-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||     

HOME   ଜିଲ୍ଲା

କୋଶଳୀ କବି ଓ ଗବେଷକ ନିମେଇଁ ପାଣିଗ୍ରାହୀଙ୍କ ପରଲୋକ

05-Aug-2024



ବଲାଙ୍ଗୀର(ପ୍ରେରଣା ନିଉଜ୍ )  ବଲାଙ୍ଗୀରର ନିଷ୍ଠାପର କୋଶଳୀ କବି ତଥା ଗବେଷକ ନିମେଇଁ ଚରଣ ପାଣିଗ୍ରାହୀ ( ୬୭)ଙ୍କର ଆଜି ପୂର୍ବାହ୍ନରେ ପରଲୋକ ହୋଇଯାଇଛି । ସେ ମଧୁମେହ ଓ ଉଚ୍ଚ ରକ୍ତଚାପ ରୋଗରେ ପୀଡିତ ଥିଲେ । ସେ କୋଶଳୀଭାଷା ଓ ସଂସ୍କୃତିର ଜଣେ ନିଷ୍ଠାପର ସାଧକ , ପଶ୍ଚିମଓଡିଶାର ପୁରାତନ ଲୁପ୍ତପ୍ରାୟ ବିଭିନ୍ନ ସାଂସ୍କୃତିକ ବିରଳ ସାମଗ୍ରୀର ସଂଗ୍ରହାଳୟ ଖୋଲି ସେ ସବୁ ସହିତ ଢଗଢମାଳୀ ବା ଦାଏକା ଛଟକା ଆଦିର ସଂଗ୍ରାହକ , କୋଶଳୀ ପ୍ରାବନ୍ଧିକ , ଗାଳ୍ପିକ ଓ ଭାଷାବିତ୍ ଥିଲେ । ସେ ତାଙ୍କ ଗାଁ' ସିନ୍ଦୁରବାହାଲରେ ଏକ କୋଶଳୀ ସଂଗ୍ରହାଳୟ ଓ କୋଶଳୀ ମନ୍ଦିର ଖୋଲିବାକୁ ଆରମ୍ଭ କରିଥିଲେ । ତାଙ୍କର ଗବେଷଣାତ୍ମକ ପ୍ରବନ୍ଧ , ସଂଗ୍ରହ , କବିତା ଓ ଗଳ୍ପାଦି ସହିତ ବିଭିନ୍ନ ପୁରାତନ ମହାକାବ୍ୟ ରାମାୟଣ , ଶ୍ରୀମଦ୍ ଭଗବତ୍ ଗୀତାର କୋଶଳୀ ଅନୁବାଦ କରୁଥିଲେ । ପଶ୍ଚିମଓଡିଶାର କେତେକ ବିରଳ ସାମଗ୍ରୀ ସମ୍ପର୍କରେ ତାଙ୍କର ଏକ ପୁସ୍ତିକା ସହ ବିଭିନ୍ନ ପତ୍ରପତ୍ରିକା ଓ ସ୍ମରଣିକାରେ ତାଙ୍କର ଲେଖାସବୁ ପ୍ରକାଶ ପାଇଛି  । ତାଙ୍କ ବିୟୋଗରେ କୋଶଳୀ ସାହିତ୍ୟ ଓ ସଂସ୍କୃତିର ଏକ ଶୂନ୍ୟସ୍ଥାନ ସୃଷ୍ଟି ହୋଇଗଲା ।  ସେ ତାଙ୍କର ଚାରିଝିଅଙ୍କର ବିବାହ ସାରିଦେଇଥିଲା ବେଳେ ତାଙ୍କର ବିଧବାପତ୍ନୀଙ୍କୁ ଶୋକସାଗରରେ ଭସାଇ ଚାଲିଯାଇଛନ୍ତି । ତାଙ୍କ ପରଲୋକ ଗମନରେ ବଲାଙ୍ଗୀରରେ ଶୋକର ଛାୟା ଖେଳି ଯାଇଛି । ଈଶ୍ବର ତାଙ୍କର ଶୋକବିଦଗ୍ଧ ପରିବାରକୁ ଶାନ୍ତି ପ୍ରଦାନ କରିବା ସହିତ ତାଙ୍କର ଅମର ଆତ୍ମାକୁ ସଦଗତି ଦିଅନ୍ତୁ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026
  ଜିଲ୍ଲା  
ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   28-Sep-2026
  ଜିଲ୍ଲା  
ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର   28-Sep-2026
  ଜିଲ୍ଲା  
ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   28-Sep-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ   28-Sep-2026
  ଜିଲ୍ଲା  
ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   28-Sep-2026

You Might Also Like