବେଣୀ ସଙ୍ଗମ ଠାରେ ତାଙ୍କର ପୁଅ ଓମ ରାୟଗୁରୁ ମୁଖାଗ୍ନି ଦେବା ସହ ଅନ୍ତିମ ସଂସ୍କାର ଯଥାରୀତି ରେ ସତ୍କାର ହୋଇଥିଲା। ଶ୍ରୀ ଗୋପାଲ୍ଜି ତଡିତ ମନ୍ତ୍ର ଶ୍ୱାସ ସୋନପୁର ପକ୍ଷରୁ ସ୍ୱର୍ଗତ ରାୟଗୁରୁ ଙ୍କ ବିୟୋଗ ରେ ଶୋକ ସଭା ଅନୁଷ୍ଠିତ ହୋଇ ଥିଲା l ସମସ୍ତ ଯୋଗୀ ସାମୁହିକ ପ୍ରାର୍ଥନା କରି ଅମର ଆତ୍ମା ର ଶାନ୍ତି ସଦ ଗତି କାମନା କରି ଶ୍ରୀ ରାୟଗୁରୁ ଙ୍କ ସ୍ମୁତି ଚାରଣ କରିଥିଲେ l ଏବଂ ସୋନପୁର କୁ ଖୁବ୍ ଭଲ ପାଉଥିବା ଏଠିକାର ସାହିତ୍ୟ, କଳା ସଂସ୍କୃତି, ଐତିହ , ପରମ୍ପରା ପ୍ରେମୀ ଶ୍ରୀ ରାୟଗୁରୁ ସବୁଦିନ ମନେ ରହିବେ ବୋଲି ମତ ରଖିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026

You Might Also Like