-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||     

HOME   ଜିଲ୍ଲା

ଜିଲ୍ଲା ସ୍ତରୀୟ ବିଶ୍ୱ ସ୍ତନ୍ୟପାନ ସପ୍ତାହ ପାଳିତ -- ମାଆ କ୍ଷୀର ଠାରୁ ଶକ୍ତିଶାଳୀ ଅମୋଘ ରୋଗ ପ୍ରତିରୋଧକ ଶକ୍ତି ଆଉ ନାହିଁ

05-Aug-2024



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ସ୍ଥାନୀୟ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ନାଇକେନପାଲି ତାଲିମ ସଭା ଗୃହ ଠାରେ ବିଶ୍ୱ ସ୍ତନ୍ୟପାନ ସପ୍ତାହ  ପାଳିତ ହୋଇଛି l ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ନାଇକେନପାଲି ଅଧ୍ୟକ୍ଷ ଡାକ୍ତର. ରାମଶଙ୍କର ତ୍ରିପାଠୀ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ଉକ୍ତ ସଭା ରେ ଅତିରିକ୍ତ ଜ଼ିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ (ରୋଗ ନିୟନ୍ତ୍ରଣ ), ଅତିରିକ୍ତ ଜିଲ୍ଲା ଜନସ୍ୱାସ୍ଥ୍ୟ ଯୋଗାଯୋଗ ଅଧିକାରୀ ଶ୍ରୀଯୁକ୍ତ ବୃନ୍ଦାବନ ସାହୁ,ବ୍ଲକ କାର୍ଯ୍ୟ ପରିଚାଳକ ପ୍ରିୟ ରଞ୍ଜନ ସାହୁ, ଭାରପ୍ରାପ୍ତ ଜନସ୍ୱାସ୍ଥ୍ୟ ସମ୍ପ୍ରସlରଣ ଅଧିକାରୀ ଶାନ୍ତନୁ କୁମାର ମେହେର, ଷ୍ଟାଫ ନର୍ସ ସୁନିତା କୁଜୁର ପ୍ରମୁଖ  ଯୋଗ ଦେଇ ଆଜିର ଦିବସ ରେ ଆମେ ସମସ୍ତେ ସ୍ତନ୍ୟପାନ ବିଷୟରେ ଜନସଚେତନା ସୃଷ୍ଟି କରି ଏହା ବିଷୟରେ ଜାଣିବା, ବୁଝିବା ଓ ଅନ୍ୟ ମାନଙ୍କୁ ବୁଝାଇବା ଉପରେ ଗୁରୁତ୍ୱା ରୋପ କରିଥିଲେ l ଏବଂ ମାଆ କ୍ଷୀର ଠାରୁ ଶକ୍ତିଶାଳୀ ଅମୋଘ ରୋଗ ପ୍ରତିରୋଧକ ଶକ୍ତି ଆଉ ନାହିଁ ବୋଲି ମତ ରଖିଥିଲେ l 

ଉକ୍ତ ସଭାରେ ସମସ୍ତ ଆଶାକର୍ମୀ ଏବଂ ପ୍ରସୂତି ମାଆ ସବୁ ଉପସ୍ଥିତ ଥିଲେ l ଏଠାରେ ଏକ ମୌଖିକ ପ୍ରତିଯୋଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ଏବଂ ଉତୀର୍ଣ୍ଣ ପ୍ରତିଯୋଗୀ ଙ୍କୁ ପୁରସ୍କାର ବିତରଣ କରାଯାଇଥିଲା l ଶେଷରେ ଭାରପ୍ରାପ୍ତ ଜନସ୍ୱାସ୍ଥ୍ୟ ସମ୍ପ୍ରସlରଣ ଅଧିକାରୀ ଶାନ୍ତନୁ କୁମାର ମେହେର ଧନ୍ୟବାଦ ଅର୍ପଣ କରିଥିଲେ  l


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026
  ଜିଲ୍ଲା  
ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   28-Sep-2026
  ଜିଲ୍ଲା  
ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର   28-Sep-2026
  ଜିଲ୍ଲା  
ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   28-Sep-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ   28-Sep-2026
  ଜିଲ୍ଲା  
ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   28-Sep-2026
  ଜିଲ୍ଲା  
କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   28-Sep-2026
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026

You Might Also Like