-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||     

HOME   ଜିଲ୍ଲା

ସୋନପୁର ବ୍ଲକ ସ୍ତରୀୟ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର :

05-Aug-2024



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷ ଠାରେ  ଅନୁଷ୍ଠିତ ହୋଇଯାଇଛି l  ଅତିରିକ୍ତ ଜିଲ୍ଲାପାଳ  ରାଜେନ୍ଦ୍ର ମାଝୀ ଓ  ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ବୀରେନ୍ଦ୍ର କୁମାର ନାୟକ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୫୦ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ସମସ୍ତ  ଦରଖାସ୍ତ  ବ୍ୟକ୍ତିଗତ ରହିଥିବା ବେଳେ ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ  ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି l ବିଡିଓ, ସୋନପୁର ସୌମ୍ୟ ରଞ୍ଜନ ସ୍ୱାଇଁ ଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ  ଶୁଣାଣି କାର୍ଯ୍ୟକ୍ରମ ରେ ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ଶ୍ରୀ ଅଶ୍ୱିନୀ କୁମାର ମେହେର, ଉପଜିଲ୍ଲାପାଳ ସୁବର୍ଣ୍ଣପୁର ସୂରଜ କୁମାର ପଟ୍ଟନାୟକ , ଅଧିକ୍ଷଣ ଯନ୍ତ୍ରୀ ପି ଡବ୍ଲୁ ଡି ଇଂ ଦାମୋଦର କୈବର୍ତ୍ତ, ଅବକାରୀ ଅଧିକ୍ଷକ ପ୍ରବୀର କୁମାର ସାମଲ,ଜିଲ୍ଳା ମୁଖ୍ୟ ଯୋଗାଣ ଅଧିକାରୀ ସୁରେଶ ପାଣିଗ୍ରାହୀ , ଜିଲ୍ଲା ପଞ୍ଚାୟତ ଅଧିକାରୀ ଅର୍ଜୁନ ଚରଣ ମାଝୀ, ପଞ୍ଚାୟତ ସମିତି ଅଧ୍ୟକ୍ଷ ସୋନପୁର ପ୍ରହଲ୍ଲାଦ ନାୟକ, ଜିଲ୍ଲା ମଙ୍ଗଳ ଅଧିକାରୀ ଅଚ୍ୟୁତାନନ୍ଦ ସିଂ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଗୋବିନ୍ଦ ବଲ୍ଲଭ ଷଡ଼ଙ୍ଗୀ,ଜିଲ୍ଳା ଶିକ୍ଷା ଅଧିକାରୀ ଲକ୍ଷ୍ମଣ ଭୋଇ , ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଅନୁପମା ପଣ୍ଡା,ଜିଲ୍ଲା କ୍ରୀଡା ଅଧିକାରୀ ଚିତ୍ତରଞ୍ଜନ ମିଶ୍ର , ନିର୍ବାହୀ ଯନ୍ତ୍ରୀ ଟି ପି ଡବ୍ଲୁ ଓ ଡି ଏଲ ଅଶୋକ କୁମାର ମିଶ୍ର, ନିର୍ବାହୀ ଯନ୍ତ୍ରୀ ଆର ଡି ବି ଏନ କେ ରେଡ୍ଡୀ, ତହସିଲଦାର ସୋନପୁର ସୌମ୍ୟାରୂପା ରଥ, ନିର୍ବାହୀ ଅଧିକାରୀ ପୌରପରିଷଦ ସୋନପୁର ମନୋରଞ୍ଜନ ପଣ୍ଡା, ଡେପୁଟି କଲେକ୍ଟର ( ଗ୍ରୀଭେନସ ) ଶୁଭଶ୍ରୀ ରଥ,ସମେତ ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ , ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026
  ଜିଲ୍ଲା  
ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   28-Sep-2026
  ଜିଲ୍ଲା  
ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର   28-Sep-2026
  ଜିଲ୍ଲା  
ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   28-Sep-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ   28-Sep-2026
  ଜିଲ୍ଲା  
ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   28-Sep-2026
  ଜିଲ୍ଲା  
କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   28-Sep-2026
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026

You Might Also Like