-+91-9937148622 |

prerana_bgr@rediffmail.com |

  Monday 28th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||      ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   (27-Sep-2026)       ||      ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ    (27-Sep-2026)       ||      ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   (27-Sep-2026)       ||      *"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   (27-Sep-2026)       ||      *ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   (27-Sep-2026)       ||      ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   (27-Sep-2026)       ||      କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   (27-Sep-2026)       ||      ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   (27-Sep-2026)       ||      ପର୍ଯ୍ୟଟନ ସ୍ଥଳୀ ଚାନ୍ଦଲି ପାହାଡ଼ ପରିସରରେ ‘ବିଶ୍ୱ ପର୍ଯ୍ୟଟନ ଦିବସ’ ପାଳିତ    (27-Sep-2026)       ||      ବାଗବାଡ଼ି ଗ୍ରାମରେ ଅନନ୍ତ ଶୟନ ବିଷ୍ଣୁଙ୍କ ପୂଜା ମହୋତ୍ସବ   (27-Sep-2026)       ||      ପି.ପି ଏକାଡେମି ୮୯ ମେଟ୍ରିକ ବ୍ୟାଚ୍ ତରଫରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ   (27-Sep-2026)       ||      ଯୋଗାଣ ସହାୟକ ଙ୍କ ଦାବି ପୁରଣ କରନ୍ତୁ ସରକାର - ନରସିଂହ   (27-Sep-2026)       ||      ଦୀପକ ଦାସ ମୃତ୍ୟୁ ଘଟଣାରେ ଜଡିତ ଅପରାଧୀଙ୍କୁ ଗିରଫ କେବେ ? : କଂଗ୍ରେସ   (27-Sep-2026)       ||      ମହାସମାରୋହରେ ହିନ୍ଦୀ ଦିବସ ପାଳିତ ‘ହିନ୍ଦୀ ହେଉ ହୃଦୟର ଭାଷା’: ମୁଖ୍ୟ ଅତିଥି   (27-Sep-2026)       ||      *ସାହାଣୀ କଫ ଫୁଟବଲ ଚତୁର୍ଥ ଦିବସ ପ୍ରଥମ ମ୍ୟାଚ ରେ ବରଗଡ଼ ଦଳ ୭-୧ ରେ ବିଜୟୀ ଓ ଦ୍ୱିତୀୟ ମ୍ୟାଚ ରେ ସୋନପୁର ଦଳ ୩-୧ ଗୋଲ ରେ ଵିଜୟୀ*-   (26-Sep-2026)       ||      ଶିକ୍ଷକ ଅଭାବ,ସ୍କୁଇଲରେ ତାଲା ପକାଇ ଗ୍ରାମବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ   (26-Sep-2026)       ||     

