-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||     

HOME   ଜିଲ୍ଲା

ଶ୍ରୀ ଶ୍ରୀ ବାବା ଷଣ୍ଢେଶ୍ଵର ମନ୍ଦିର କମିଟି ତରଫରୁ ଭକ୍ତଙ୍କୁ ଚା ବିସ୍କୁଟ ବଣ୍ଟନ

05-Aug-2024



ବରଗଡ଼/ବିଜେପୁର:(ନିରଞ୍ଜନ ତ୍ରିପାଠୀ)-ଶ୍ରାବଣ ମାସ ସୋମବାର ହେଉଛି ଭୋଳାନାଥଙ୍କ ପ୍ରିୟ।ଏହି ଦିନରେ ଶିବାଳୟ ମାନଙ୍କରେ  ବହୁ ସଂଖ୍ୟାରେ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଥାଏ। ହଜାର ହଜାର କାଉଡ଼ିଆ କାନ୍ଧରେ ଜଳ କଳସ ବୋହି ଖାଲି ପାଦରେ ଚାଲି ଚାଲି ଆସିଥାନ୍ତି ବାବାଙ୍କ ଅଭିଷେକ କରିବାପାଇଁ ।ଶ୍ରାବଣ ମାସରେ ବାବାଙ୍କୁ ଜଳାଭିଷେକ କଲେ ବାବା ସବୁ ମନସ୍କାମନା ପୂର୍ଣ୍ଣ କରନ୍ତି ବୋଲି ବିଶ୍ୱାସ ରହିଛି ।ତେବେ ଏମିତି ବି ମନାଯାଏ ଯେ ଦୂରଦୂରାନ୍ତରୁ ଚାଲି ଚାଲି ଆସୁଥିବା କାବଡିଆ ଭକ୍ତଙ୍କ ସେବା କରିବା ମଧ୍ୟ ସ୍ଵୟଂ ଭୋଳାନାଥଙ୍କ ସେବା କରିବା । ତେଣୁ ଅନେକ ଶ୍ରଦ୍ଧାଳୁ ଭକ୍ତମାନେ କାବଡ଼ିଆଙ୍କ ପାଇଁ ରାସ୍ତାରେ ଖାଇବା ,ପିଇବା ତଥା ଥକା ମାରିବା ପାଇଁ ବ୍ୟବସ୍ଥା କରିଥାନ୍ତି ।ତେବେ  ଏହି ପରିପେକ୍ଷୀରେ ଆଜି ସୋମବାର ବରଗଡ ଜିଲ୍ଲା ବିଜେପୁର ବ୍ଲକ ଅନ୍ତର୍ଗତ ପଡ଼ା ପଞ୍ଚାୟତ ପୁଖାମୁଣ୍ଡା ଶ୍ରୀ ଶ୍ରୀ ବାବା ଷଣ୍ଢେଶ୍ଵର ମନ୍ଦିର ଠାରେ ମନ୍ଦିର କମିଟି ପକ୍ଷରୁ ଚା ବିସ୍କୁଟ ବଣ୍ଟନ କରାଯାଉଛି।ଏହି ବଣ୍ଟନ କାର୍ଯ୍ୟକ୍ରମରେ ମନ୍ଦିର କମିଟିର ସଭାପତି ଶ୍ରୀ ଚିତ୍ତରଞ୍ଜନ ମେହେର, ସମ୍ପାଦକ ବିଶିକେସନ ମେହେର,ଉପସଭାପତି ଇନ୍ଦ୍ରଜିତ ଦୀପ,ସହ ସମ୍ପାଦକ ହାରିଲାଲ ସାହୁ , କୋଷାଧ୍ୟକ୍ଷ ସୁମନ୍ତ ପଧାନ, ସ୍ଵାଧୀନ ଦେବତା ,ହେମନ୍ତ ମେହେର , ଭବାନୀଶଙ୍କର ମେହେର ,ଆନନ୍ଦ ବାରିକ ସମେତ କମିଟିର ଅନେକ ସଦସ୍ୟ ଉପସ୍ଥିତ ରହି ଭକ୍ତଙ୍କୁ ଚା ବିସ୍କୁଟ ବଣ୍ଟନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026
  ଜିଲ୍ଲା  
ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   28-Sep-2026
  ଜିଲ୍ଲା  
ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର   28-Sep-2026
  ଜିଲ୍ଲା  
ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   28-Sep-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ   28-Sep-2026
  ଜିଲ୍ଲା  
ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   28-Sep-2026
  ଜିଲ୍ଲା  
କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   28-Sep-2026
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026

You Might Also Like