HOME   ଜିଲ୍ଲା

ବୋଡ଼େନ ପୋଲିସକୁ ବଡ଼ ସଫଳତା

05-Aug-2024



ବୋଡ଼େନ  (ରାମନାଥ ପଣ୍ଡା) 
ନୂଆପଡା ଜିଲ୍ଲା ବୋଡେ଼ନ ବ୍ଲକ ଅନ୍ତର୍ଗତ ବୋଡ଼େନ ବସ ଷ୍ଟାଣ୍ଡ ପାଖ ବିଦେଶୀ ମଦ ଦୋକାନରୁ ବିଦେଶୀ ମଦ ଚୋରି ଘଟଣାରେ ଆଜି ବୋଡ଼େନ ପୋଲିସ ତିନି ଅଭିଯୁକ୍ତଙ୍କୁ ଗିରଫ କରି  କୋର୍ଟ ଚଲାଣ କରିଛନ୍ତି । ଗତ ୦୧ ତାରିଖ
ରାତ୍ର  ସମୟରେ ବୋଡ଼େନ ବସ ଷ୍ଟାଣ୍ଡ ପାଖ ବିଦେଶୀ ମଦ ଦୋକାନ ର ସିସି ଟିଭି, ହାର୍ଡ ଡିସ୍କ ତଥା ଭେଣ୍ଟିଲେଟରକୁ ଭାଙ୍ଗି ଚୋର ମାନେ ମଦ ଚୋରି କରି ପଳାଇ ଥିଲେ ।  ସକାଳେ  ଦୋକାନ ଖୋଲିବା ପରେ  ଚୋରି ହୋଇଥିବା ଜାଣି ବିଦେଶୀ ମଦ ଦୋକାନ ମ୍ୟାନେଜର ଶ୍ରୀକାନ୍ତ ସାହୁ  ବୋଡେ଼ନ ଥାନାରେ ଏକ ଲିଖିତ ଅଭିଯୋଗ କରିଥିଲେ l ଏହି ଅଭିଯୋଗକୁ ଭିତ୍ତିକରି ବୋଡ଼େନ ଥାନା ଆଇ ଆଇ ସି ଗୋବିନ୍ଦ ମାଝୀ ଙ୍କ ତତ୍ତ୍ଵାବଧାନରେ ତଥା ଇନଭେଷ୍ଟିଗେସନ ଅଧିକାରୀ ରୂପେ ଏସ ଆଇ ଜିତୁ ମହାନନ୍ଦଙ୍କ ସମେତ  ଏସ ଆଇ ମଞ୍ଜୁଲତା ଖାଡଙ୍ଗା, ଏ ଏସ ଆଇ ସୁରତ ମାଝୀ, ଏ ଏସ ଆଇ କେଦାର ମାଝୀ, ଏ ଏସ ଆଇ ଲଳିତ ମୋହନ ନାଏକ,ହାବିଲଦାର  କୃତି ବାସ ପାନ,କନେଷ୍ଟବଳ ଅନନ୍ତ ଶବର ଏବଂ  ସଦ୍ଧାନୀ କୁକୁର  ଘଟଣା ସ୍ଥଳରେ ପହଞ୍ଚି ଛାନଭିନ ପ୍ରକ୍ରିୟା ଆରମ୍ଭକରିଥିଲେ । ଲଗାତାର ଦୁଇଦିନ ଦୁଇରାତି ଏକ କରି ଚୋର ଧରିବା ପାଇଁ ବୋଡ଼େନ ପୋଲିସ କଠିନ ପରିଶ୍ରମ କରି ସଫଳତାର ସହ ଚୋରକୁ ନିଜ ଆୟତ୍ତରେ ଆଣି ପାରିଛନ୍ତି । ଚୋର ଧରିବା ପରେ ସେହି ଚୋର ମାନଙ୍କୁ ଲଗାଇ ବିଭିନ୍ନ ବ୍ରାଣ୍ଡର ୪୧ ଟି  ବିଦେଶୀ ମଦ ବୋତଲ ନିକଟ ଗୁଡ଼ି ବନ୍ଧରୁ ଜବତ କରିଥିଲେ । ଯାହାବି ଚୋରି ହୋଇଥିଲା ତନ୍ମଧ୍ୟରୁ ୩୪,୪୩୦ ଟଙ୍କାର ମଦ ଜବତ ହୋଇ ପାରିଛି ବୋଲି ପୋଲିସ ପକ୍ଷରୁ ଜଣା ପଡିଛି । ଉକ୍ତ ଘଟଣାରେ କେଶ ନମ୍ବର ୧୭୪/ ୨୪  ରୁଜୁକରି ଆଜି ବୋଡେ଼ନ ଗ୍ରାମର ଭାଙ୍ଗଖାଉ ମାଝୀ, ରୁଣ୍ଡି ଗ୍ରାମର ରୁପସିଂ ମାଝୀ ଓ ବିନୋପୁର ଗ୍ରାମର ପିଣ୍ଟୁ ନିଆଳଙ୍କୁ ବୋଡ଼େନ ପୋଲିସ   ଗିରଫ କରି କୋର୍ଟ  ଚାଲାଣ କରିଛନ୍ତି l ବୋଡ଼େନ ପୋଲିସ ଦିନରାତି ଏକ କରି ୪୮ ଘଣ୍ଟା ମଧ୍ୟରେ ବଡ଼ ସଫଳତା ହାସଲ କରି ପୋଲିସ ବିଭାଗର ନାମ ରଖିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   28-Sep-2026
  ଜିଲ୍ଲା  
କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   28-Sep-2026
  ଜିଲ୍ଲା  
ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   27-Sep-2026
  ଜିଲ୍ଲା  
ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   27-Sep-2026
  ଜିଲ୍ଲା  
ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ଠାରେ ମା ପାଇଁ ଗଛଟିଏ କାର୍ଯ୍ୟକ୍ରମ   27-Sep-2026
  ଜିଲ୍ଲା  
ବଲାଙ୍ଗିର ରେ , ଓଡ଼ିଶା ସାହିତ୍ୟ ଏକାଡେମୀ ତରଫରୁ ଦିନିକିଆ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ଅନୁଷ୍ଠିତ   27-Sep-2026
  ଜିଲ୍ଲା  
ସାହାଣୀ କପ୍ ଫୁଟବଲ୍ ପଞ୍ଚମ ଦିନର ପ୍ରଥମ ମ୍ୟାଚ୍ ରେ କଟକଦଳ ର ବିପୁଳ ବିଜୟ ଓ ଦ୍ୱିତୀୟ ମ୍ୟାଚ୍ ଗଞ୍ଜାମ ନୟାଗଡ଼ ଡ୍ ହେଲା   27-Sep-2026
  ଜିଲ୍ଲା  
*"ଶହୀଦ୍ ମାଧୋ ସିଂ ସମ୍ମାନ୍" ରେ ସମ୍ମାନୀତ ହେଲେ ଡଃ. ନୃପରାଜ ସାହୁ*   27-Sep-2026
  ଜିଲ୍ଲା  
*ମୈଦଲପୁର ରେ ମହିମା ସମାଜ ର ନୂଆଖାଇ ଭେଟଘାଟ ଅନୁଷ୍ଠିତ*   27-Sep-2026
  ଜିଲ୍ଲା  
ସରକାରଙ୍କ ଅଜବ ନିୟମ,ତିନି ମାସ ୩୫୦୦ ଟଙ୍କା ଲେଖାଏଁ ଭତ୍ତା ପାଇ ପୁଣି ପାଇଲେ ୧୦୦୦ ଟଙ୍କା   27-Sep-2026
  ଜିଲ୍ଲା  
କଳାହାଣ୍ଡି ଜିଲ୍ଲା ଯୁବ ଯାଦବ ତରଫରୁ ନୂଆଁଖାଇ ଭେଟଘାଟ ଯୁବ ସଂଗଠନ ସୁଦୃଢ଼ କରିବା ସହ ସାମାଜିକ ଏକତା ଉପରେ ଗୁରୁତ୍ୱ   27-Sep-2026
  ରାଜ୍ୟ  
ସେବା ସଂକଳ୍ପ ଅଭିଯାନ–୨୦୨୬ ଓ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ସୁନ୍ଦରଗଡ଼ରେ ‘ଓଡ଼ିଶା ପ୍ରୋମୋ ରନ୍’   27-Sep-2026

You Might Also Like